Browsing Tag

bramhapur news

ସାଂପ୍ରତିକ ପରସ୍ଥିତିରେ ଖାଦ୍ୟ ସୁରକ୍ଷା ସହ ଜୈବିକ ଖାଦ୍ୟକୁ ପ୍ରାଧାନ୍ୟ ଦେବାର ସମୟ ଆସିଛି : ପଦ୍ମଶ୍ରୀ ସାବରମତି

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସାରା ବିଶ୍ୱରେ ଖାଦ୍ୟ ସଂକଟ ବଢିବାରେ ଲାଗିଥିବା ବେଳେ ଖାଦ୍ୟ ସୁରକ୍ଷା ତଥା ଜୈବିକ ଖାଦ୍ୟର ବ୍ୟବହାର ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି ପଦ୍ମଶ୍ରୀ ସାବରମତି । ଆଜି ଜାତୀୟ ସେବା ଯୋଜନା ପକ୍ଷରୁ ବ୍ରହ୍ମୁପୁର ବିଶ୍ୱବିଦ୍ୟାଳୟର ନୂତନ
Read More...

ସାମ୍ବାଦିକତା ଓ ଗଣ ଯୋଗାଯୋଗ ବିଭାଗର ବିଶ୍ୱ ବରିଷ୍ଠ ନାଗରିକ ସପ୍ତାହ, ଡିଜିଟାଲ ସାକ୍ଷରତା ଅଭିଯାନ ଓ ସଶକ୍ତିକରଣ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଶ୍ୱ ବରିଷ୍ଠ ନାଗରିକ ସପ୍ତାହକୁ ସ୍ମରଣୀୟ କରିବା ପାଇଁ ଏକ ହୃଦୟସ୍ପର୍ଶୀ ପଦକ୍ଷେପରେ ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ବିଭାଗ, ବୃଦ୍ଧମାନଙ୍କ ପାଇଁ ଏକ ଡିଜିଟାଲ ସାକ୍ଷରତା ଅଭିଯାନର ଆୟୋଜନ କରିଥିଲା । ଆଜି ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାତୀୟ ସେବା ଯୋଜନା ଦ୍ୱାରା ବୃକ୍ଷରୋପଣ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା ଦ୍ୱାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ତା-୨୪/୦୮/୨୦୨୪ ରିଖରେ ଅନୁଷ୍ଠିତ ହୋଇଯାଇଛି । ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ପଦ୍ମଶ୍ରୀ ଶାବରମତୀ ଏକ ଗଛ ଲଗାଇ ଶୁଭାରମ୍ଭ କରିଥିଲେ । ବିଶ୍ୱବିଦ୍ୟାଳୟର
Read More...

ସ୍ୱାଧୀନତା ସଂଗ୍ରାମୀ ଶହୀଦ ଶିବରାମ ରାଜଗୁରୁଙ୍କ ଜନ୍ମବାର୍ଷିକୀରେ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଓ ଔଷଧ ବଣ୍ଟନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସ୍ୱାଧୀନତା ସଂଗ୍ରାମୀ ଶହୀଦ ଶିବରାମ ରାଜଗୁରୁଙ୍କ ଜନ୍ମବାର୍ଷିକୀ ଅବସରରେ ଶନିବାର ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ବିପୁଲିଙ୍ଗି ଗ୍ରାମ ପଞ୍ଚାୟତର କରାତଳି ଗ୍ରାମରେ ଦିବ୍ୟଜୀବନ ସଂଘ ମା' ରାମଚଣ୍ଡୀ ଟ୍ରଷ୍ଟ ଓ ବିଜୁ ପଟ୍ଟନାୟକ ହୋମିଓପ୍ୟାଥିକ
Read More...

ରାଜ୍ୟ ଜନସ୍ୱାସ୍ଥ୍ୟ ଯାନ୍ତ୍ରିକ କର୍ମଚାରୀ ସଂଘର ସାଧାରଣ ସଭା ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟ ଜନସ୍ୱାସ୍ଥ୍ୟ ଯାନ୍ତ୍ରିକ କର୍ମଚାରୀ ସଂଘର ଯାନ୍ତ୍ରିକ ଭବନ ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ୍ ସେକ୍ସନ ଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ରାଜ୍ୟ ସଭାପତି ପ୍ରଶାନ୍ତ କୁମାର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ସଭାରେ
Read More...

