Browsing Tag

bramhapur news

କେନ୍ଦୁଝର ଟାଇମସ୍‌ ସମ୍ପାଦକଙ୍କ ବିୟୋଗରେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘର ଶୋକ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : କେନ୍ଦୁଝରରୁ ପ୍ରକାଶିତ କେନ୍ଦୁଝର ଟାଇମସ୍‌ର ପ୍ରତିଷ୍ଠାତା ସମ୍ପାଦକ ତଥା ପ୍ରେସ୍‌ କ୍ଲବର ସଭାପତି ନିରଞ୍ଜନ ନାୟକଙ୍କ ବିୟୋଗରେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ସଭାପତି ରବି ରଥ ଗଭୀର ଶୋକ ପ୍ରକାଶ କରିବା ସହ ଓଡ଼ିଶା ରାଜ୍ୟ ଜଣେ
Read More...

ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମାଁ ରାମାୟଣାମ୍ମା ମନ୍ଦିର ପୂଜା କମିଟୀ ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରର ଅଧିଷ୍ଠାତ୍ରୀ ଦେବୀ ମାଁ ରାମାୟଣାମ୍ମା ମନ୍ଦିର କମିଟୀର ବୈଠକ ସଭାପତି ଭି. ତ୍ରିନାଥ ରାଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ମନ୍ଦିରରେ ଦେବୀଙ୍କ ଦୂର୍ଗା ନବରାତ୍ର ପୂଜା ନେଇ ବିସୃତ ଆଲୋଚନା ହୋଇଥିଲା । ୨୦୨୪ ମାଁ
Read More...

ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ ପକ୍ଷରୁ ଶୋକସଭା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କଳା ଓ କଳାକାର ହିତୈଷୀ ମହାମଞ୍ଚ ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ ତରଫରୁ ଏକ ଶୋକସଭା ସ୍ଥାନୀୟ ସୋରଳ ସ୍ଥିତ ସୁରେଶ ହସ୍ପିଟାଲ ସଭାକକ୍ଷ ଠାରେ ମହାସଂଘ ସଭାପତି ସୀମାନ୍ତ ନଟରାଜ ଡଃ. ତିରୁପତି ସାହୁଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଛତ୍ରପୁର ଜେଲରେ ପ୍ରେମ ପାଗଳ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଜେଲରେ ଜଣେ କଏଦୀ ବୁଧବାର ସକାଳେ ଆତ୍ମ ହତ୍ୟା ଉଦ୍ୟମ କରୁଥିବା ବେଳେ ଧରାପଡ଼ିଥିଲେ । କୌଣସି ଏକ ଧାରୁଆ ଅସ୍ତ୍ରରେ ନିଜ ତଣ୍ଟିରେ ନିଜେ ଆଘାତ କରି ଆହତ ହୋଇଥିଲେ, ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ
Read More...

ଛତ୍ରପୁର ବ୍ଳକସ୍ତରୀୟ ଏମ.ଜି.ଏନ.ଆର.ଇ.ଜି.ଏସ. ଜନଶୁଣାଣି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକସ୍ତରୀୟ ଏମ.ଜି.ଏନ.ଆର.ଇ.ଜି.ଏସ. ଜନଶୁଣାଣି ବୁଧବାର ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ଉପ ଜିଲ୍ଲାପାଳ ଦେବଦତ୍ତ ମହନ୍ତ ଯୋଗଦେଇ କାର୍ଯ୍ୟନିର୍ବାହ କରିଥିଲେ । ୨୦୨୩ ଅକ୍ଟୋବର ୧ ତାରିଖରୁ ୨୦୨୪ ମାର୍ଚ୍ଚ
Read More...

ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଆଜି ଚଢ଼ାଉ କରାଯାଇଛି । ଏକାକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଚାଲିଥିବା ନେଇ ଭିଜିଲାନ୍ସ ବିଭାଗ
Read More...

ଛତ୍ରପୁର ବିଇଓଙ୍କ କାର୍ଯ୍ୟାଳୟ ସ୍ଥାଣୁ ପାଲଟିଛି

ଦରମା ମିଳିବାରେ ବିଳମ୍ବ ନେଇ ଡିଇଓଙ୍କୁ ଭେଟିଲେ ଶିକ୍ଷକ ସଂଘ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନରେ ପ୍ରାୟତଃ ୬ ଶହ ଜଣ ବିଭିନ୍ନ ବର୍ଗର ଶିକ୍ଷକ,ଶିକ୍ଷୟିତ୍ରୀ ଅବସ୍ଥାପିତ ହୋଇଥିବା ଜଣାଯାଏ । ଏହି ସମସ୍ତ
Read More...

ଛତ୍ରପୁରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରତିଭା ଆବାସିକ ମହାବିଦ୍ୟାଳୟର ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପବିତ୍ର ନୂଆଁଖାଇ ଭେଟ୍‌ଘାଟ୍‌ ଅବସରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଛତ୍ରପୁରର ଅଗ୍ରଣୀ ପ୍ରତିଭା ଆବାସିକ ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ବେଶ୍ ଧୁମ୍‌ଧାମ୍‌ରେ ମନାଇଛନ୍ତି । ଅନୁଷ୍ଠାନରେ ଅଧ୍ୟୟନ ନିମନ୍ତେ ଚଳିତ ବର୍ଷ
Read More...

ସିଏମ୍ କିଷାନ୍ ଯୋଜନା ସହାୟତାର ଶୁଭାରମ୍ଭ

ପ୍ରତି ବ୍ଳକ୍‌ରେ ଗୋଟିଏ ଲେଖାଏଁ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ-ମୁଖ୍ୟମନ୍ତ୍ରୀଗଞ୍ଜାମ ଜିଲ୍ଲାରେ ୨ ଲକ୍ଷ ୫୭ ହଜାର ୬ ଶହ ୪୪ ଜଣ ହିତାଧିକାରୀ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହୋଇଛନ୍ତି ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପବିତ୍ର ନୂଆଁଖାଇ ଅବସରରେ ନୂଆ ସରକାରଙ୍କ ଦ୍ୱାରା ସିଏମ୍
Read More...

ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରିଲା ସୁଭଦ୍ରା ସଚେତନତା ରଥ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ସରକାରଙ୍କ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିବାକୁ ଓଡିଶା ସରକାର ଗାଇଡ୍ ଲାଇନ୍ ଜାରୀ କରିଛନ୍ତି । ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଶନିବାର ପବିତ୍ର ଗଣେଶ ପୂଜା ଅବସରରେ ଦିବା ୧୧ଟା ସମୟରେ ଗଞ୍ଜାମ ଜିଲ୍ଲା ପ୍ରଶାସନ
Read More...