ମା’ ରାମଚଣ୍ଡୀ ମନ୍ଦିର କମିଟି ପକ୍ଷରୁ ବିଶ୍ଵ ଶାନ୍ତି ମହାଯଜ୍ଞରେ ବାଗେଶ୍ୱର ବାବାଙ୍କୁ ଭବ୍ୟ ସମ୍ବର୍ଦ୍ଧନା
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ସ୍ଥିତ ବିବେକ ବିହାର ପଡିଆରେ ଆୟୋଜିତ ନବକୁଣ୍ଡିୟ ବିଶ୍ଵ ଶାନ୍ତି ମହାଯଜ୍ଞ ବର୍ଣ୍ଣାଢ଼୍ୟ ସମ୍ଭାରରେ ସମାହିତ ହୋଇଯାଇଛି । ପବିତ୍ର ମକର ସଂକ୍ରାନ୍ତି ପର୍ବରେ ଏହି ଯଜ୍ଞ ସମ୍ଭାର ପୂର୍ଣ୍ଣାହୁତି ହୋଇଯାଇଛି । ଉକ୍ତ ବିଶ୍ଵ ଶାନ୍ତି!-->…
Read More...
Read More...