Browsing Tag

bramhapur news

ଘର ହିଁ ବିଦ୍ୟାଳୟ ପ୍ରକଳ୍ପର ଦ୍ୱିତୀୟ ସୋପାନ ସହିତ ଶହୀଦ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଶ୍ରୀରାମନଗର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଘର ହିଁ ବିଦ୍ୟାଳୟ ପ୍ରକଳ୍ପର ଦ୍ୱିତୀୟ ସୋପାନ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ଆରମ୍ଭରେ ଶହୀଦ ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କ ପୂଣ୍ୟତିଥିରେ ଦୁଇ ମିନଟର ନୀରବ
Read More...

ଡ଼କ୍ଟର ରାମ ମନୋହର ଲୋହିଆଙ୍କ ଜୟନ୍ତୀ ଓ ଶହୀଦ ଭଗତ ସିଂହଙ୍କ ଫାଶୀ ଦିବସ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ମହାନ୍‌ ସ୍ୱାଧୀନତା ସଂଗ୍ରାମୀ, ବିପ୍ଲବୀ, ସମାଜବାଦୀ ନେତା ଡ଼କ୍ଟର ରାମ ମନୋହର ଲୋହିଆଙ୍କ ଜୟନ୍ତୀ ଓ ଶହୀଦ ଭଗତ ସିଂହଙ୍କ ବଳିଦାନ ଦିବସ ଉପଲକ୍ଷେ ଶନିବାର ଅପରାହ୍ନରେ ସ୍ଥାନୀୟ ନବୀନ ଭବନ ପରିସରରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ନବୀନର ସମ୍ପାଦକ
Read More...

ସମ୍ୱିତ୍ ନାହାକଙ୍କ ୪ର୍ଥ ଜନ୍ମ ବାର୍ଷିକ ଅବସରରେ ରକ୍ତଦାନ ଶିବିର ଆୟୋଜିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରରେ ଶିଶୁ ସମ୍ବିତ୍‌ର ଜନ୍ମଦିନ ଅବସରରେ ଗୁରୁବାର ଏକ ରକ୍ତଦାନ ଶିବିରର ଆୟୋଜନ ହୋଇଯାଇଛି । ନାହାକ ପରିବାର ତରଫରୁ ସୁଶାନ୍ତ ନାହାକ ଓ ସୁମିତ୍ରା ନାହାକଙ୍କ ପୁତ୍ର ସମ୍ବିତ୍
Read More...

ଆଇଆର୍‌ଇଏଲ୍ ସୌଜନ୍ୟରେ ପୋଡ଼ାପଦର ଠାରେ ସ୍ୱାସ୍ଥ୍ୟ ଶିବିର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭାରତ ସରକାରଙ୍କ ଏକ ପ୍ରତିଷ୍ଠାନ ଆଇଆର୍‌ଇଏଲ୍ (ଇଣ୍ଡିଆ) ଗୋଷ୍ଠୀଗତ ସାମାଜିକ ଦାୟିତ୍ୱ ଆନୁକୂଲ୍ୟରେ ଭ୍ରାମ୍ୟମାଣ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ପୋଡ଼ାପଦର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ
Read More...

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ବିଶ୍ଵ କବିତା ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗୁରୁବାର ମାର୍ଚ୍ଚ ୨୧ ତାରିଖ ବିଶ୍ଵ କବିତା ଦିବସ ଅବସରରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ବିଭାଗ ସୌଜନ୍ୟରେ ବିଶ୍ଵ କବିତା ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଆଲୋଚନା ସଭା ଏବଂ କବିତା ପାଠ
Read More...

ବ୍ରହ୍ମପୁର ନଗର ରାଜଭାଷା କାର୍ଯ୍ୟାନ୍ଵୟନ କମିଟିର ଦ୍ଵିତୀୟ ଅର୍ଦ୍ଧବାର୍ଷିକ ବୈଠକ ସମ୍ପନ୍ନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ବ୍ରହ୍ମପୁରର ସଂଯୋଜନାରେ ବ୍ରହ୍ମପୁର ସ୍ଥିତ ନଗର ରାଜଭାଷା କାର୍ଯ୍ୟାନ୍ଵୟନ କମିଟିର ଦ୍ଵିତୀୟ ଅର୍ଦ୍ଧବାର୍ଷିକ ବୈଠକ ବୁଧବାର ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ବ୍ରହ୍ମପୁରର ପ୍ରଶାସନିକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି
Read More...

ଶିକ୍ଷା ବିକାଶ ସମିତିର ଉଚ୍ଚସ୍ତରୀୟ ଅଧିକାରୀ ଛତ୍ରପୁର ଶିଶୁ ମନ୍ଦିର ପରିଦର୍ଶନ କରିଛନ୍ତି

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରାଞ୍ଚଳର ଶ୍ରୀରାମନଗରଠାରେ ଅବସ୍ଥାପିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିଦର୍ଶନରେ ଶିକ୍ଷାବିକାଶ ସମିତି ଓଡ଼ିଶା ଉଚ୍ଚସ୍ତରୀୟ ଅଧିକାରୀ ଆଗମନ କରିଥିଲେ । ପ୍ରାନ୍ତୀୟ ସମିତି ଶିକ୍ଷାବିକାଶ ସମିତି ଓଡିଶାଙ୍କ ସଂଗଠନ ସଂପାଦକ ।
Read More...

ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟରେ କ୍ୟାନ୍‌ସର ସମ୍ବନ୍ଧୀୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟରେ କ୍ୟାନ୍‌ସର ଜନିତ ସଚେତନତା ଏକ କାର୍ଯ୍ୟକ୍ରମ ଗତ ଶୁକ୍ରବାର ଆୟୋଜିତ ହୋଇଯାଇଛି । ବ୍ରହ୍ମପୁର ବିଶ୍ଵ ବିଦ୍ୟାଳୟର ମହିଳା ଅଧ୍ୟୟନ ଗବେଷଣା କେନ୍ଦ୍ର ସହ ମିଳିତ ଭାବରେ ସାନ୍ ଏବଂ ନିଲ୍ ଫାଉଣ୍ଡେସନ ଏବଂ ଏଚ୍‌ଜିସି
Read More...

ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଘର ହିଁ ବିଦ୍ୟାଳୟ ପ୍ରକଳ୍ପ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶିଶୁ ବାଟିକାର ଏକ ଅଧ୍ୟାୟ ଘର ହିଁ ବିଦ୍ୟାଳୟ ପ୍ରକଳ୍ପର ପ୍ରଥମ ସୋପାନ ଅନୁଷ୍ଠିତ ହୋଇଯାଇଛି । ପରିଚାଳନା ସମିତିର ସଭାପତି ଉପେନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି
Read More...

ନୂତନ ଚୟନ ରାଜ୍ୟ ଟାଇକୋଣ୍ଡା ସଂଘର କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ଟାଇକୋଣ୍ଡା ସଂଘ ତରଫରୁ ପୁରୀ ସଂସ୍କୃତି ଭବନ ପରିସରରେ ବାର୍ଷିକ ସାଧାରଣ ପରିଷଦ ବୈଠକ ଓ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜାତୀୟ ଟାଇକୋଣ୍ଡା ମହାସଂଘ ଯୁଗ୍ମ ସମ୍ପାଦକ ଅଜୟ କୁମାର ଦଲାଲ ଯୋଗଦେଇ ଓଡିଶାରେ
Read More...