Browsing Tag

bramhapur news

ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡର ସଦସ୍ୟ ଭାବେ ସୁଧୀର ସାବତ ମନୋନୀତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ସରକାର ଯୋଜନା ଓ ସମନ୍ୱୟ ବିଭାଗ ଭୁବନେଶ୍ୱର ବିଜ୍ଞପ୍ତି ଚିଠି ନଂ. ୧୪୭୯ /ପି, ତାରିଖ ୦୩-୧୦-୨୦୨୬ ପ୍ରକାରେ ଓଡ଼ିଶା ଜିଲ୍ଲା ଯୋଜନା କମିଟଶ ଆଇନ, ୧୯୯୮ (୧୯୯୮ ର ଓଡ଼ିଶା ଆଇନ ୮) ର ଧାରା ୩ ର ଉପ-ଧାରା (୩) ର କ୍ଲଜ୍ (ସସସ) ସହ ଧାରା ୪…
Read More...

ବ୍ରହ୍ମପୁରରେ ଉପଖଣ୍ଡସ୍ତରୀୟ ଜନଶୁଣାଣି ଶିବିର, ୧୧୫ ଅଭିଯୋଗ ଗ୍ରହଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର, ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗର ଶୁଣାଣି କରି ତ୍ୱରିତ ସମାଧାନ ନିମନ୍ତେ ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଶିବିରରେ ମୋଟ ୧୧୫ଟି ଅଭିଯୋଗ ଗ୍ରହଣ…
Read More...

ଗଞ୍ଜାମ ଜିଲ୍ଲାରେ ଚଳିତ ବର୍ଷ ୫୦ ହଜାର ଲୋକଙ୍କ ଘରେ ସୋଲାର ପ୍ୟାନେଲ ସ୍ଥାପନ ଲକ୍ଷ୍ୟ : ଜିଲ୍ଲାପାଳ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ମାସବ୍ୟାପୀ ଚାଲୁଥିବା ‘ସେବା ସେତୁ ଅଭିଯାନ’ ଅବସରରେ ଟି.ପି.ଏସ୍‌.ଓ.ଡି.ଏଲ୍‌. ପକ୍ଷରୁ ଜିଲ୍ଲା ମହକୁମା ଛତ୍ରପୁରସ୍ଥ ସୋମବାର ଜିଲ୍ଲା ପରିଷଦ ଭବନର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ତଥା ଛତ୍ରପୁର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ‘ସେବା ସେତୁ’…
Read More...

ବ୍ରହ୍ମପୁର ରେଳ ଷ୍ଟେସନରେ ଟ୍ରେନ୍ ଡକାୟତି ଯୋଜନା ପଣ୍ଡ

ବ୍ରହ୍ମପୁର, (କେ ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ରେଳ ଷ୍ଟେସନରେ ଟ୍ରେନ୍ ଡକାୟତି ଯୋଜନା ପଣ୍ଡ ଜିଆର୍‌ପିଏସ୍‌ ଓ ଆରପିଏଫ୍‌ର ଚଢାଉ, ୪ ଗିରଫ ସହ ଜଣେ ଫେରାର । ଗିରଫ ଅଭିଯୁକ୍ତ ମାନେ ହେଲେ, କେ. ରବି କୁମାର ଗିରିମାର୍କେଟ, ଏନ୍. ପ୍ରସାଦ ପାତ୍ର ଲାଞ୍ଜିପଲ୍ଲୀ, ବିଭୂତି ଭୂଷଣ ଦାସ…
Read More...

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀଙ୍କ ଦ୍ୱାଦଶାହ କାର୍ଯ୍ୟ ସମାହିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରରେ ଅବସରପ୍ରାପ୍ତ ସହକାରୀ ଯୋଗାଣ ବିଭାଗ ଅଧିକାରୀ ସ୍ୱର୍ଗତ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ଦ୍ୱାଦଶାହ କାର୍ଯ୍ୟ ସ୍ଥାନୀୟ ଶିବ କୁମାର୍ ପଟ୍ଟନାୟକ ରିଡିଙ୍ଗ ରୁମ୍‌ରେ ବର୍ଣ୍ଣାଢ୍ୟ ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ସ୍ମୃତି ସଭା…
Read More...

ପାର୍ବଣ ପୂର୍ବରୁ ବ୍ରହ୍ମପୁରରେ ଗଡ଼ିଲା ମୁଣ୍ଡ : ଅଭିଯୁକ୍ତ ବିଟୁ ସାହୁ ଗିରଫ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପାର୍ବଣ ପୂର୍ବରୁ ବ୍ରହ୍ମପୁର ଉପକଣ୍ଠ ନିମଖଣ୍ଡି ଅଞ୍ଚଳରେ ଘଟିଛି, ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ଗତକାଲି ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଟୁନା ନାୟକ ନାମକ ଜଣେ ଦୁର୍ଦ୍ଧାନ୍ତ ଅପରାଧୀଙ୍କୁ ତଣ୍ଟି କାଟି ନିର୍ମମ ଭାବେ ହତ୍ୟା କରାଯାଇଥିବା…
Read More...

ସୀତାନଗରରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ସୀତାନଗରରୁ ଏକ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି । ଉକ୍ତ ଗ୍ରାମରେ ଏକ ଜାଲରେ ସାପଟି ଛନ୍ଦି ହୋଇଯାଇଥିବା ସ୍ଥାନୀୟ ଅଂଚଳବାସୀ ଦେଖି ବନ ବିଭାଗକୁ ଖବର ଦେଇଥିଲେ । ବନ ବିଭାଗ ବନ୍ୟ ପ୍ରାଣୀ ସୁରକ୍ଷା…
Read More...

ଗଜପତିନଗର ପ୍ରାଥମିକ ବିଦ୍ୟାଳୟ ଠାରେ ପାଞ୍ଚଜଣ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ବ୍ଲକ ପାଲୁରୁଗଡ଼ ପଞ୍ଚାୟତ ଅଧିନସ୍ଥ ଗଜପତିନଗର ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରତିଷ୍ଠିତ ପାଞ୍ଚଜଣ ବରପୁତ୍ର ଯଥା :- ଉତ୍କଳ ଗୌରବ ମଧୁସୂଦନ ଦାସ, ନେତାଜୀ ସୁବାଷ ଚନ୍ଦ୍ର ବୋଷ, ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ରାମଜୀ ଆମ୍ବେଦକର,…
Read More...

ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସରେ ବରିଷ୍ଠ ଶିକ୍ଷକ ନେତା କାମରାଜୁ ମହାରଣା ସମ୍ବର୍ଦ୍ଧିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ଅବସରରେ ଗଞ୍ଜାମ ଜିଲ୍ଲା ସ୍ତରୀୟ ଉତ୍ସବ ଛତ୍ରପୁର ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଜିଲ୍ଲାର ବିଭିନ୍ନ ଅଂଚଳରୁ ବରିଷ୍ଠ ନାଗରିକମାନେ ଉପସ୍ଥିତ ରହି ବିଭିନ୍ନ କାର୍ଯ୍ୟକ୍ରମ…
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଅନସ୍ଲୋ ହାଇସ୍କୁଲ ପ୍ରଥମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା-୨୦୨୬ରେ ଛତ୍ରପୁରସ୍ଥିତ ପିଏମ୍ ଶ୍ରୀ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ଅଧିକାର କରିଛି । ବିଦ୍ୟାଳୟ ପରିସରରେ ଆଜି ଅନୁଷ୍ଠିତ ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଗଞ୍ଜାମ…
Read More...