Browsing Tag

bramhapur news

ପୋଷ୍ଟାଲ ବ୍ୟାଲଟ୍ କାର୍ଯ୍ୟ ସମ୍ପାଦନ ନିମନ୍ତେ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସାଧାରଣ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ପୋଷ୍ଟାଲ୍‌ ବ୍ୟାଲଟ୍ ପରିଚାଳନା ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଦିବ୍ୟ ଜ୍ୟୋତି ପରିଡାଙ୍କ
Read More...

ବ୍ରହ୍ମପୁର ଲୋକସଭା ଓ ଅନ୍ୟ ବିଧାନସଭା କ୍ଷେତ୍ର ପରିସ୍ଥିତି ଅନୁଧ୍ୟାନ କଲେ କେନ୍ଦ୍ରୀୟ ସାଧାରଣ ପ୍ରଶାସନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ୨୦- ବ୍ରହ୍ମପୁର ଲୋକସଭା ନିମନ୍ତେ ନିଯୁକ୍ତ ଥିବା ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୌରଭ ଦୁବେ ଏବଂ ୧୩୫- ଚିକିଟି- ବିଧାନସଭା, ୧୩୩-ବ୍ରହ୍ମପୁର ବିଧାନସଭା, ୧୩୨- ଗୋପାଳପୁର ବିଧାନସଭା ଏବଂ ୧୨୭- ଛତ୍ରପୁର ବିଧାନସଭା ନିମନ୍ତେ ନିର୍ବାଚନ ଖର୍ଚ୍ଚ
Read More...

୧୯- ଆସ୍କା ଲୋକସଭା ଏବଂ ବିଧାନସଭା ପର୍ଯ୍ୟବେକ୍ଷକଙ୍କ ସମୀକ୍ଷା ବୈଠକ

ଜନସାଧାରଣ ଯେପରି ହଇରାଣ ହେବେ ନାହିଁ ସେଥିପ୍ରତି ଦୃଷ୍ଟିଦେବାକୁ ପର୍ଯ୍ୟବେକ୍ଷକଙ୍କ ଉପଦେଶ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଚଳିତ ନିର୍ବାଚନ ଯେଭଳି ଶାନ୍ତି ଶୃଙ୍ଖଳାର ସହିତ ସମାପନ ହେବ, ସେଥି ନିମନ୍ତେ ପର୍ଯ୍ୟବେକ୍ଷକମାନଙ୍କ ଗୁରୁତ୍ୱାରୋପ କରିଥିଲେ । ଗଞ୍ଜାମ ଜିଲ୍ଲାରେ
Read More...

ଟ୍ରେଡ୍‌ ୟୁନିୟନ୍ ନେତା ରମେଶ ଦାଶଙ୍କ ନେତୃତ୍ୱରେ ଗଞ୍ଜାମ ସହରରେ ବିଜେଡ଼ି ସମାବେଶ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଟ୍ରେଡ୍ ୟୁନିଅନ୍ କାର୍ଯ୍ୟକର୍ତ୍ତା ତଥା ସମାଜସେବୀ ରମେଶଚନ୍ଦ୍ର ଦାଶଙ୍କ ନେତୃତ୍ୱରେ ଗଞ୍ଜାମ ସହରର ମା' ବୁଢ଼ୀ ଠାକୁରାଣୀ ମନ୍ଦିର ନିକଟରେ ବିଜେଡ଼ି ସାଂଗଠନିକ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏହି ସମାବେଶରେ ଶତାଧିକ କର୍ମୀ, ନେତ୍ତୃବର୍ଗ
Read More...

ସଡ଼କ ଦୁର୍ଘଟଣାରେ ୧ ଗୁରୁତର, ୨ ଆହତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆଜି ପୋଲସରା ବ୍ଲକ ଅନ୍ତର୍ଗତ ଚିରିକିପଡା ଶାସନ ଗ୍ରାମର ହଜବନ୍ଧ ସ୍ଥିତ ମୁଖ୍ୟରାସ୍ତା ଉପରେ ସଡ଼କ ଦୁର୍ଘଟଣା ଘଟିଥିବା ବେଳେ ଜଣେ ଗୁରୁତର ହୋଇ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତରିତ ହୋଇଥିବା ବେଳେ ଦୁଇ ଆହତ ହୋଇ ପୋଲସରା ମେଡିକାଲରେ
Read More...

