ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଛତ୍ରପୁରଠାରେ ସଫେଇ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଉପଲକ୍ଷେ ଗାନ୍ଧୀ ଜୟନ୍ତୀର ଅବ୍ୟବହିତ ପୂର୍ବ ସକାଳ ୧୦ ଘଣ୍ଟାଠାରୁ ୧୧ ଘଣ୍ଟା ପର୍ଯ୍ୟନ୍ତ ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଛତ୍ରପୁରଠାରେ ସଫେଇ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟକେନ୍ଦ୍ରର!-->…
Read More...
Read More...