Browsing Tag

bramhapur news

ଗଞ୍ଜାମ ଜିଲ୍ଲା ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ସମାରୋହ- ୨୦୨୬ ହର୍ଷଉଲ୍ଲାସ ର ସହ ଉତ୍ସବମୁଖର ପରିବେଶ ମଧ୍ୟରେ ସମାହିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରସ୍ଥ ରିଜର୍ଭ ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲ୍ଲାସ୍ତରୀୟ ପ୍ୟାରେଡ୍…
Read More...

ୱାଟ୍ସଆପରେ ଛାତ୍ର କଂଗ୍ରେସ ନେତାଙ୍କୁ ଜିଲ୍ଲା ସଭାପତିଙ୍କ ଅଶ୍ଳୀଳ ଗାଳି ଓ ଆକ୍ରମଣ ଧମକ : ଛତ୍ରପୁର ଥାନାରେ ଏତଲା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛାତ୍ର କଂଗ୍ରେସ ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପଲେଇଙ୍କୁ ୱାଟ୍ସଆପ୍ ମାଧ୍ୟମରେ କଲ୍ କରି ଗଞ୍ଜାମ ଜିଲ୍ଲା (ପୂର୍ବ) କଂଗ୍ରେସ ସଭାପତି ରଶ୍ମି ରଞ୍ଜନ ପଟ୍ଟନାୟକ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିବା ଏବଂ ଲୋକ ଲଗାଇ ଆକ୍ରମଣ କରିବା ଭଳି ଧମକ…
Read More...

ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ୟାଣ୍ଡଲ ଶୋଭାଯାତ୍ରା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବିଭାଜନ ବିଭୀଷିକା ସ୍ମୃତି ଦିବସ ଅବସରରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ଅତିରିକ୍ତ ଜିଲ୍ଲାପାଳ…
Read More...

୮୦ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଦେଶାତ୍ମବୋଧକ କବିତା ପାଠୋତ୍ସବ ଓ ଆଲୋଚନା ଚକ୍ର

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ସ୍ଥାନୀୟ ଅଗ୍ରଣୀ ସାରସ୍ୱତ ପ୍ରତିଷ୍ଠାନ "ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନ' ତରଫରୁ ୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ନବୀନ ଭବନ ପରିସରରେ ଦେଶାତ୍ମବୋଧକ କବିତା ପାଠୋତ୍ସବ ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ…
Read More...

ଅଷ୍ଟମ ବାଟାଲିୟନ୍ ପରିସରରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଷ୍ଟମ ବାଟାଲିୟନ ପରିସରରେ ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ହାତପାଣ୍ଠିରୁ ମିଳିଥିବା ୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୁରୁବାର ଉଦଘାଟିତ ହୋଇଯାଇଛି । ଅଷ୍ଟମ ବାଟାଲିୟନର ଦୁର୍ଗପତି ଶାରଦା…
Read More...

ଶୀତଳାପଲ୍ଲୀ ସମ୍-ହସ୍ପିଟାଲ ଟିବି ରୋଗୀଙ୍କୁ ପୋଷଣଯୁକ୍ତ ପୁଷ୍ଟିକର ଖାଦ୍ୟ ପ୍ୟାକେଟ ପ୍ରଦାନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଶୀତଳାପଲ୍ଲୀ ସମ୍-ହସ୍ପିଟାଲ ପକ୍ଷରୁ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଟିବି ରୋଗୀଙ୍କୁ ପୋଷଣଯୁକ୍ତ ପୁଷ୍ଟିକର ଖାଦ୍ୟ ପ୍ୟାକେଟ ପ୍ରଦାନ କରାଯାଇଛି । ଯକ୍ଷ୍ମା ରୋଗକୁ ସମ୍ପୂର୍ଣ୍ଣ ରୂପେ ଦୂର କରିବା ଲକ୍ଷ୍ୟ ନେଇ ଟିବି ହାରିବ ଦେଶ ଜିତିବ ବୋଲି ଜନ…
Read More...

ବ୍ଲକସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ସହ ସାଂସ୍କୃତିକ ଭରା କାର୍ଯ୍ୟକ୍ରମ ମାଧ୍ୟମରେ ଗୁରୁବାର ସମାହିତ ହୋଇଯାଇଛି । ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ…
Read More...

ଗଞ୍ଜାମ ଜିଲ୍ଲାପ୍ରଶାସନ ପକ୍ଷରୁ ଗୋପାଳପୁରରେ ‘ତ୍ରିରଙ୍ଗା ମାରାଥନ’ ଆୟୋଜିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ ଅବସରରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଗୋପାଳପୁରରେ ‘ତ୍ରିରଙ୍ଗା ମାରାଥନ’ ଆୟୋଜିତ ହୋଇଯାଇଛି । ଦେଶପ୍ରେମ, ଜାତୀୟ ଏକତା ଓ ଅଖଣ୍ଡତାର ବାର୍ତ୍ତା ନେଇ ଆୟୋଜିତ ଏହି ମାରାଥନରେ ଏକ ହଜାରରୁ ଅଧିକ…
Read More...

“ପ୍ରତ୍ୟେକ ଶିଶୁର କଥା ଶୁଣିବା, ସୁରକ୍ଷା ଓ ନ୍ୟାୟ ଦେବା ଏକ ସାମୂହିକ ଦାୟିତ୍ୱ” ଜିଲ୍ଲା ଜଜ୍

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କିଶୋର ନ୍ୟାୟ ବ୍ୟବସ୍ଥାର ଗତ ଏକ ଦଶନ୍ଧିର କାର୍ଯ୍ୟାନ୍ୱୟନ, ଉପଲବ୍ଧି ଓ ଆହ୍ୱାନ ସମୀକ୍ଷା କରିବା ସହ ଏହାକୁ ଆଗାମୀ ଦିନରେ ଅଧିକ ସୁଦୃଢ଼ ଓ ଶିଶୁ-ଅନୁକୂଳ କରିବା ନେଇ ଏକ ଜିଲ୍ଲାସ୍ତରୀୟ ଆଲୋଚନାଚକ୍ର ବ୍ରହ୍ମପୁର ସିଭିଲ୍ କୋର୍ଟ ପରିସରସ୍ଥିତ…
Read More...

ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ନିର୍ବାଚନ ସାକ୍ଷରତା କ୍ଲବ କୁଇଜ୍ ପ୍ରତିଯୋଗିତା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଖଣ୍ଡ ନିର୍ବାଚନ ସାକ୍ଷରତା କ୍ଲବମାନଙ୍କ ମଧ୍ୟରେ ଏକ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯେଇଛି । ଉପ ଜିଲ୍ଲାପାଳ ଅବିନାଶ କୁମାର ଏବଂ ଡେପୁଟି କଲେକ୍ଟର (ନିର୍ବାଚନ) ସୁବ୍ରତ ରାମ ବିରାମ ଶତପଥିଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଉକ୍ତ…
Read More...