Browsing Tag

bramhapur news

ଓଡ଼ିଆ ଅସ୍ମିତାର ବାର୍ତ୍ତାବହ ‘ନବୀନ’ : କବି ଡ. ପ୍ରସନ୍ନ ପାଟ୍ଟଶାଣୀ

'ନବୀନ'ର ପ୍ରତିଷ୍ଠାତା ମହୁରୀ ରାଜା କୃପାସିନ୍ଧୁ ନରେନ୍ଦ୍ର ଦେବ ସ୍ମୃତି ସମ୍ମାନ ପ୍ରଦାନ ଉତ୍ସବ ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଓଡ଼ିଶାର ସର୍ବପୁରାତନ ସମ୍ବାଦପତ୍ର 'ନବୀନ' ଓଡ଼ିଆ ଅସ୍ମିତାର ବାର୍ତ୍ତାବହ ବୋଲି ପୂର୍ବତନ ସାଂସଦ ତଥା ଓଡ଼ିଶାର ବିଶିଷ୍ଟ କବି ଡ. ପ୍ରସନ୍ନ ପାଟ୍ଟଶାଣୀ…
Read More...

ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରରେ ଭାରତ ବନ୍ଦ ଡାକରା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସୁପ୍ରିମ କୋର୍ଟଙ୍କ ନିଷ୍ପତିକୁ ବିରୋଧ କରି ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରରେ ଆଦିବାସୀ ଓ ହରିଜନ ସୁରକ୍ଷା ସଂଘ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଆମ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ସୁପ୍ରିମ କୋର୍ଟରେ…
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଆୟୋଜିତ ‘ଡିଜିଟାଲ ଯୁଗରେ ଫଟୋ ସାମ୍ବାଦିକତା’ର ଭୂମିକା ଉପରେ ୱେବିନାର୍‌…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଶ୍ୱ ଫଟୋଗ୍ରାଫି ଦିବସ ପାଳନ ଅବସରରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ବିଭାଗ ପକ୍ଷରୁ 'ଡିଜିଟାଲ ଯୁଗରେ ଫଟୋ ସାମ୍ବାଦିକତା'ର ଭୂମିକା ପ୍ରସଙ୍ଗରେ ଏକ ୱେବିନାର୍‌ ମାଧ୍ୟମରେ ଆଲୋଚନାଚକ୍ର ହୋଇଥିଲା ।…
Read More...

ଗଞ୍ଜାମ ଜିଲ୍ଲାର ଚିକିଟି ଅଞ୍ଚଳରେ ମଦ ମୃତ୍ୟୁ ମାମଲା ରାଜରାସ୍ତା ତେଜିଲା ଆନ୍ଦୋଳନ

ରାଜରାସ୍ତାରେ ପରିବାର ଓ ଗ୍ରାମବାସୀ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଚିକିଟି ପେଣ୍ଠ ଅଞ୍ଚଳରେ ବିଷାକ୍ତ ମଦ ପିଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨୩ ଜଣରୁ ଅଧିକ ଲୋକ ଅସୁସ୍ଥ ହୋଇଥିବାର ଜଣାପଡିଛି । ତନ୍ମଧ୍ୟରୁ ୧୬ ଜଣ ଗୁରୁତର ହୋଇ ବ୍ରହ୍ମପୁର ବଡ଼…
Read More...

ଓଡ଼ିଶାର ପ୍ରତିଷ୍ଠିତ ନିୟୁଜ ଏଜେନ୍ସି ଇପିଏର ପ୍ରତିଷ୍ଠାତା ଅନୀଲ ମିଶ୍ରଙ୍କ ପରଲୋକ

ଆଜି ସ୍ୱର୍ଗଦ୍ଵାରରେ ତାଙ୍କ ଅନ୍ତେଷ୍ଟି-କ୍ରିୟା ସମ୍ପନ୍ନ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭୁବନେଶ୍ୱରରୁ ପ୍ରକାଶ ପାଇ ଆସୁଥିବା ସାପ୍ତାହିକ ସମ୍ବାଦ ପତ୍ର ଇପିଏ ୱିକଲିର ମୁଖ୍ୟ ସମ୍ପାଦକ ଅନୀଲ ମିଶ୍ରଙ୍କ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘଦିନ ଧରି…
Read More...

