Browsing Tag

bramhapur news

ବ୍ରହ୍ମାକୁମାରୀ ସଂସ୍ଥାନ ପକ୍ଷରୁ ଶିବ ଧ୍ଵଜା ଉତ୍ତୋଳନ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି କେନ୍ଦ୍ର ଆନୁକୂଲ୍ୟରେ ଛତ୍ରପୁର ବ୍ଲକର ବିଭିନ୍ନ ସ୍ଥାନମାନଙ୍କରେ ଶିବ ଧ୍ଵଜା ଉତ୍ତୋଳନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ବିଶେଷ କାର୍ଯ୍ୟକ୍ରମରେ
Read More...

ପୋଲସରା ଓମ୍ ଶାନ୍ତି ଭବନରେ ଆୟୋଜିତ ଈଶ୍ୱରୀୟ ସମାରୋହରେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଯୋଗଦାନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପୋଲସରା ଶାଖା ଓମ୍ ଶାନ୍ତି ଭବନ ଠାରେ ପବିତ୍ର ମହାଶିବରାତ୍ରି ଉପଲକ୍ଷେ ଶିବ ଭଗବାନଙ୍କ ଈଶ୍ୱରୀୟ ତତ୍ତ୍ୱ ଜ୍ଞାନ ଉପରେ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶ୍ରମମନ୍ତ୍ରୀ
Read More...

ଛତ୍ରପୁର ଅଞ୍ଚଳର ବିଭିନ୍ନ ଶୈବପୀଠ ଓ ଦେବାଳୟମାନଙ୍କରେ ବ୍ୟାପକ ଆୟୋଜନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଅଞ୍ଚଳର ବିଭିନ୍ନ ଶୈବପୀଠ, ମନ୍ଦିର ଓ ଦେବାଳୟମାନଙ୍କରେ ମହାଶିବରାତ୍ରି, ଜାଗରମେଳା ଆଦି ମହୋତ୍ସବ ନିମନ୍ତେ ସ୍ୱତନ୍ତ୍ର ନୀତିକାନ୍ତି ଲାଗି ହୋଇଛି । ଛତ୍ରପୁର ଅଞ୍ଚଳର ବିଭିନ୍ନ ଶୈବପୀଠ ଓ ମନ୍ଦିରମାନଙ୍କରେ ସକାଳୁ ସକାଳୁ ପ୍ରବଳ ଭିଡ଼
Read More...

ପୁରୁଷୋତ୍ତମପୁର ଥାନା : ପ୍ରତାପୁର ଗ୍ରାମ ଏସ୍‌ବିଆଇ ଶାଖା ଏଟିଏମ୍ ଭାଙ୍ଗି ୧୦ ଲକ୍ଷ ଟଙ୍କା ଲୁଟ୍‌

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ଛକଠାରେ ଥିବା ଏସ୍‌ବିଆଇ ଶାଖାରେ ଗୁରୁବାର ବିଳମ୍ବିତ ରାତିରେ ଏଟିଏମ୍ ଭାଙ୍ଗି ଟଙ୍କା ଲୁଟ୍‌ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଭାରତୀୟ ଷ୍ଟେଟ ବ୍ୟାଙ୍କ ସ୍ଥାନୀୟ ଶାଖା
Read More...

ପୋଲସରାଠାରେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଦ୍ଵାରା ୪୭୨ ଜଣଙ୍କୁ ମଧୁବାବୁ ପେନସନ୍‌ ନୂତନ ଭତ୍ତା ବଣ୍ଟନ…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ମଧୁବାବୁ ପେନସନ୍‌ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶ୍ରମମନ୍ତ୍ରୀ
Read More...

ଦୀପକ ଫର୍ଟିଲାଇଜର ପ୍ଲାଣ୍ଟ ବସାଇବାକୁ ବିରୋଧ କରି କାଳୀପଲ୍ଲୀ ଗ୍ରାମବାସୀଙ୍କ ସହ ପୋଲିସର ଧସ୍ତାଧସ୍ତି

ପୋଲିସର ଲାଠିପାହାର ଘେନି କାଳୀପଲ୍ଲୀ ଗ୍ରାମ ଉତ୍ତେଜନା ପ୍ରବଣ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବିନା ସରକାରୀ ବିଜ୍ଞପ୍ତି ସୂଚନାରେ ପାଚେରୀ ନିର୍ମାଣ କାର୍ଯ୍ୟକୁ ବିରୋଧ କଲେ ଗାଁ ଲୋକ । ପାଚେରୀ ବସାଇବାକୁ ନେଇ ପୋଲିସ ସହ ଗ୍ରାମବାସୀ ଧସ୍ତାଧସ୍ତି ହୋଇଥିଲେ । ପୋଲିସ ପକ୍ଷରୁ
Read More...

ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା ଭାଜପା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟରେ ଦୁର୍ନୀତି ଓ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା, ରାଜ୍ୟରେ ଅରାଜକତା ଓ ଜନସାଧାରଣଙ୍କ ଅସୁରକ୍ଷିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାୟୀ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ ନେଇ ଗଞ୍ଜାମ ଜିଲ୍ଲା ଓ
Read More...

ବ୍ରହ୍ମାକୁମାରୀ ଛତ୍ରପୁର ସଂଗଠନ ପକ୍ଷରୁ ଶିବ ପରମାତ୍ମାଙ୍କ ବାଣୀ ପ୍ରଚାର ଅଭିଯାନ ଜାରି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି କେନ୍ଦ୍ର ପକ୍ଷରୁ ଚୈତନ୍ୟ ଝାଙ୍କିର ସୁସଜ୍ଜିତ ରଥ ଛତ୍ରପୁର ବ୍ଲକ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଗ୍ରାମରେ ପରିଭ୍ରମଣ କରିଥିଲା । ନିକଟ ଭବିଷ୍ୟତରେ ଆସିବାକୁ
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଧ୍ୟାପକ-ଅଧ୍ୟାପିକା ବିକାଶ ଭିତ୍ତିକ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଏକାଡେମିକ୍ ଏବଂ ଆଡମିନିଷ୍ଟ୍ରେଟିଭ୍ ଡେଭଲପମେଣ୍ଟ ସେଣ୍ଟର (ଏଆଇୟୁ-ଏଏଡିସି) ଓ ଆସୋସିଏସନ୍ ଅଫ୍ ଇଣ୍ଡିଆନ୍ ୟୁନିଭରସିଟିସ୍, ନୂଆଦିଲ୍ଲୀର ମିଳିତ ସହଯୋଗରେ ଆଜିଠାରୁ 'ଶିକ୍ଷାଦାନ ଏବଂ ଅନୁସନ୍ଧାନ ପାଇଁ ଉନ୍ନତ ଆଇସିଟି
Read More...

ବହୁ ଚର୍ଚ୍ଚିତ ବ୍ରହ୍ମପୁରର ଅଶୋକନଗର ବାଲାଜୀ ପଣ୍ଡିତ ହତ୍ୟା ମାମଲାରେ ୩ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବହୁ ଚର୍ଚ୍ଚିତ ବ୍ରହ୍ମପୁରର ଅଶୋକନଗର ବାଲାଜୀ ପଣ୍ଡିତ ହତ୍ୟା ମାମଲାରେ ୩ ଜଣ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ଗତ ୨୦୦୯ ମସିହା ଜୁନ୍‌ ୧ ତାରିଖରେ ବ୍ରହ୍ମପୁର ମହାନଗର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଅଶୋକନଗରରେ
Read More...