Browsing Tag

bramhapur news

ପୁରୀ ରଥଯାତ୍ରାରେ ଗଞ୍ଜାମ ଟିମ୍‌ଙ୍କ ସ୍ୱେଚ୍ଛାସେବୀ କାର୍ଯ୍ୟରେ ମୁଖ୍ୟ ଶାସନ ସଚିବଙ୍କ ଭୂୟସୀ ପ୍ରଶଂସା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଚଳିତ ବର୍ଷର ଦୁଇଦିନର ରଥଯାତ୍ରାରେ ଦେଖିବାକୁ ମିଳିଥିଲା ଅଗଣିତ ଭକ୍ତଙ୍କର ଭିଡ଼ । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟ ଓ ରାଜ୍ୟ ବାହାରରୁ ଦେଶ ଓ ଦେଶ ବାହାରରୁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିଲା । ଏଥିପାଇଁ ପ୍ରତିବର୍ଷ ଓଡ଼ିଶାର
Read More...

ବନବିଭାଗ ପକ୍ଷରୁ ଗୋପାଳପୁର ଓ କରାପଲ୍ଲୀ ଠାରେ ବିଟ୍-ହାଉସ୍‌ ଉଦ୍‌ଘାଟିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବନଖଣ୍ଡ ଅଧୀନରେ ଥିବା ଗୋପାଳପୁର ଓ କରାପଲ୍ଲୀ ଠାରେ ବନବିଭାଗର ବିଟ୍-ହାଉସ୍‌ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି । ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ-ସଂରକ୍ଷକ ଡା. ସଞ୍ଜୟ ସ୍ୱାଇଁ ମୁଖ୍ୟଅତିଥି ଭାବେ ଯୋଗଦେଇ ଉକ୍ତ
Read More...

ଐତିହାସିକ ରାଜଧର୍ମ ପରମ୍ପରା ସମ୍ପନ୍ନ ଛତ୍ରପୁରର ନିଆରା ରଥଯାତ୍ରା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଐତିହାସିକ ରାଜଧର୍ମ ପରମ୍ପରା ଅକ୍ଷୁର୍ଣ୍ଣ ରହିଥିବା ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ରଥଯାତ୍ରା ବର୍ଣ୍ଣାଢ଼୍ୟ ସମାରୋହରେ ସମାହିତ ହୋଇଯାଇଛି । ପ୍ରକାଶ ଥାଉକି, ଯେ' ଛତ୍ରପୁର ତାଡେପଲ୍ଲୀ ସାହିସ୍ଥ ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ
Read More...

ଛତ୍ରପୁର ବିଜେପି କାର୍ଯ୍ୟାଳୟରେ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କର ୧୨୫ତମ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବିଜେପି କାର୍ଯ୍ୟାଳୟରେ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କର ୧୨୫ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏଥିରେ ବରିଷ୍ଠ ଆଇନଜୀବୀ ନରସିଂହ ପାଢୀ ସଭାପତିତ୍ୱ କରିଥିଲେ ଓ ମୁଖ୍ୟବକ୍ତା ଭାବେ ପ୍ରଦୀପ କୁମାର ପାଢୀ ଯୋଗଦେଇ ଡ. ମୁଖାର୍ଜୀଙ୍କ
Read More...

ରାଜଯୋଗୀନି ବ୍ରହ୍ମା କୁମାରୀ ବିଜୟଲକ୍ଷ୍ମୀଙ୍କ ୩୮ତମ ଜନ୍ମଦିନ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ କେନ୍ଦ୍ର ସଞ୍ଚାଳିକା ରାଜଯୋଗୀନି ବ୍ରହ୍ମା କୁମାରୀ ବିଜୟଲକ୍ଷ୍ମୀ ଭଉଣୀଙ୍କ ୩୮ ତମ ଜନ୍ମଦିନ ଆଶ୍ରମ ପରିସରରେ ଶନିବାର ପାଳିତ ହୋଇଯାଇଛି ।
Read More...

