Browsing Tag

bramhapur news

ଛତ୍ରପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଠଦିନ ଧରି ଆତ୍ମ ସୁରକ୍ଷା କୌଶଳ ତାଲିମ ଶିବିର ଉଦ୍‌ଯାପିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଠଦିନ ଧରି ଚାଲିଥିବା ଆତ୍ମ ସୁରକ୍ଷା କୌଶଳ ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଅନୁଷ୍ଠାନର ଅଧ୍ୟକ୍ଷା ଶ୍ରୀମତୀ ସସ୍ମିତା ସାମନ୍ତରାୟଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇ ।
Read More...

ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ପ୍ରତିଯୋଗିତା ବୁଧବାର ଉଦ୍‌ଯାପିତ ହୋଇଯାଇଛି । 'ନୂଆ-ଓ' ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ସମ୍ପର୍କିତ ସାଂସ୍କୃତିକ ସମ୍ଭାର ମଧ୍ୟରେ ଆୟୋଜିତ ବର୍ଣ୍ଣାଢ଼୍ୟ ଉଦ୍‌ଯାପନୀ ସମାରୋହରେ
Read More...

ଛତ୍ରପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ଆଲୋଚନାଚକ୍ର ଉଦ୍‌ଯାପିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ଆଲୋଚନାଚକ୍ର ଉଦ୍‌ଯାପିତ ହୋଇଯାଇଛି । ଛତ୍ରପୁରସ୍ଥ ଜିଲ୍ଲା ସଂସ୍କୃତି ଭବନରେ ଆୟୋଜିତ "ନୂଆ-ଓ" ଓଡ଼ିଆ ସାହିତ୍ୟ ଓ ଶ୍ରୀ ଜଗନ୍ନାଥ ସଂସ୍କୃତି ସମ୍ପର୍କିତ ଆଲୋଚନାଚକ୍ରରେ ଗଞ୍ଜାମ
Read More...

ଛତ୍ରପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ‘ନୂଆ-ଓ’ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର 'ନୂଆ-ଓ' ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ବୁଧବାର ଉଦ୍‌ଯାପିତ ହୋଇଯାଇଛି । ଏହି ଉଦ୍‌ଯାପନୀ ସମାରୋହରେ ଅନୁଷ୍ଠାନର ଅଧ୍ୟକ୍ଷା ଶ୍ରୀମତୀ ସସ୍ମିତା ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ
Read More...

ଛତ୍ରପୁର ଜଗନ୍ନାଥ ମନ୍ଦିରରେ ରାମଲାଲାଙ୍କ ସ୍ଵତନ୍ତ୍ର ପୂଜାର୍ଚ୍ଚନା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଅଯୋଧ୍ୟାରେ ଶ୍ରୀରାମ ମନ୍ଦିରର ପ୍ରାଣ-ପ୍ରତିଷ୍ଠାତ୍ସୋବ ଅବସରରେ ଛତ୍ରପୁରର ବିଭିନ୍ନ ଦେବାଳୟମାନ ଆଧ୍ୟାତ୍ମିକ ଜାଗରଣରେ ଖୁବ ଉତ୍ସବମୁଖର ହୋଇଉଠିଥିଲା । ଏହି ଅବସରରେ ଛତ୍ରପୁର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ପ୍ରାଙ୍ଗଣସ୍ଥ ପାର୍ଶ୍ଵ
Read More...

ସଂଗ୍ରାମୀ ସୁଭାଷ ବୋଷଙ୍କ ୧୨୭ତମ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ବିଶିଷ୍ଟ ଜାତୀୟବାଦୀ ରାଜନେତା ତଥା ମହାନ ବିପ୍ଲବୀ ସ୍ୱାଧୀନତା ସଂଗ୍ରାମୀ ଓଡ଼ିଆ ସ୍ୱାଭିମାନର ପ୍ରତୀକ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୭ତମ ଜୟନ୍ତୀ ପାଳନ ଅବସରରେ ସ୍ଥାନୀୟ ଗାନ୍ଧିନଗର ଛକସ୍ଥିତ ସୁଭାଷ ବୋଷଙ୍କ ପ୍ରତିମୂର୍ତ୍ତିରେ ବରିଷ୍ଠ ନାଗରିକମାନଙ୍କ
Read More...

କେରାଣ୍ଡିତୋଳା ନାରାୟଣପୁର ଗ୍ରାମରେ ଆଧ୍ୟାତ୍ମିକ ଉତ୍ସବର ସରଗରମ୍

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଅଯୋଧ୍ୟାରେ ଶ୍ରୀରାମ ମନ୍ଦିରର ପ୍ରାଣ-ପ୍ରତିଷ୍ଠାତ୍ସୋବ ଅବସରରେ ଛତ୍ରପୁର ବ୍ଲକ ଅନ୍ତର୍ଗତ କେରାଣ୍ଡିତୋଳା ନାରାୟଣପୁର ଗ୍ରାମରେ ମଧ୍ୟ ଆଧ୍ୟାତ୍ମିକ ଉତ୍ସବ ମାନାଯାଇଥିଲା । ରାମଲାଲାଙ୍କ ଭବ୍ୟମନ୍ଦିର ପ୍ରତିଷ୍ଠା ଉତ୍ସବ ଅବସରରେ ଆଧ୍ୟାତ୍ମିକ
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ସମ୍ପୂର୍ଣ୍ଣ ରାମାୟଣ କଥନ ପ୍ରତିଯୋଗିତା ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଅଯୋଧ୍ୟାରେ ଶ୍ରୀରାମ ମନ୍ଦିରର ପ୍ରାଣ-ପ୍ରତିଷ୍ଠାତ୍ସୋବ ଅବସରରେ ଛତ୍ରପୁର ଶ୍ରୀରାମନଗର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଅଧ୍ୟାପିକା ଶ୍ରୀମତୀ ନିଖିଳପ୍ରଭା
Read More...

ଛତ୍ରପୁରରେ ଉତ୍କଟ ହେଲାଣି ମାଙ୍କଡ଼ ସମସ୍ୟା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରରେ ଉତ୍କଟ ହେଲାଣି ମାଙ୍କଡ଼ ସମସ୍ୟା । ଛତ୍ରପୁର ସହରରେ ପାତି ମାଙ୍କଡ଼ମାନଙ୍କ ସଂଖ୍ୟା ପ୍ରାୟତଃ ୧୦ହଜାର ସଂଖ୍ୟାରେ ବୃଦ୍ଧି ପାଇଥିବା ଏକ ସର୍ଭେକ୍ଷଣ ରିପୋର୍ଟରୁ ଜଣାପଡିଛି । ଏ ସମ୍ପର୍କରେ ଜଙ୍ଗଲ ବିଭାଗ ଦାୟିତ୍ଵ ନେଇ ମାଙ୍କଡ଼ମାନଙ୍କ
Read More...

ଆଇଆର୍‌ଇଏଲ୍ କର୍ମଚାରୀ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭାରତୀୟ ବିରଳ ମୃତ୍ତିକା (ଆଇଆର୍‌ଇଏଲ୍) କର୍ମଚାରୀ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଗତ ଜାନୁୟାରୀ ୧୯ ତାରିଖରେ ଆଇଆର୍‌ଇଏଲ୍ ପ୍ଲାଣ୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଭାପତି ଭାବେ ସୁଶାନ୍ତ ପାତ୍ର, ସାଧାରଣ ସମ୍ପାଦକ ଭାବେ
Read More...