ଭାରତୀୟ ଜନତା ପାର୍ଟିର ବିଶାଳ ଶୋଭାଯାତ୍ରା ସହ ସହର ପରିକ୍ରମଣ ଏକ ଚର୍ଚ୍ଚାର ବିଷୟ

ଭାଜପା ପକ୍ଷରୁ ଡ଼. ପ୍ରଦୀପ ପାଣିଗ୍ରାହୀ, କୃଷ୍ଣଚନ୍ଦ୍ର ନାୟକଙ୍କ ପ୍ରାର୍ଥୀ ପତ୍ର ଦାଖଲ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡି) : ଭାରତୀୟ ଜନତା ପାର୍ଟି ତରଫରୁ ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଡ଼. ପ୍ରଦୀପ ପାଣିଗ୍ରାହୀ ଏବଂ ଛତ୍ରପୁର ବିଧାନସଭା ପାର୍ଥି କୃଷ୍ଣଚନ୍ଦ୍ର ନାୟକ ନିଜ
Read More...

ଗ୍ରୀଷ୍ମ ଛୁଟିରେ ସନ୍ଦେହ ମୋଚନ ନିରନ୍ତର ଶିକ୍ଷା ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ପିଲାମାନଙ୍କ ପାଇଁ ଛୁଟି ଘୋଷଣା କରିଛନ୍ତି । ହେଲେ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ, ପାଇକମାଲର ବିଦ୍ୟାଳୟ ପରିଚାଳନା କମିଟି ଏବଂ ଅଭିଭାବକଙ୍କ ଅନୁରୋଧ କ୍ରମେ ସକାଳ ୬.୩୦ ମି.ରୁ ୮. ୩୦
Read More...

ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ଆସି କଂଗ୍ରେସ ନେତା ଭାଗିରଥୀ ବେହେରାଙ୍କ ପ୍ରାର୍ଥୀପତ୍ର ଦାଖଲ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ହଜାର ହଜାର ସମର୍ଥକ ଗହଣରେ କଂଗ୍ରେସ ନେତା ଭାଗିରଥି ବେହେରା ଛତ୍ରପୁର ବିଧାୟକ ପ୍ରାର୍ଥୀ ଭାବେ ବୁଧବାର ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଛତ୍ରପୁର ପୁତିଗୋପାଳପୁର ଠାରୁ ଏକ ବିଶାଳ ଶୋଭାଯାତ୍ରା ପଦଯାତ୍ରା ମାଧ୍ୟମରେ ବର୍ଣ୍ଣାଢ଼୍ୟ
Read More...

ବିଜେଡିର ଗଡ଼ରେ ବିଶାଳ ଶୋଭାଯାତ୍ରା ସହ ସହର ପରିକ୍ରମା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ହେଉଛି ନବୀନଙ୍କ ନିର୍ବାଚନ ମଣ୍ଡଳୀ ଆଉ ସେହି ଜିଲ୍ଲାର ହେଡ୍ କ୍ୱାଟର ଛତ୍ରପୁରକୁ ଆସନ୍ତି ନବୀନ ବାବୁ ନିଜର ନାମାଙ୍କନ ପତ୍ର ଦାଖଲ ପାଇଁ ପ୍ରତିଥର ଆସିଥାନ୍ତି । ଏପରିକି ନବୀନ ବାବୁଙ୍କ ବହୁ ଯୋଜନା, ରାଜ୍ୟସ୍ତରୀୟ, ଜାତୀୟସ୍ତରର
Read More...

ଛତ୍ରପୁର ବିଧାୟକ ସୁବାସଚନ୍ଦ୍ର ବେହେରାଙ୍କ ନାମାଙ୍କନ ପତ୍ର ଦାଖଲ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବିଧାନସଭା ପାଇଁ ବିଜେଡି ଦଳ ପକ୍ଷରୁ ବିଧାୟକ ପ୍ରାର୍ଥୀ ଭାବେ ସୁବାସ ଚନ୍ଦ୍ର ବେହେରା ଆଜି ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରିଟର୍ଣ୍ଣି ଅଫିସର ତଥା ଛତ୍ରପୁର ଉପଜିଲ୍ଲାପାଳ ଦେବଦତ୍ତ
Read More...