Browsing Tag

bramhapur news

ଆଡ଼ପଡ଼ାରେ ଚାଷୀ ସମାବେଶ : ଧାନ ବିକ୍ରି ପଞ୍ଜିକରଣ ପାଇଁ ଭାଗଚାଷୀଙ୍କ ଅଧିକାର ଛଡ଼ାଇ ନେଇଛନ୍ତି ସରକାର

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଧାନ ବିକ୍ରି ପଞ୍ଜିକରଣ ପାଇଁ ଭାଗଚାଷୀଙ୍କ ଅଧିକାର ଛଡ଼ାଇ ନେଇଛନ୍ତି ସରକାର । ଗତବର୍ଷ ଜମି ପଞ୍ଜିକରଣ ବେଳେ ଯେଉଁ ଜମି ମାଲିକମାନେ ଅନୁମତି ପତ୍ର ଦାଖଲ କରି ଭାଗଚାଷୀ ପଞ୍ଜିକୃତ ହେଉଥିଲେ ଚଳିତ ବର୍ଷ ସେ ଅଧିକାରରୁ ଭାଗଚାଷୀ ବଂଚିତ ହୋଇଛନ୍ତି ।…
Read More...

ପଲ୍ଲିଶ୍ରୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକରେ ପରିବେଶ ସୁରକ୍ଷା ଦୃଷ୍ଟିରୁ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଭୁବନେଶ୍ୱର ସ୍ଥିତ ପଲ୍ଲିଶ୍ରୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ କେ.ଏନ୍.ସି.ଏଫ୍. ଓ ଆର.ସି.ଜେ. ଜାପାନର ସହଯୋଗରେ ବୃକ୍ଷରୋପଣ ତଥା ସବୁଜ ବନାନୀ…
Read More...

ପ୍ରତିଭା ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଏକମାତ୍ର ଅଗ୍ରଣୀ ପ୍ରତିଭା ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରେ ଅବସ୍ଥିତ ଏହି ନିର୍ଭର ଯୋଗ୍ୟ…
Read More...

ପୂର୍ବତନ ଛତ୍ରପୁର ବ୍ଳକ୍ ଅଧ୍ୟକ୍ଷ ସ୍ୱର୍ଗତ ପ୍ରଫୁଲ୍ଲ ନାୟକଙ୍କ ୨୪ ତମ ଶ୍ରାଦ୍ଧ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଗୋବିନ୍ଦପୁର ଉଚ୍ଚ ବିଦ୍ୟାଳୟ ପରିସରରେ ବୁଧବାର ପୂର୍ବତନ ବ୍ଲକ ଅଧ୍ୟକ୍ଷ ସ୍ୱର୍ଗତ ପ୍ରଫୁଲ୍ଲ ନାୟକଙ୍କ ୨୪ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ସମ୍ମାନିତ…
Read More...

ନୂଆ ଗୋଳାବନ୍ଧ ଓ ଛେଳିଗଡ଼ ପ୍ରକଳ୍ପ ବିସ୍ଥାପିତଙ୍କୁ ସ୍ୱତନ୍ତ୍ର ପ୍ୟାକେଜ୍ ଓ ପଟ୍ଟା ବଣ୍ଟନ ପାଇଁ ମୁଖ୍ୟମନ୍ତ୍ରୀଙ୍କ…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ​ନୂଆ ଗୋଳାବନ୍ଧ ଓ ଛେଳିଗଡ଼ ପ୍ରକଳ୍ପ ବିସ୍ଥାପିତଙ୍କୁ ଆର୍‌ଏଣ୍ଡଆର୍ ପ୍ୟାକେଜ୍ ଓ ପଟ୍ଟା ବଣ୍ଟନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ଗସ୍ତକୁ ସାଂସଦ ଡ. ପ୍ରଦୀପ ପାଣିଗ୍ରାହୀଙ୍କ ସ୍ୱାଗତ; ସେନା ଓ ଜନସାଧାରଣଙ୍କ ମଧ୍ୟରେ ଥିବା ଜମି ସମସ୍ୟାର…
Read More...

