Browsing Tag

bramhapur news

ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ପିଟି ହେଲା ବାଇକ୍‌ : ୧ ଆହତ, ୨ ମୃତ

ବ୍ରହ୍ମପୁର : ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ପିଟି ହେଲା ବାଇକ୍‌ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା କାଳିଞ୍ଜିପଲ୍ଲୀ ନିକଟରେ ଘଟିଛି ଏହି ଦୁର୍ଘଟଣା । ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି । ଖବର ଅନୁଯାୟୀ ବରଯାତ୍ରୀ ଯାଇ ବାଇକ୍‌ରେ ତିନି ଜଣ ଫେରୁଥିଲେ । ହେଲେ
Read More...

ଉତ୍ତରପ୍ରଦେଶର ୧୦ମ ଶ୍ରେଣୀ ଛାତ୍ର ସୁମେଶ ପୋଲିସ ଗୁଳିରେ ନିହତ ଘଟଣାର ପ୍ରତିବାଦରେ ନ୍ୟାୟ ପାଇଁ ରାଷ୍ଟ୍ରପତିଙ୍କୁ…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଉତ୍ତର ପ୍ରଦେଶର ଜଣେ ଦଳିତବର୍ଗର ନାବାଳକ ଅବା ୧୦ମ ଶ୍ରେଣୀ ଛାତ୍ର ସୁମେଶଙ୍କୁ ପୋଲିସ ଗୁଳି କରି ହତ୍ୟା କରିଥିବା ଅତ୍ୟନ୍ତ ଦୁଃଖ ଓ ପରିତାପ ଭଳି ଏକ ଅଭାବନୀୟ ଘଟଣା ଘଟିଛି । ଯାହାକି ଶୁଣିଲେ ଅନେକ ଦୁଃଖରେ ଭାଙ୍ଗି ପଡ଼ନ୍ତି । ଏହା ଯେ'
Read More...

ମଲ୍ଲାଡଠାରେ ଠାକୁର ଶ୍ରୀ ଶ୍ରୀ ଅଭିରାମ ପରମହଂସ ଦେବଙ୍କ ବାର୍ଷିକ ଉତ୍ସବ ଉଦ୍‌ଯାପିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ମଲ୍ଲାଡଠାରେ ପ୍ରତିଷ୍ଠିତ ଠାକୁର ଶ୍ରୀ ଶ୍ରୀ ଅଭିରାମ ପରମହଂସ ଦେବଙ୍କ ପ୍ରବର୍ତ୍ତିତ ଶାନ୍ତି ଅନନ୍ଦାଶ୍ରମ ଶାଖାର ୪୪ତମ ବାର୍ଷିକ ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ଉଦ୍‌ଯାପିତ ହୋଇଯାଇଛି । କରମଳା ଶାନ୍ତି ଆନନ୍ଦାଶ୍ରମର
Read More...

ରାମଚଣ୍ଡୀ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ପ୍ରବଳ ଜନସମାଗମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁରଠାରୁ ମାତ୍ର ୮ କିମି ଦୂର ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ଗ୍ରାମ ପଞ୍ଚାୟତର ନୀଳାଦ୍ରିପୁର ଗ୍ରାମରେ ବିଜେମାନ କରିଥିବା ଯାହାକି ତ୍ରେତୟା ଯୁଗର ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ
Read More...

ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ‘ନୂଆ-ଓ’ ଛାତ୍ରବୃତ୍ତି ଅନୁଦାନ ପତ୍ର ବିତରଣ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଅଗ୍ରଣୀ ମହାବିଦ୍ୟାଳୟ ତଥା ଛତ୍ରପୁର ସ୍ଥିତ ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ‘ନୂଆ-ଓ’ ଛାତ୍ରବୃତ୍ତି ଅନୁଦାନ ପତ୍ର ବିତରଣ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ
Read More...

ମା’ରାମଚଣ୍ଡୀ ମହୋତ୍ସବ-୨୦୨୪ର ପ୍ରଥମ ସନ୍ଧ୍ୟାରେ ବାଘ ନାଚ : ଦୁଲକୀ ଉଠିଲା ମଞ୍ଚ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁର ନିକଟସ୍ଥ ମା'ରାମଚଣ୍ଡୀ ମନ୍ଦିର ନବକଳେବରର ପ୍ରଥମ ବାର୍ଷିକୀ ଉତ୍ସବ ଅବସରରେ ସାଂସ୍କୃତିକ ସନ୍ଧ୍ୟାର ପ୍ରଥମ ରଜନୀରେ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତରେ ପରିବେଶ ମନ୍ତ୍ରମୁଗ୍ଧ ହୋଇଉଠିଥିଲା । ତାହାଠାରୁ ଅଧିକ ଦୁଇ
Read More...

ରଙ୍ଗେଇଲୁଣ୍ଡା ବ୍ଲକଠାରେ ଗତିଶୀଳ ‘ଲକ୍ଷ୍ମୀ’ ବସ୍ ସେବାର ଉଦ୍‌ଘାଟନୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଙ୍ଗେଇଲୁଣ୍ଡା ବ୍ଲକଠାରେ ଗତିଶୀଳ ଓଡ଼ିଶା ନବୀନ ଓଡ଼ିଶା ତଥା ୫-ଟି ଅନ୍ତର୍ଭୁକ୍ତ 'ଲକ୍ଷ୍ମୀ' ବସ୍ ସେବାର ଉଦ୍‌ଘାଟନୀ ଉତ୍ସବରେ ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ବିକ୍ରମ କୁମାର
Read More...

ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ମହାସମାରୋହରେ ବିଦ୍ୟାଳୟର ସଭାପତି ଉପେନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶ ଅତିଥି ପରିଚୟ ସହ
Read More...

ଅନନ୍ୟ କଳା ଦର୍ପଣର ବାର୍ଷିକ ଉତ୍ସବରେ କଳାକାରଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଅଗ୍ରଣୀ ସ୍ଵୀକୃତିପ୍ରାପ୍ତ ଅନୁଷ୍ଠାନ ଅନନ୍ୟ କଳା ଦର୍ପଣର ବାର୍ଷିକ ଉତ୍ସବ ଗତ ଜାନୁଆରୀ ୧୪ ତାରିଖରେ ଛତ୍ରପୁର ସ୍ଥିତ ଜିଲ୍ଲା ସଂସ୍କୃତି ଭବନରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସଂସ୍କୃତି ବିଭାଗ ସୌଜନ୍ୟରେ ଆୟୋଜିତ ଏହି ସାଂସ୍କୃତିକ ସମାରୋହର
Read More...

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଜିଲ୍ଲାସ୍ତରୀୟ କର୍ମଶାଳା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗ୍ରୀଷ୍ମର ପ୍ରକୋପ ଧୀରେ ଧୀରେ ବଢ଼ି ଚାଲିଥିବା ବେଳେ ଗ୍ରୀଷ୍ମ ପ୍ରବାହର ଉପଯୁକ୍ତ ମୁକାବିଲା ଓ ପରିଚାଳନା ନିମନ୍ତେ ଓଡିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ସହାୟତାରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ କର୍ମଶାଳା ଗଞ୍ଜାମ ଜିଲ୍ଲାପାଳ
Read More...