ଚମାଖଣ୍ଡି ଆଦର୍ଶ ବିଦ୍ୟାଳୟରେ ସିବିଏସ୍ଇ ଦଶମ ଶ୍ରେଣୀ ଟପ୍ପର ହେଲେ ଅବିନାଶ ଚୌଧୁରୀ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଓ ଦ୍ଵାଦଶ ଶ୍ରେଣୀର ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ତନ୍ମଧ୍ୟରୁ ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ଚମାଖଣ୍ଡିଠାରେ ଅବସ୍ଥାପିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର (ସିବିଏସ୍ଇ ପେର୍ଟେନ) ତରଫରୁ!-->…
Read More...
Read More...