Browsing Tag

bramhapur news

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ବିଶ୍ଵ କବିତା ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗୁରୁବାର ମାର୍ଚ୍ଚ ୨୧ ତାରିଖ ବିଶ୍ଵ କବିତା ଦିବସ ଅବସରରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ବିଭାଗ ସୌଜନ୍ୟରେ ବିଶ୍ଵ କବିତା ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଆଲୋଚନା ସଭା ଏବଂ କବିତା ପାଠ
Read More...

ବ୍ରହ୍ମପୁର ନଗର ରାଜଭାଷା କାର୍ଯ୍ୟାନ୍ଵୟନ କମିଟିର ଦ୍ଵିତୀୟ ଅର୍ଦ୍ଧବାର୍ଷିକ ବୈଠକ ସମ୍ପନ୍ନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ବ୍ରହ୍ମପୁରର ସଂଯୋଜନାରେ ବ୍ରହ୍ମପୁର ସ୍ଥିତ ନଗର ରାଜଭାଷା କାର୍ଯ୍ୟାନ୍ଵୟନ କମିଟିର ଦ୍ଵିତୀୟ ଅର୍ଦ୍ଧବାର୍ଷିକ ବୈଠକ ବୁଧବାର ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ବ୍ରହ୍ମପୁରର ପ୍ରଶାସନିକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି
Read More...

ଶିକ୍ଷା ବିକାଶ ସମିତିର ଉଚ୍ଚସ୍ତରୀୟ ଅଧିକାରୀ ଛତ୍ରପୁର ଶିଶୁ ମନ୍ଦିର ପରିଦର୍ଶନ କରିଛନ୍ତି

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରାଞ୍ଚଳର ଶ୍ରୀରାମନଗରଠାରେ ଅବସ୍ଥାପିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିଦର୍ଶନରେ ଶିକ୍ଷାବିକାଶ ସମିତି ଓଡ଼ିଶା ଉଚ୍ଚସ୍ତରୀୟ ଅଧିକାରୀ ଆଗମନ କରିଥିଲେ । ପ୍ରାନ୍ତୀୟ ସମିତି ଶିକ୍ଷାବିକାଶ ସମିତି ଓଡିଶାଙ୍କ ସଂଗଠନ ସଂପାଦକ ।
Read More...

ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟରେ କ୍ୟାନ୍‌ସର ସମ୍ବନ୍ଧୀୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟରେ କ୍ୟାନ୍‌ସର ଜନିତ ସଚେତନତା ଏକ କାର୍ଯ୍ୟକ୍ରମ ଗତ ଶୁକ୍ରବାର ଆୟୋଜିତ ହୋଇଯାଇଛି । ବ୍ରହ୍ମପୁର ବିଶ୍ଵ ବିଦ୍ୟାଳୟର ମହିଳା ଅଧ୍ୟୟନ ଗବେଷଣା କେନ୍ଦ୍ର ସହ ମିଳିତ ଭାବରେ ସାନ୍ ଏବଂ ନିଲ୍ ଫାଉଣ୍ଡେସନ ଏବଂ ଏଚ୍‌ଜିସି
Read More...

ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଘର ହିଁ ବିଦ୍ୟାଳୟ ପ୍ରକଳ୍ପ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶିଶୁ ବାଟିକାର ଏକ ଅଧ୍ୟାୟ ଘର ହିଁ ବିଦ୍ୟାଳୟ ପ୍ରକଳ୍ପର ପ୍ରଥମ ସୋପାନ ଅନୁଷ୍ଠିତ ହୋଇଯାଇଛି । ପରିଚାଳନା ସମିତିର ସଭାପତି ଉପେନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି
Read More...

ନୂତନ ଚୟନ ରାଜ୍ୟ ଟାଇକୋଣ୍ଡା ସଂଘର କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ଟାଇକୋଣ୍ଡା ସଂଘ ତରଫରୁ ପୁରୀ ସଂସ୍କୃତି ଭବନ ପରିସରରେ ବାର୍ଷିକ ସାଧାରଣ ପରିଷଦ ବୈଠକ ଓ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜାତୀୟ ଟାଇକୋଣ୍ଡା ମହାସଂଘ ଯୁଗ୍ମ ସମ୍ପାଦକ ଅଜୟ କୁମାର ଦଲାଲ ଯୋଗଦେଇ ଓଡିଶାରେ
Read More...

ଆମ ପୋଲିସ ସମିତି ପକ୍ଷରୁ କେରାଣ୍ଡିତୋଳା ନାରାୟଣପୁର ଗ୍ରାମରେ ସଚେତନତା କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ପୋଲିସ ଜିଲ୍ଲା ଅନ୍ତର୍ଗତ ଚମାଖଣ୍ଡି ପୋଲିସ ଥାନା ପକ୍ଷରୁ କେରାଣ୍ଡିତୋଳା ନାରାୟଣପୁର ଗ୍ରାମରେ 'ଆମ ପୋଲିସ ସମିତି' ତରଫରୁ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ପ୍ରବେଶନାରୀ ଆଇପିଏସ୍ ଅଧିକାରୀ ଏ.ବି. ଶିଳ୍ପା ମୁଖ୍ୟ ଅତିଥି
Read More...

ରମ୍ଭାଠାରେ ଭାଗୀରଥି ବେହେରାଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ ସମ୍ମିଳନୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରମ୍ଭା ଗୁପ୍ତେଶ୍ୱର ମନ୍ଦିର ନିକଟରେ ଗଞ୍ଜାମ ଜିଲ୍ଲା କଂଗ୍ରେସ କମିଟି ଉପ-ସଭାପତି ଭାଗିରଥି ବେହେରାଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ
Read More...

ଅବାଧ ଓ ନିରପେକ୍ଷ ନିର୍ବାଚନ କରାଯିବା ନିମନ୍ତେ ଗଞ୍ଜାମ ଜିଲ୍ଲାପାଳଙ୍କ ତତ୍ପରତା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ ଦୁଇଟି ପର୍ଯ୍ୟାୟରେ ୧୩ଟି ବିଧାନସଭା ଆସନ ଏବଂ ଦୁଇଟି ଲୋକସଭା ଆସନ ଯଥା ବ୍ରହ୍ମପୁର ଓ ଆସ୍କା ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେବ । ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ସାଧାରଣ ନିର୍ବାଚନ-୨୦୨୪ ପାଇଁ ତାରିଖ
Read More...

ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁରରୁ ଦୁଇ ନକଲି ଇଡି ଅଫିସର୍ ଗିରଫ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦୁଇ ଭାଇ ନକଲି ଅଫିସର ପରିଚୟ ଦେଇ ଜେଲ୍ ଯାଇଛନ୍ତି । ସେମାନେ ହେଲେ ତାରିଣୀସେନ ମହାପାତ୍ର (୩୦ବର୍ଷ) ଓ ବ୍ରହ୍ମାଶଙ୍କର ମହାପାତ୍ର (୨୭ବର୍ଷ) ପିତା : ପ୍ରଫୁଲ୍ଲ କୁମାର ମହାପାତ୍ର ଦୋଳମଣ୍ଡପ ସାହି, ଥାନା : ଢେଙ୍କାନାଳ ଟାଉନ ବୋଲି ଜଣାଯାଇଛି ।
Read More...