ବରିଷ୍ଠ ନାଗରିକ ମଞ୍ଚ ତରଫରୁ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଅବସରରେ ବରିଷ୍ଠ ନାଗରିକ ମଞ୍ଚ ତରଫରୁ କେରାଣ୍ଡିତୋଳା ନାରାୟଣପୁର ଗ୍ରାମରେ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ମଞ୍ଚର ସଭାପତି ନରହରି ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଟାଙ୍ଗଣାପଲ୍ଲୀ…
Read More...

ଛତ୍ରପୁରରେ ଭାରତ ରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ୮୦ତମ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର କଂଗ୍ରେସ କମିଟି ପକ୍ଷରୁ ଭାରତ ରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ୮୦ତମ ଜନ୍ମ ଜୟନ୍ତୀ ଦିବସ ମଙ୍ଗଳବାର ପୂର୍ବାହ୍ନରେ ଅପର୍-ବସ୍‌ଷ୍ଟାଣ୍ଡ ସ୍ଥିତ ତାଙ୍କରି ପ୍ରତିମୂର୍ତ୍ତି ସ୍ଥଳରେ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ବରିଷ୍ଠ…
Read More...

ଇପିଏ ୱିକ୍ଲି ସମ୍ପାଦକଙ୍କ ବିୟୋଗରେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘର ଶୋକ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଇଷ୍ଟର୍ଣ୍ଣ ପ୍ରେସ୍‌ ଏଜେନ୍ସିର ପ୍ରତିଷ୍ଠାତା ତଥା ଭୁବନେଶ୍ୱରରୁ ପ୍ରକାଶ ପାଉଥିବା ଇପିଏ ୱିକ୍ଲିର ମୁଖ୍ୟ ସମ୍ପାଦକ ଅନୀଲ ପ୍ରସାଦ ମିଶ୍ରଙ୍କ ବିୟୋଗରେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ସଭାପତି ରବି ରଥ ଗଭୀର ଶୋକ ପ୍ରକାଶ କରିବା ସହ…
Read More...

କ୍ରାନ୍ତି, ବ୍ରହ୍ମପୁର ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ‘ମା’ ତୁଝେ ସାଲାମ୍‌ – ୨୦୨୪ରେ ଆହ୍ୱାନ

'ଆମେ ଏକତ୍ରିତ ହୋଇ କର୍କଟ ରୋଗରୁ ସ୍ଵାଧୀନତା ପାଇଁ ସଂଗ୍ରାମ ଜାରି ରଖିବୁ' ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ୭୮ତମ ସ୍ଵାଧୀନତା ଦିବସ ଅବସରରେ ସ୍ଥାନୀୟ ହିଲ୍‌ପାଟଣା ସ୍ଥିତ ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ପରିସରରେ ରଙ୍ଗାରଙ୍ଗ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ…
Read More...

ବ୍ରହ୍ମାକୁମାରୀ ସଂସ୍ଥାନରେ ନିଆରା ରାକ୍ଷୀ ପୂର୍ଣ୍ଣିମା ସମାହିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ଵବିଦ୍ୟାଳୟ ଛତ୍ରପୁର ଶାଖା ପରିସରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଏକ ନିଆରା ଧର୍ମୀ ପ୍ରଥାରେ ଭଉଣୀମାନେ ଭାଇମାନଙ୍କୁ ରାକ୍ଷୀ ବାନ୍ଧି ଭାଇଙ୍କର ଶୁଭ ମନାସୀଛନ୍ତି । ଈଶ୍ୱରୀୟ ଭାବନା ନେଇ ସମସ୍ତ…
Read More...