ଗଞ୍ଜେଇ ଜବତ : ୩ ଗିରଫ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କଳିଙ୍ଗ ଘାଟି ନିକଟରୁ ୨୫ କେଜି ଗଞ୍ଜେଇ ଜବତ ହୋଇଥିବା ଜଣାପଡିଛି । ଶନିବାର ଅବକାରୀ ବିଭାଗ ଚଢ଼ାଉ କରି ଏହି ଗଞ୍ଜେଇ ଜବତ କରିଛି । ଏହି ଘଟଣାରେ ତିନି ଜଣ ଚୋରା ଗଞ୍ଜେଇ ବେପାରୀଙ୍କୁ ଗିରଫ କରାଯାଇଛି ।!-->…
Read More...
Read More...