Browsing Tag

bramhapur news

ସ୍ତ୍ରୀ, ପିଲାଙ୍କୁ ମାଡ଼ ମାରି ଅତ୍ୟାଚାର କରିବା ସାଂଗକୁ ଜୀବନରୁ ମାରି ଦେବାକୁ ଧମକ ଘଟଣାରେ ସ୍ଵାମୀ ଓ ପରିବାର…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଥାନା ଅନ୍ତର୍ଗତ କରଣ ସାହିର ତନ୍ମୟୀ ପଣ୍ଡା ତଥା ତାଙ୍କ ତିନି ପିଲାଙ୍କୁ ଅତ୍ୟାଚାର କରି ମାଡ଼ ମାରି ଲହୁଲୁହାଣ କରିବା ଏବଂ ଜୀବନରୁ ମାରିବାକୁ ଧମକ ଦେବା ମାମଲାର ଶୁଣାଣି କରି ଶୁକ୍ରବାର ଛତ୍ରପୁର କୋର୍ଟ ଏସ୍‌. ଡ଼ି. ଜେ. ଏମ୍.
Read More...

ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ତିନି ଦିବସୀୟ ଜାତୀୟ କର୍ମଶାଳା ଉଦ୍‌ଘାଟିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଯୋଗାଯୋଗର ପରିଧି ସଂପ୍ରତି ଜଣଙ୍କ ଠାରୁ ଗଣଙ୍କ ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି । ତେଣୁ ଏପରି ସମୟରେ ଯୋଗାଯୋଗ ବା କମ୍ୟୁନିକେସନ୍‌ର ଅତ୍ୟାଧୁନିକ ତଥା ବିକଶିତ ରୂପ ସଂପର୍କରେ ବିଶେଷ ଆଲୋଚନା କରିବା ପାଇଁ ସରକାରୀ ବିଜ୍ଞାନ
Read More...

ପୋଡ଼ାପଦର ଗ୍ରାମରେ ଗ୍ରାମୀଣ ପାଠାଗାର ଉଦ୍‌ଘାଟିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଡ଼ାପଦର ଗ୍ରାମପଞ୍ଚାୟତ ଅଧିନସ୍ଥିତର ପୋଡ଼ାପଦର ଗ୍ରାମରେ ବହୁ ଉତ୍ସାହୀ ଯୁବକଙ୍କ ଉଦ୍ୟମରେ ଗତ ଶନିବାର ଏକ ପାଠାଗାର ସ୍ଥାନୀୟ ସରପଞ୍ଚ ସୁଜାତା ଦାସଙ୍କ ଦ୍ଵାରା ଉଦ୍‌ଘାଟିତ ହୋଇଯାଇଛି । ଯୁବ ସମାଜ ଆଜିକାଲି ବହି
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ବିଶ୍ୱ ନିଶା ନିବାରଣ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ଠାରେ ବିଶ୍ୱ ନିଶା ନିବାରଣ ଦିବସ ବୁଧବାର ପାଳିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପୂର୍ବାହ୍ନରେ ଏକ ବିରାଟ ସଚେତନତା ଶୋଭାଯାତ୍ରା ବାହାରି ଛତ୍ରପୁର ସହର
Read More...

ଚୈତନ୍ୟ ଦେବୀ ମଣ୍ଡପରେ ଚେତନ ଲୀଳା ଅଭିନୀତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ଵବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଛତ୍ରପୁର ଷ୍ଟାଡିୟମ୍ ପରିସରରେ ଚୈତନ୍ୟ ଦେବୀ ମଣ୍ଡପରେ ଚେତନ ଲୀଳା ଅଭିନୀତ କାର୍ଯ୍ୟକ୍ରମର ଆନୁଷ୍ଠାନିକ
Read More...

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ପାଠଚକ୍ର ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରସ୍ଥ ସରକାରୀ ବିଜ୍ଞାନ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗ ଉପରେ ଏକ ପାଠଚକ୍ର ଆୟୋଜିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଅଜୟ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ରସାୟନ
Read More...

ମା’ ରାମାୟଣାମ୍ମାଙ୍କ ଘଟଯାତ୍ରା ଉତ୍ସବମୁଖର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରର ଅଧିଷ୍ଠାତ୍ରୀ ଦେବୀ ମା' ରାମାୟଣାମ୍ମାଙ୍କ ପାରମ୍ପରୀକ ଠାକୁରାଣୀ ଯାତ୍ରା ଗତ ମେ' ମାସ ୨୭ ତାରିଖରେ ଆରମ୍ଭ ହୋଇଛି । ଏହି ଯାତ୍ରା ଆସନ୍ତା ୩୦ ତାରିଖରେ ଉଦ୍‌ଯାପିତ ହେବ ବୋଲି ଯାତ୍ରା କମିଟି ପକ୍ଷୁରୁ କୁହାଯାଇଛି । ମଙ୍ଗଳବାର
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ସୋମବାର ଦିନ ଗଞ୍ଜାମ ଜିଲ୍ଲା ପରିଷଦ ଋଷିକୁଲ୍ୟା ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ପ୍ରଦୀପ ପ୍ରଜ୍ଜଳନ କରି
Read More...

ମାତେଶ୍ୱରୀ ଜଗଦମ୍ବା ସରସ୍ଵତୀଙ୍କ ୫୯ତମ ସ୍ମୃତି ଦିବସ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ଵବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ କେନ୍ଦ୍ରରେ ମାତେଶ୍ୱରୀ ଜଗଦମ୍ବା ସରସ୍ଵତୀଙ୍କ ୫୯ତମ ସ୍ମୃତି ଦିବସ ମହାସମାରୋହରେ ସୋମବାର ପାଳିତ ହୋଇଯାଇଛି । ଏହି ଅବସରରେ ଛତ୍ରପୁର ଶାଖା ଶାନ୍ତି
Read More...

ଛତ୍ରପୁର ଷ୍ଟାଇଲ୍‌ବଜାର ପକ୍ଷରୁ ଶିଶୁ ପ୍ରତିଭା କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ମେନ୍ ରୋଡ଼ରେ ଅବସ୍ଥାପିତ ଷ୍ଟାଇଲ୍‌ବଜାର ଆନୁକୂଲ୍ୟରେ ଶନିବାର ଏକ ଶିଶୁ ପ୍ରତିଭା କାର୍ଯ୍ୟକ୍ରମ ଫେସିଅନ୍-ସୋ ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ସହରାଞ୍ଚଳର ପ୍ରାୟ ଶତାଧିକ ଶିଶୁ ଏହି ପ୍ରତିଭା କାର୍ଯ୍ୟକ୍ରମରେ ଯୋଗଦେଇ ନିଜ ନିଜର
Read More...