ବାରମ୍ଵାର ଅଭିଯୋଗ ସତ୍ତ୍ୱେ ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ ବେଆଇନ୍ ମଦ ଚୋରା କାରବାର ଓ ଦୁର୍ନୀତି ହଟୁନି

କାର୍ଯ୍ୟାନୁଷ୍ଠାନ ନହେଲେ ଜନ ଆନ୍ଦୋଳନ ହେବ ବୋଲି କାର୍ଯ୍ୟକର୍ତ୍ତା ଗଣ କ୍ଷୋଭର ସହ କହିଛନ୍ତି ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ ବେଆଇନ୍ ମଦ ଚୋରା କାରବାର ଓ ଦୁର୍ନୀତିର ହଟୁନି ବାରମ୍ଵାର ପ୍ରଶାସନକୁ ଅଭିଯୋଗ କରିବା
Read More...

ସାହାରା ଜମାକାରୀ ମଞ୍ଚର ରାଜ୍ୟସ୍ତରୀୟ ସମାବେଶ

ସାହାରା ଇଣ୍ଡିଆ ଓଡ଼ିଶାର ୨୦ ଲକ୍ଷ ଜମା କର୍ତ୍ତା, ଏଜେଣ୍ଟଙ୍କ ଠାରୁ ନେଇଥିବା ୨୦ ହଜାର କୋଟି ଫେରସ୍ତ ପାଇଁ ଆନ୍ଦୋଳନ ଜରୁରୀ : ରବି ରଥ ବ୍ରହ୍ମପୁର, (କେପିଏନ୍‌ଏସ୍‌) : ସାହାରା ଇଣ୍ଡିଆ କମ୍ପାନୀ ରାଜ୍ୟର ୨୦ ଲକ୍ଷ ଜମା କର୍ତ୍ତା ଓ ଏଜେଣ୍ଟଙ୍କଠାରୁ ସଂଗ୍ରହ କରି ନେଇଥିବା ପ୍ରାୟ ୨୦
Read More...

ଗଞ୍ଜାମ ଜିଲ୍ଲାରେ ପାଳିତ ହେଉଥିବା ରଥଯାତ୍ରା ସମ୍ପର୍କିତ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଗତବର୍ଷମାନଙ୍କ ପରି ଚଳିତ ବର୍ଷ ମଧ୍ୟ ଗଞ୍ଜାମ ଜିଲ୍ଲାରେ ପାଳିତ ହୋଇ ଆସୁଥିବା ରଥଯାତ୍ରା କିପରି ଶୃଙ୍ଖଳିତ ଭାବେ ପରିଚାଳିତ ହେବ ସେ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ରଥଯାତ୍ରା
Read More...

‘ମାଁ ପାଇଁ ଗଛଟିଏ’ ଆହ୍ୱାନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସବୁଜ ବନାନୀ, କୃତ୍ରିମ ଜଙ୍ଗଲ ସୃଷ୍ଟି କରି ମୁକ୍ତ,ସୁସ୍ଥ ପରିବେଶ ଗଠନ କରିବାପାଇଁ ଛତ୍ରପୁର ଜେଲ୍ ରୋଡ଼ ଅଞ୍ଚଳରେ ବୃକ୍ଷରୋପଣ କାର୍ଯ୍ୟ କରାଯାଇ ଏକ ନିଆରା ସଚେତନତା ସୃଷ୍ଟି କରାଯାଇଛି । ଲୋକଟିଏ ଗଛଟିଏ, 'ମାଁ ପାଇଁ ଗଛଟିଏ' ଆହ୍ୱାନ ଦିଆଯାଇଛି
Read More...

ଛତ୍ରପୁର ସହରାଞ୍ଚଳର ପୋଖରୀ ଗୁଡ଼ିକର ପୁନଃ-ରୁଦ୍ଧାର କାର୍ଯ୍ୟରେ ହରି-ଲୁଟ ଅଭିଯୋଗ

ଉଚ୍ଚସ୍ତରୀୟ ତଦନ୍ତ ହୋଇ ଏହାକୁ ପୂର୍ଣ୍ଣାଙ୍ଗ କରିବାକୁ ଦାବୀ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରାଞ୍ଚଳର ଚାରି ପାର୍ଶ୍ଵରେ ଥିବା ପୋଖରୀ ଗୁଡ଼ିକର ଖନନକାର୍ଯ୍ୟ ଏବେ ସୁଦ୍ଧା ସରିନାହିଁ । ସହରାଞ୍ଚଳର ପୋଖରୀ ଗୁଡ଼ିକର ପୁନଃ-ରୁଦ୍ଧାର କାର୍ଯ୍ୟରେ ହରି-ଲୁଟ
Read More...