Browsing Tag

bramhapur news

ଓଡ଼ିଆ ଅସ୍ମିତାର ବାର୍ତ୍ତାବହ ‘ନବୀନ’ : କବି ଡ. ପ୍ରସନ୍ନ ପାଟ୍ଟଶାଣୀ

'ନବୀନ'ର ପ୍ରତିଷ୍ଠାତା ମହୁରୀ ରାଜା କୃପାସିନ୍ଧୁ ନରେନ୍ଦ୍ର ଦେବ ସ୍ମୃତି ସମ୍ମାନ ପ୍ରଦାନ ଉତ୍ସବ ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଓଡ଼ିଶାର ସର୍ବପୁରାତନ ସମ୍ବାଦପତ୍ର 'ନବୀନ' ଓଡ଼ିଆ ଅସ୍ମିତାର ବାର୍ତ୍ତାବହ ବୋଲି ପୂର୍ବତନ ସାଂସଦ ତଥା ଓଡ଼ିଶାର ବିଶିଷ୍ଟ କବି ଡ. ପ୍ରସନ୍ନ ପାଟ୍ଟଶାଣୀ
Read More...

ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରରେ ଭାରତ ବନ୍ଦ ଡାକରା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସୁପ୍ରିମ କୋର୍ଟଙ୍କ ନିଷ୍ପତିକୁ ବିରୋଧ କରି ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରରେ ଆଦିବାସୀ ଓ ହରିଜନ ସୁରକ୍ଷା ସଂଘ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଆମ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ସୁପ୍ରିମ କୋର୍ଟରେ
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଆୟୋଜିତ ‘ଡିଜିଟାଲ ଯୁଗରେ ଫଟୋ ସାମ୍ବାଦିକତା’ର ଭୂମିକା ଉପରେ ୱେବିନାର୍‌…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଶ୍ୱ ଫଟୋଗ୍ରାଫି ଦିବସ ପାଳନ ଅବସରରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ବିଭାଗ ପକ୍ଷରୁ 'ଡିଜିଟାଲ ଯୁଗରେ ଫଟୋ ସାମ୍ବାଦିକତା'ର ଭୂମିକା ପ୍ରସଙ୍ଗରେ ଏକ ୱେବିନାର୍‌ ମାଧ୍ୟମରେ ଆଲୋଚନାଚକ୍ର ହୋଇଥିଲା ।
Read More...

ଗଞ୍ଜାମ ଜିଲ୍ଲାର ଚିକିଟି ଅଞ୍ଚଳରେ ମଦ ମୃତ୍ୟୁ ମାମଲା ରାଜରାସ୍ତା ତେଜିଲା ଆନ୍ଦୋଳନ

ରାଜରାସ୍ତାରେ ପରିବାର ଓ ଗ୍ରାମବାସୀ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଚିକିଟି ପେଣ୍ଠ ଅଞ୍ଚଳରେ ବିଷାକ୍ତ ମଦ ପିଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨୩ ଜଣରୁ ଅଧିକ ଲୋକ ଅସୁସ୍ଥ ହୋଇଥିବାର ଜଣାପଡିଛି । ତନ୍ମଧ୍ୟରୁ ୧୬ ଜଣ ଗୁରୁତର ହୋଇ ବ୍ରହ୍ମପୁର ବଡ଼
Read More...

ଓଡ଼ିଶାର ପ୍ରତିଷ୍ଠିତ ନିୟୁଜ ଏଜେନ୍ସି ଇପିଏର ପ୍ରତିଷ୍ଠାତା ଅନୀଲ ମିଶ୍ରଙ୍କ ପରଲୋକ

ଆଜି ସ୍ୱର୍ଗଦ୍ଵାରରେ ତାଙ୍କ ଅନ୍ତେଷ୍ଟି-କ୍ରିୟା ସମ୍ପନ୍ନ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭୁବନେଶ୍ୱରରୁ ପ୍ରକାଶ ପାଇ ଆସୁଥିବା ସାପ୍ତାହିକ ସମ୍ବାଦ ପତ୍ର ଇପିଏ ୱିକଲିର ମୁଖ୍ୟ ସମ୍ପାଦକ ଅନୀଲ ମିଶ୍ରଙ୍କ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘଦିନ ଧରି
Read More...

