ରାଜ୍ୟବ୍ୟାପି ସାର ସଙ୍କଟ ଘଟଣା : ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ଯୋଗାଇବାକୁ ଦାବି କଲା ଚାଷୀ ସୁରକ୍ଷା ଅଭିଯାନ
ବ୍ରହ୍ମପୁର, (କେପିଏନ୍ଏସ୍) : ରାଜ୍ୟରେ ଚଳିତ ଜୁଲାଇ ମାସରେ ଭଲ ମୌସୁମୀ ବର୍ଷା ପରେ ଚାଷୀମାନେ ଖରିଫ ଧାନ ଚାଷ ପାଇଁ ଅଣ୍ଟା ଭିଡ଼ିଛନ୍ତି । ହେଲେ ଏତିକି ବେଳେ ଦେଖାଦେଇଥିବା ସାର ସଙ୍କଟ ଚାଷ ପାଇଁ ଚାଷୀଙ୍କ ସରାଗ ଭାଙ୍ଗି ଦେଇଛି । ରାଜ୍ୟର ଏକାଧିକ ଜିଲ୍ଲାରେ ୟୁରିଆ ଏବଂ ଡିଏପି ସାର!-->…
Read More...
Read More...