ଛତ୍ରପୁର ଷ୍ଟାଇଲ୍ ବଜାର ପକ୍ଷରୁ ଶିଶୁ ପ୍ରତିଭା କାର୍ଯ୍ୟକ୍ରମ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଷ୍ଟାଇଲ୍ ବଜାର ଆନୁକୂଲ୍ୟରେ ଶୁକ୍ରବାର ଏକ ଶିଶୁ ପ୍ରତିଭା କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା । ଏଥିରେ ସହରାଞ୍ଚଳର ପ୍ରାୟ ଶତାଧିକ ଶିଶୁ ଏହି ପ୍ରତିଭା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ପ୍ରଥମ ଶ୍ରେଣୀରୁ ସପ୍ତମ ଶ୍ରେଣୀ ମଧ୍ୟରେ!-->…
Read More...
Read More...