ବରିଷ୍ଠ ନାଗରିକ ମଞ୍ଚ ତରଫରୁ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଅବସରରେ ବରିଷ୍ଠ ନାଗରିକ ମଞ୍ଚ ତରଫରୁ କେରାଣ୍ଡିତୋଳା ନାରାୟଣପୁର ଗ୍ରାମରେ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ମଞ୍ଚର ସଭାପତି ନରହରି ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଟାଙ୍ଗଣାପଲ୍ଲୀ
Read More...

ଛତ୍ରପୁରରେ ଭାରତ ରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ୮୦ତମ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର କଂଗ୍ରେସ କମିଟି ପକ୍ଷରୁ ଭାରତ ରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ୮୦ତମ ଜନ୍ମ ଜୟନ୍ତୀ ଦିବସ ମଙ୍ଗଳବାର ପୂର୍ବାହ୍ନରେ ଅପର୍-ବସ୍‌ଷ୍ଟାଣ୍ଡ ସ୍ଥିତ ତାଙ୍କରି ପ୍ରତିମୂର୍ତ୍ତି ସ୍ଥଳରେ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ବରିଷ୍ଠ
Read More...

ଇପିଏ ୱିକ୍ଲି ସମ୍ପାଦକଙ୍କ ବିୟୋଗରେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘର ଶୋକ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଇଷ୍ଟର୍ଣ୍ଣ ପ୍ରେସ୍‌ ଏଜେନ୍ସିର ପ୍ରତିଷ୍ଠାତା ତଥା ଭୁବନେଶ୍ୱରରୁ ପ୍ରକାଶ ପାଉଥିବା ଇପିଏ ୱିକ୍ଲିର ମୁଖ୍ୟ ସମ୍ପାଦକ ଅନୀଲ ପ୍ରସାଦ ମିଶ୍ରଙ୍କ ବିୟୋଗରେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ସଭାପତି ରବି ରଥ ଗଭୀର ଶୋକ ପ୍ରକାଶ କରିବା ସହ
Read More...

କ୍ରାନ୍ତି, ବ୍ରହ୍ମପୁର ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ‘ମା’ ତୁଝେ ସାଲାମ୍‌ – ୨୦୨୪ରେ ଆହ୍ୱାନ

'ଆମେ ଏକତ୍ରିତ ହୋଇ କର୍କଟ ରୋଗରୁ ସ୍ଵାଧୀନତା ପାଇଁ ସଂଗ୍ରାମ ଜାରି ରଖିବୁ' ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ୭୮ତମ ସ୍ଵାଧୀନତା ଦିବସ ଅବସରରେ ସ୍ଥାନୀୟ ହିଲ୍‌ପାଟଣା ସ୍ଥିତ ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ପରିସରରେ ରଙ୍ଗାରଙ୍ଗ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ
Read More...

ବ୍ରହ୍ମାକୁମାରୀ ସଂସ୍ଥାନରେ ନିଆରା ରାକ୍ଷୀ ପୂର୍ଣ୍ଣିମା ସମାହିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ଵବିଦ୍ୟାଳୟ ଛତ୍ରପୁର ଶାଖା ପରିସରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଏକ ନିଆରା ଧର୍ମୀ ପ୍ରଥାରେ ଭଉଣୀମାନେ ଭାଇମାନଙ୍କୁ ରାକ୍ଷୀ ବାନ୍ଧି ଭାଇଙ୍କର ଶୁଭ ମନାସୀଛନ୍ତି । ଈଶ୍ୱରୀୟ ଭାବନା ନେଇ ସମସ୍ତ
Read More...