ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ଭାବେ ରଞ୍ଜନ କୁମାର ଦାସଙ୍କ ଅତିରିକ୍ତ ଦାୟିତ୍ୱ ଗ୍ରହଣ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ରଞ୍ଜନ କୁମାର ଦାସ ଭା.ପ୍ର.ସେ. କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ, ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ଭାବେ ଗୁରୁବାର ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବରୁ ସେ ପୁରୀ ମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟକରି ଗତ ଜାନୁୟାରୀ ୨୯ ତାରିଖ!-->…
Read More...
Read More...