ଛତ୍ରପୁର ଏନ୍ଏସି ପକ୍ଷରୁ ‘ନବୀନ ଓଡିଶା’ କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧନା
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଆନୁକୁଲ୍ୟରେ ଗୁରୁବାର ଟାଉନ୍ ହଲ୍ରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ!-->…
Read More...
Read More...