Browsing Tag

bramhapur news

ହିଞ୍ଜିଳି ବ୍ଲକ ଦାରୁଭଦ୍ରା ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଳା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ଦାରୁଭଦ୍ରା ପଞ୍ଚାୟତ ସରପଞ୍ଚ ବିକାଶ ସେଠୀଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ ନିଜ ପଞ୍ଚାୟତର ୱାର୍ଡ ସଭ୍ୟ ଗଣ । ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟ ଏବଂ ଏକଛତ୍ରବାଦକୁ ନେଇ ୱାର୍ଡ ସଭ୍ୟସଭ୍ୟାଙ୍କ
Read More...

ବିଜେପି ଗଞ୍ଜାମ ଜିଲ୍ଲା-ସଭାପତି ଡା. ସୁବାଷ ଚନ୍ଦ୍ର ସାହୁଙ୍କ ଇସ୍ତଫା ପତ୍ର ପ୍ରଦାନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଜେପି ଗଞ୍ଜାମ ଜିଲ୍ଲା-ସଭାପତି ଡା. ସୁବାଷ ଚନ୍ଦ୍ର ସାହୁ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି । ସେ ଦଳୀୟ ହାଇକମାଣ୍ଡଙ୍କୁ ତାଙ୍କରି ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ବୋଲି ଜଣାଯାଏ । ଶ୍ରୀ ସାହୁ ଦୀର୍ଘ ଦିନ ଧରି ଗଞ୍ଜାମ ଜିଲ୍ଲାରେ ବିଜେପି
Read More...

ଛତ୍ରପୁରରେ ସୁଭଦ୍ରା ଯୋଜନାର ଲୋକାର୍ପଣ ଉତ୍ସବ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରେ ସୁଭଦ୍ରା ଯୋଜନାର ଲୋକାର୍ପଣ ଉତ୍ସବ ଅଗଣିତ ଦର୍ଶକଙ୍କ ଉଦ୍ଦେଶ୍ୟରେ ବ୍ୟବସ୍ଥିତ କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଥିଲା । ମଙ୍ଗଳବାର ଜସ୍ଵସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ଭୁବନେଶ୍ୱର
Read More...

ଆକ୍ସନ ମୋଡ଼ରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ

ପୂର୍ତ୍ତ ବିଭାଗ ନିର୍ମାଣାଧୀନ ରାସ୍ତା କାର୍ଯ୍ୟର କ୍ୱାଲିଟି ଯାଞ୍ଚ କଲେ ବିଧାୟକ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆକ୍ସନ ମୋଡ଼ରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ । ପୂର୍ତ୍ତ ବିଭାଗର ରାସ୍ତା କାମ ତଦାରଖ କରିବା ସହ ବ୍ୟାପକ ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା
Read More...

ଛତ୍ରପୁର ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟରେ ବିଶ୍ଵକର୍ମା ପୂଜା ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ବିଦ୍ୟୁତ୍‌ ବିଭାଗ ଉପଖଣ୍ଡ କାର୍ଯ୍ୟାଳୟ ପରିସରରେ ଆୟୋଜିତ ପୂଜା ମଣ୍ଡପରେ ପବିତ୍ର ବିଶ୍ଵକର୍ମା ପୂଜା ଯଥାରୀତିରେ ବିଧିବଦ୍ଧ ଭାବେ ବିଗତ ବର୍ଷ ମାନଙ୍କ ପରି ଚଳିତ ବର୍ଷ ମଧ୍ୟ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି ।
Read More...

ତପ୍ତପାଣି ଘାଟିରେ ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ : ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସୋମବାର ଭୋରୁ ଗଜପତି ଜିଲ୍ଲାରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ପଦ୍ମାଳୟା ନାମକ ଏକ ବସ କନ୍ଧୁଣୀ ଦେବୀଙ୍କ ନିକଟରେ ଗାଡି ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ ଗଛକୁ ଧକ୍କା ଦେଇଥିଲା । ଯାହାକି ପାଟପୁର ଥାନା ଅଧୀନସ୍ଥ ତପ୍ତପାଣି ଅଞ୍ଚଳର ମାଁ
Read More...

ମାଣ୍ଡିଆପଲ୍ଲୀ ସ୍ଥିତ ପ୍ରେମ୍‌ କାର୍ଯ୍ୟାଳୟରେ ହେପି ଓନାମ୍‌ ଦିବସ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ମାଣ୍ଡିଆପଲ୍ଲୀ ସ୍ଥିତ ପ୍ରେମ୍‌ କାର୍ଯ୍ୟାଳୟରେ ସମାଜରେ ମାନବିକତା, ସମତା ଓ ପ୍ରେମ ପ୍ରତିଷ୍ଠାର ପ୍ରତୀକ ସୁନିଆଙ୍କ ବାମନ ଜନ୍ମ ଓ ୧୪୩୨ ସାଲ ପ୍ରବେଶ ପାଳନ ଅବସରରେ ହେପି ଓନାମ୍‌ ଦିବସ ପାଳିତ ହୋଇଯାଇଛି । ପ୍ରେମର ସଭାପତି ଡ. ଜାକୋବ ଥୁଣ୍ଡିଲଙ୍କ
Read More...

ଆଇ.ଆର୍‌.ଇ.ଏଲ୍. (ଇଣ୍ଡିଆ) ପ୍ଲାଣ୍ଟରେ ସ୍ଥାୟୀ ନିଯୁକ୍ତି, ସଂରକ୍ଷଣ ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ବ୍ରହ୍ମପୁର, (କେ ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଉପକଣ୍ଠରେ ଥିବା ଆଇ.ଆର୍‌.ଇ.ଏଲ୍.(ଇଣ୍ଡିଆ) ପ୍ଲାଣ୍ଟରେ ସ୍ଥାୟୀ ନିଯୁକ୍ତି ଏବଂ ସଂରକ୍ଷଣ ତଥା ଅନ୍ୟାନ୍ୟ ଆନୁସଙ୍ଗିକ ଦାବି ପ୍ରସଙ୍ଗରେ ଏକ ସ୍ମାରକପତ୍ର ରବିବାର ବ୍ରହ୍ମପୁର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ
Read More...

ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଛତ୍ରପୁର ଶାଖା ପକ୍ଷରୁ ଏକାଦଶ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଛତ୍ରପୁର ଶାଖା ପକ୍ଷରୁ ଏକାଦଶ ବାର୍ଷିକ ସମ୍ମିଳନୀ ରବିବାର ଛତ୍ରପୁର ସ୍ଥିତ ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟର ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ନରସିଂହ
Read More...

ବ୍ରହ୍ମପୁର ଠାରୁ ଟାଟାନଗର ପର୍ଯ୍ୟନ୍ତ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ୪ ନମ୍ବର ପ୍ଲାଟଫର୍ମ ଠାରେ ବ୍ରହ୍ମପୁର ଠାରୁ ଟାଟାନଗର ପର୍ଯ୍ୟନ୍ତ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭିଡିଓ କନଫ୍ରେସ ମାଧ୍ୟମରେ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କର କମଳରେ
Read More...