୧୨୦ କିଲୋ ଗଞ୍ଜେଇ ଜବତ : ୩ ଗିରଫ

ବ୍ରହ୍ମପୁର : ଗଜପତିରୁ ବ୍ରହ୍ମପୁର ବେଆଇନ ଭାବେ ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ଗୁଇନ୍ଦା ବିଭାଗ । ଗୋପାଳପୁର ଥାନା ଅନ୍ତର୍ଗତ ସାନକୁଶସ୍ଥଳୀ ଗ୍ରାମ ନିକଟରୁ ଗୋଟିଏ କାର୍ ଓ ବାଇକ୍‌ରୁ ୧୨୦କିଲୋ ଗଞ୍ଜେଇ ଜବତ ହୋଇଛି । ଗଞ୍ଜେଇ ଚାଲାଣ ଅଭିଯୋଗରେ ୩ ଜଣ ଗିରଫ । ସୂଚନାନୁଯାୟୀ,
Read More...

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ଜାତୀୟ ମହାକାଶ ଦିବସ-୨୦୨୪ ଅବସରରେ କର୍ମଶାଳା ଆୟୋଜିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ଜାତୀୟ ମହାକାଶ ଦିବସ ୨୦୨୪ ଅବସରରେ କର୍ମଶାଳା ଶୁକ୍ରବାର ଆୟୋଜିତ ହେଇଯାଇଛି । 'ଚନ୍ଦ୍ରର ସ୍ପର୍ଶ ହିଁ ଜୀବନର ସ୍ପର୍ଶ-ଭାରତର ମହାକାଶ ଗାଥା’ ସ୍ଲୋଗାନକୁ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ନିକଟରେ
Read More...

ଡି.ଏମ୍‌. ଭି. ଭି. ଭାରତୀୟ ମହିଳା ଶକ୍ତି ଫାଉଣ୍ଡେସନ୍‌ ଗଞ୍ଜାମ ଜିଲ୍ଲା ଶାଖା ଉଦ୍‌ଘାଟନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲାର ଗ୍ରାମାଞ୍ଚଳ ମହିଳା ମାନଙ୍କୁ ରୋଜଗାର କ୍ଷମ କରିବା ପାଇଁ ଡି. ଏମ୍‌. ଭି. ଭି. ଭାରତୀୟ ମହିଳା ଶକ୍ତି ଫାଓଣ୍ଡେସନ୍‌ ପକ୍ଷରୁ ଶୁକ୍ରବାର ଗଞ୍ଜାମ ଜିଲ୍ଲାସ୍ତରୀୟ କାର୍ଯ୍ୟାଳୟ ଛତ୍ରପୁର ସ୍ଥିତ ପଟ୍ଟନାୟକ କଲୋନୀ ଠାରେ ଉଦ୍‌ଘାଟନ
Read More...

ଗଞ୍ଜାମ ଜିଲ୍ଲାର ପାତ୍ରପୁର ବ୍ଲକରେ ପି.ଏମ୍. ଜନମନ୍ ଯୋଜନା ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ – ଜିଲ୍ଲାପାଳ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରଧାନମନ୍ତ୍ରୀ ଜନମନ୍ ଯୋଜନାରେ ଗଞ୍ଜାମ ଜିଲ୍ଲାର ପାତ୍ରପୁର ବ୍ଲକ ଅନ୍ତର୍ଭୁକ୍ତ କରାଯାଇଛି । ପାତ୍ରପୁର ବ୍ଲକର ଆଦିବାସୀ ଅଧୂଷିତ ଅଞ୍ଚଳ ଯଥା - ତୁମ୍ବା, ବୁରାତାଲ, ଆଙ୍କୁଲି ଆଦି ତିନୋଟି ଗ୍ରାମ ପଞ୍ଚାୟତର ୧୨୨ଟି ଗାଁରେ ଖୁବ୍‌ଶୀଘ୍ର
Read More...

ରାଜ୍ୟରେ ଥିବା ୧୨୭ଟି ସହରାଞ୍ଚଳ ସ୍ଵାସ୍ଥ୍ୟ-ଆରୋଗ୍ୟ କେନ୍ଦ୍ର ଗୁଡିକ ଏବେ ସଙ୍କଟାପନ୍ନ ଅବସ୍ଥାରେ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟରେ ଥିବା ୧୨୭ଟି ସହରାଞ୍ଚଳରେ ଅବସ୍ଥାପିତ ସ୍ଵାସ୍ଥ୍ୟ-ଆରୋଗ୍ୟ କେନ୍ଦ୍ର ଗୁଡିକ ଏବେ ସଙ୍କଟାପନ୍ନ ଅବସ୍ଥାରେ ଚାଲିଛି । ପୂର୍ବ ସରକାରଙ୍କ ସମୟରେ ସହରାଞ୍ଚଳର ଲୋକମାନଙ୍କ ଉଦ୍ଦେଶ୍ୟରେ ଉନ୍ନତ ସ୍ଵାସ୍ଥ୍ୟ ସେବା ଯୋଗାଇ ଦିଆଯିବା ନିମନ୍ତେ
Read More...