ଗାରିମା ଆୱାର୍ଡରେ ସମ୍ମାନିତ ହେଲା ଛତ୍ରପୁର ମ୍ୟୁନିସିପାଲିଟି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟସ୍ତରୀୟ ଉତ୍ସବରେ ଗାରିମା ଆୱାର୍ଡରେ ସମ୍ମାନିତ ହୋଇଛି ଛତ୍ରପୁର ମୁନିସିପାଲିଟି, ଏନେଇ ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସହରରେ ଉତ୍ସାହ ଓ ଉଦ୍ଦୀପନା ଦେଖିବାକୁ ମିଳିଛି । ଛତ୍ରପୁର ପୌର ପରିଷଦ କାର୍ଯ୍ୟାଳୟରେ ମୁଖ୍ୟ ନିର୍ବାହୀ…
Read More...

ଗଞ୍ଜାମ ଜିଲ୍ଲାର ଶେରଗଡ଼ ବ୍ଲକରେ ଆର୍ଥିକ ସାକ୍ଷରତା ଓ ସାଇବର ସୁରକ୍ଷା କର୍ମଶାଳା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ଶେରଗଡ଼ ବ୍ଲକରେ ଆର୍ଥିକ ସାକ୍ଷରତା, ଡିଜିଟାଲ ନିର୍ଯ୍ୟାତନା ଓ ସାଇବର ସୁରକ୍ଷା ସମ୍ପର୍କିତ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା କ୍ଷୁଦ୍ର ସଞ୍ଚୟ ଅଧିକାରୀ ସୁଦାମ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ…
Read More...

ଗଞ୍ଜାମ ବ୍ଲକ କାର୍ଯ୍ୟାଳୟରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି ସମାହିତ

୧୫୫ଟି ଅଭିଯୋଗର ଶୁଣାଣି କରି ୧୦ ଜଣଙ୍କୁ ରାସନକାର୍ଡ ଏବଂ ୧୪ ଜଣଙ୍କୁ ନୂଆ ପେନସନକାର୍ଡ ଯୋଜନାର ସୁବିଧା ପ୍ରଦାନ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ସହରର ଗଞ୍ଜାମ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର…
Read More...

“ସେଣ୍ଟର ଫର୍ ଇନୋଭେସନ୍ ଆଣ୍ଡ ସୋସିଆଲ୍ ଡେଭଲପମେଣ୍ଟ୍” ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ‘ସେଣ୍ଟର ଫର୍ ଇନୋଭେସନ୍ ଆଣ୍ଡ ସୋସିଆଲ୍ ଡେଭଲପମେଣ୍ଟ୍’ (ସି.ଆଇ.ଏସ.ଡି.) ପକ୍ଷରୁ କଟକର କୁଆଖାଇ ନଦୀର ତଟ, ଉତ୍ତମପୁର, କଟକ-୧୧ ଠାରେ ଏକ ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ…
Read More...

ମାଙ୍କଡ଼ ମାନଙ୍କର ଉପଦ୍ରବରେ ଛାତ ଉପରୁ ପଡ଼ି ଯୁବତୀ ଜଣକ ଗୁରୁତର : ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରାଞ୍ଚଳରେ ମାଙ୍କଡ଼ ମାନଙ୍କର ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି ।ଗଞ୍ଜାମ ଜିଲ୍ଲା ପ୍ରଶାସନକୁ ବହୁ ବାର ଜନସାଧାରଣଙ୍କର ଦାବୀ ହୋଇ ଆସିଥିବା ବେଳେ ଗଞ୍ଜାମ ଜିଲ୍ଲା ପ୍ରଶାସନ ଏଦିଗରେ କୌଣସି ପଦକ୍ଷେପ ଗ୍ରହଣ କରିନଥିବା ଅବା…
Read More...