Browsing Tag

bramhapur news

ବ୍ରହ୍ମାକୁମାରୀ ସଂସ୍ଥାନରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ କେନ୍ଦ୍ରରେ ଆଜି ସକାଳେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ, ପ୍ରାଣାୟମ, ଓଁକାର ଧ୍ୱନି ମାଧ୍ୟମରେ ଯୋଗ ଶିକ୍ଷକ ରାମକୃଷ୍ଣ ମହାପାତ୍ରଙ୍କ
Read More...

ଧାନ ବିକ୍ରି କରିଥିବା ଲୋକଙ୍କ ଅର୍ଥ ପ୍ରାପ୍ୟରେ ଅହେତୁକ ବିଳମ୍ବ ଅଭିଯୋଗ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଧାନ ବିକ୍ରି କରିଥିବା ଲୋକଙ୍କୁ ତାଙ୍କ ଟଙ୍କା ଠିକ ଭାବେ ମିଳୁନଥିବା ଅଭିଯୋଗ ହୋଇଛି । ବାରମ୍ବାର ସ୍ଥାନୀୟ ପ୍ରାଥମିକ ସେବା ସମବାୟ ସମିତିକୁ ଯାଇ ଏବଂ ଜିଲ୍ଲା ଯୋଗାଣ ବିଭାଗକୁ ଯାଇ ହିତାଧିକାରୀମାନେ ନାନା ହଇରାଣ ହରକତ ହେଉଥିବା ଅଭିଯୋଗ ହୋଇଛି
Read More...

ଛତ୍ରପୁର ରାଜାଘର ଜଗନ୍ନାଥ ମନ୍ଦିର ପକ୍ଷରୁ “ପତିତପାବନ”ର ଦ୍ଵାଦଶତମ ସଂକଳନ ଉନ୍ମୋଚିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରସ୍ଥିତ ରାଜାଘର ଶ୍ରୀଶ୍ରୀ ଜଗନ୍ନାଥ ମନ୍ଦିର ତରଫରୁ ପ୍ରକାଶିତ ଆଧ୍ୟାତ୍ମିକ ସାହିତ୍ୟ ପତ୍ରିକା "ପତିତପାବନ"ର ଦ୍ଵାଦଶତମ ସଂକଳନ ଆନୁଷ୍ଠାନିକ ଭାବେ ମନ୍ଦିରବେଢ଼ା ନାଟ୍ୟମଣ୍ଡପରେ ଉନ୍ମୋଚିତ ହୋଇଛି । ପବିତ୍ର ରଥଯାତ୍ରା ଅବସରରେ ପ୍ରକାଶିତ
Read More...

ଛତ୍ରପୁରରେ ଶ୍ରୀଗୁଣ୍ଡିଚା ଯାତ୍ରା ସମାହିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ରାଜାଘର ଶ୍ରୀଶ୍ରୀ ଜଗନ୍ନାଥ ମନ୍ଦିରରେ ଶ୍ରୀଗୁଣ୍ଡିଚା ପର୍ବ ଅବସରରେ ସଅଳ ନୀତିକାନ୍ତି ଅନୁଷ୍ଠିତ ହୋଇ ପ୍ରତିବର୍ଷ ଭଳି ପୁରୀ ଶ୍ରୀମନ୍ଦିରର ନୀତିକାନ୍ତି ସଦୃଶ ଏଠାରେ ସମ୍ପନ୍ନ ହୋଇଛି । ସକାଳ ୯ଘଣ୍ଟା ବେଳେ ଶ୍ରୀ ଜୀଉଙ୍କ ପହଣ୍ଡି
Read More...

ଗଜପତିଙ୍କ ବେଶସାଜି ଛେରାପହଁରା କଲେ ଗଞ୍ଜାମ ଜିଲ୍ଲାପାଳ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ (ହିଞ୍ଜିଳି) ଅନ୍ତର୍ଗତ ଶେରଗଡ଼ ବ୍ଲକ୍ ଅଲାରିଗଡ଼ ଗ୍ରାମରେ ମଧ୍ୟ ରହିଛି, ଜଗନ୍ନାଥ ସଂସ୍କୃତିର ପ୍ରଚଳନ । ଏଠାରେ ଅବସ୍ଥାପିତ ବୃହତ୍ତମ ଜଗନ୍ନାଥ ମନ୍ଦିରରେ ମଧ୍ୟ ରହିଛି, ରଥଯାତ୍ରାର ପରମ୍ପରା ଏବଂ
Read More...

