ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ଆସି କଂଗ୍ରେସ ନେତା ଭାଗିରଥୀ ବେହେରାଙ୍କ ପ୍ରାର୍ଥୀପତ୍ର ଦାଖଲ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ହଜାର ହଜାର ସମର୍ଥକ ଗହଣରେ କଂଗ୍ରେସ ନେତା ଭାଗିରଥି ବେହେରା ଛତ୍ରପୁର ବିଧାୟକ ପ୍ରାର୍ଥୀ ଭାବେ ବୁଧବାର ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଛତ୍ରପୁର ପୁତିଗୋପାଳପୁର ଠାରୁ ଏକ ବିଶାଳ ଶୋଭାଯାତ୍ରା ପଦଯାତ୍ରା ମାଧ୍ୟମରେ ବର୍ଣ୍ଣାଢ଼୍ୟ!-->…
Read More...
Read More...