ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରିଲା ସୁଭଦ୍ରା ସଚେତନତା ରଥ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ସରକାରଙ୍କ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିବାକୁ ଓଡିଶା ସରକାର ଗାଇଡ୍ ଲାଇନ୍ ଜାରୀ କରିଛନ୍ତି । ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଶନିବାର ପବିତ୍ର ଗଣେଶ ପୂଜା ଅବସରରେ ଦିବା ୧୧ଟା ସମୟରେ ଗଞ୍ଜାମ ଜିଲ୍ଲା ପ୍ରଶାସନ!-->…
Read More...
Read More...