ଛତ୍ରପୁରର ରାଜାଘର ଶ୍ରୀଶ୍ରୀ ଜଗନ୍ନାଥ ମନ୍ଦିରରେ ନେତ୍ରଉତ୍ସବ ଓ ନବଯୌବନ ଦର୍ଶନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ରାଜାଘର ଶ୍ରୀଶ୍ରୀ ଜଗନ୍ନାଥ ମନ୍ଦିରରେ ଗତକାଲି ସନ୍ଧ୍ୟାରେ ନେତ୍ରଉତ୍ସବ ଓ ନବଯୌବନ ଦର୍ଶନ ଶୃଙ୍ଖଳିତ ଭାବେ ସମାହିତ ହୋଇଯାଇଛି । ଅଗଣିତ ଭକ୍ତଙ୍କ ସମାବେଶରେ ମନୋରଞ୍ଜନ କାର୍ଯ୍ୟକ୍ରମ ଅବସରରେ ଆଞ୍ଚଳିକ ମିଳିତ ସାଂସ୍କୃତିକ ସଂଗଠନ
Read More...

ସଂଗ୍ରାମୀ ସାଥୀ ସୁଭାଷ ପରିଡାଙ୍କ ନବମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ଗଣତନ୍ତ୍ରରେ ସାଧାରଣ ଜନତାଙ୍କ ଭୂମିକା ଓ ସରକାରଙ୍କ ସମ୍ପର୍କିତ ଆଲୋଚନାଚକ୍ର ବ୍ରହ୍ମପୁର, (କେପିଏନ୍‌ଏସ୍‌) : ବିଜିପୁରସ୍ଥିତ ସନ୍ତୋଷୀ ମା’ କଲ୍ୟାଣ ମଣ୍ଡପଠାରେ ସଂଗ୍ରାମୀ ସୁଭାଷ ପରିଡାଙ୍କ ନବମ ଶ୍ରାଦ୍ଧ ବାର୍ଷିକୀ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଗଣତନ୍ତ୍ରରେ ସାଧାରଣ
Read More...

ଗୋପାଳପୁର ବନ୍ଦର ପକ୍ଷରୁ ଆର୍ଯ୍ୟପଲ୍ଲୀ ଗ୍ରାମରେ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା କେନ୍ଦ୍ର ଆୟୋଜିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ବନ୍ଦର ଆନୁକୂଲ୍ୟରେ ଏହାର ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମ ସୌଜନ୍ୟରେ ନିକଟସ୍ଥ ଆର୍ଯ୍ୟପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଦିନିକିଆ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା କେନ୍ଦ୍ର ଆୟୋଜିତ ହୋଇଯାଇଛି । ହରିପୁର-ବନ୍ଦର ଗ୍ରାମ,
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ସମିତିସଭ୍ୟ ସଭ୍ୟାଙ୍କ ସମ୍ମିଳନୀ ଏବଂ ନୂତନ କର୍ମକର୍ତ୍ତା ଚୟନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାସ୍ତରୀୟ ସମିତିସଭ୍ୟ ସଭ୍ୟାଙ୍କ ସମ୍ମିଳନୀ ଏବଂ ନୂତନ କର୍ମକର୍ତ୍ତା ଚୟନ ହୋଇଛି । ଗତକାଲି ଛତ୍ରପୁରଠାରେ ଅନୁଷ୍ଠିତ ଏହି ସମସ୍ତ ସଭ୍ୟସଭ୍ୟାଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା ଏବଂ ନୂତନ କର୍ମକର୍ତ୍ତା ଗଠନ ହୋଇଛି । ତୃଣମୂଳ
Read More...

ଜାତୀୟସ୍ତରରେ ଗଞ୍ଜାମ ଜିଲ୍ଲା ପୁରସ୍କୃତ ହୋଇ ଓଡିଶା ପାଇଁ ଆଣି ଦେଲା ଗର୍ବ ଓ ଗୌରବ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଜାତୀୟସ୍ତରରେ ଗଞ୍ଜାମ ଜିଲ୍ଲା ପୁରସ୍କୃତ ହୋଇ ଓଡିଶା ପାଇଁ ଗର୍ବ ଓ ଗୌରବ ଆଣି ଇତିହାସରେ ଏକ ନୂତନ ଚର୍ଚ୍ଚିତ ଅଧ୍ୟାୟ ସୃଷ୍ଟି କରିଛି । ଗତ କିଛି ଦିନ ତଳେ ଗଞ୍ଜାମ ଜିଲ୍ଲା ପୁରସ୍କାର ପାଇ ଆମ ଓଡିଶା ପାଇଁ ଗର୍ବ ଓ ଗୌରବ ଆଣିଦେଇଛି । ପୁଣି ଥରେ
Read More...