ନିଶିଗନ୍ଧା ସାହିତ୍ୟ ସଂସଦର ନୂତନ କର୍ମକର୍ତ୍ତା ମନୋନୀତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ନିଶିଗନ୍ଧା ଭାଷା ପ୍ରତିଷ୍ଠାନ ଓ ନିଶିଗନ୍ଧା ସାହିତ୍ୟ ସଂସଦ ତରଫରୁ ଗତ ସୋମବାର ଦିନ ଭୁବନେଶ୍ୱର ଶହୀଦ ନଗରସ୍ଥିତ ବିଷ୍ଣୁ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠାନର ପ୍ରତିଷ୍ଠାତା ବଳରାମ ତରେଇଙ୍କ ସଭାପତିତତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଓଡ଼ିଆ!-->…
Read More...
Read More...