କୁକୁଡାଖଣ୍ଡି ବ୍ଲକ ଅଧ୍ୟକ୍ଷଙ୍କ ଦେହାନ୍ତ : ବିଭିନ୍ନ ମହଲରେ ଶୋକ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର କୁକୁଡାଖଣ୍ଡି ବ୍ଲକ ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ପାତ୍ରଙ୍କ ଦେହାନ୍ତ ହୋଇଯାଇଛି । ସେ କିଛି ଦିନ ହେଲା ଶାରୀରିକ ଅସୁସ୍ଥରେ ପୀଡ଼ିତ ଥିଲେ । ସେ ବିଶାଖାପାଟଣାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ!-->…
Read More...
Read More...