Browsing Tag

bramhapur news

ନଗର ଚିକିତ୍ସାଳୟରେ ୭୬ତମ ସ୍ୱାଧୀନତା ଦିବସ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ସ୍ଥାନୀୟ ନଗର ଚିକିତ୍ସାଳୟ ପରିସରରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ମେଡିକାଲ କର୍ମଚାରୀ ସଂଘର ସାଧାରଣ ସମ୍ପାଦିକା ରେଣୁପ୍ରିୟା ପାଢ଼ୀ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ରାଜ୍ୟ ଯୁଗ୍ମ ସମ୍ପାଦକ ରବିନ୍ଦ୍ର ନାୟକ, କୋଷାଧ୍ୟକ୍ଷ
Read More...

ଓଡ଼ିଶା ମେଡିକାଲ କର୍ମଚାରୀ ସଂଘ କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ସ୍ଥାନୀୟ ଏମକେସିଜି ମେଡିକାଲ କଲେଜ ପ୍ରାଙ୍ଗଣରେ ମେଡିକାଲ କର୍ମଚାରୀ ସଂଘ ତରଫରୁ ବିଶ୍ୱନାଥ ପଣ୍ଡିତ ଭବନ ଠାରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ହିନ୍ଦ୍‌ ମଜଦୁର ସଭାର ରାଜ୍ୟ ଉପସଭାପତି ତଥା ସଂଗଠନର ଉପଦେଷ୍ଟା ରବି ରଥ ଜାତୀୟ ପତାକା
Read More...

‘ନବୀନ’ କାର୍ଯ୍ୟାଳୟରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ସ୍ଥାନୀୟ 'ନବୀନ' କାର୍ଯ୍ୟାଳୟରେ ୭୪ତମ ସାଧାରଣତନ୍ତ୍ର ଦିବସ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । ଡ଼. ଡ଼ମ୍ବରୁଧର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ନବୀନର ସମ୍ପାଦକ ରବି ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଲୋଚନାଚକ୍ରରେ
Read More...

ଛତ୍ରପୁରଠାରେ ଜିଲ୍ଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ଜିଲ୍ଲା ମହକୁମା ଛତ୍ରପୁରସ୍ଥ ରିଜର୍ଭ ପୋଲିସ୍ ପ୍ୟାରେଡ଼ ପଡ଼ିଆଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଜାତୀୟ ଦିବସ ଅବସରରେ ଓଡ଼ିଶାର କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପଶୁସମ୍ପଦ
Read More...

ଘରେ ପଶି ମା’ ଓ ଝିଅଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ

ବ୍ରହ୍ମପୁର ବଡ଼ବଜାର ଥାନାରେ ଆକ୍ରମଣକାରୀ ଯୁବକ ଅଟକ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବଡ଼ବଜାର ଥାନା ଅଧିନସ୍ଥ ମହାନଗର ଅଞ୍ଚଳର ଫାଷ୍ଟଗେଟ୍ ରଘୁପତିନଗର ଅଞ୍ଚଳରେ ଜଣେ ଯୁବକ ଘରେ ପଶି ଜଣେ ମହିଳାଙ୍କୁ କାତିରେ ଆକ୍ରମଣ କରିବା ସାଙ୍ଗକୁ ଝିଅଙ୍କୁ ମଧ୍ୟ କାତିରେ
Read More...

ବ୍ରହ୍ମପୁର ଆଇଟିଆଇରେ ସ୍କ୍ରାପ୍‌ରେ ନିର୍ମିତ ନେତାଜୀଙ୍କ ପ୍ରତିମୂର୍ତ୍ତି ଉଦ୍‌ଘାଟିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସରକାରୀ ଆଇଟିଆଇ ଠାରେ ସୋମବାର ସ୍କ୍ରାପ୍ ଲୁହାରେ ନିର୍ମିତ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଉଦ୍‌ଘାଟିତ ହୋଇଯାଇଛି । ୨୦ ଦିନ ମଧ୍ୟରେ ଆଇଟିଆଇ ଫିଟର୍, ଓ୍ବେଲଡର୍, ପେଣ୍ଟର୍ ବିଭାଗର ପ୍ରଶିକ୍ଷାର୍ଥୀଙ୍କ ଦ୍ବାରା ବାଇକ୍ ଚେନ୍,
Read More...

୨୫ କିଲୋ ଗଞ୍ଜେଇ ଜବତ, ୪ ଗିରଫ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଚଢାଉ କରାଯାଇ ସହରର ବିଭିନ୍ନ ସ୍ଥାନରୁ ୪ ଜଣ ଯୁବକଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୨୫ କିଲୋ ଗଞ୍ଜେଇ ଜବତ କରିଛି । ଗିରଫ ଯୁବକମାନେ ହେଲେ ଝାଡଖଣ୍ଡ ରାଜ୍ୟର ରିତେଶ କୁମାର , ମାଲାକାନାଗିରି ଅଂଚଳର କୃଷ୍ଣ
Read More...

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତର ବୀର ସନ୍ତାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ଦିବସ ପାଳିତ ହୋଇଯାଇଛି । ଛତ୍ରପୁର ସହରର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରଭାତଫେରି, ମାଲ୍ୟାର୍ପଣ ସହ ଭକ୍ତିପୂତ ସମ୍ମାନ ସ୍ୱରୂପ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି
Read More...

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ପରିସରରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭଞ୍ଜବିହାର ତଥା ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ଜାତୀୟ ସେବା ସଂସ୍ଥା ଯୋଜନା ଆନୁକୂଲ୍ୟରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ଦିବସ ପାଳିତ ହୋଇଯାଇଛି । ସଭାର ଆରମ୍ଭରେ ଜାତୀୟ ସେବା ଯୋଜନା ଅଧିକାରୀ ଶକ୍ତି ରଞ୍ଜନ ଦାଶ ଅତିଥିମାନଙ୍କ
Read More...

ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ମହାନ ବିପ୍ଲବୀ ସ୍ୱାଧୀନତା ସଂଗ୍ରାମୀ ଓଡ଼ିଆ ସ୍ୱାଭିମାନର ପ୍ରତୀକ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜୟନ୍ତୀ ପାଳନ ଅବସରରେ ସ୍ଥାନୀୟ ଗାନ୍ଧୀନଗର ଛକ ସ୍ଥିତ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଶ୍ରଦ୍ଧାସୁମନ ଜ୍ଞାପନ କରାଯାଇଥିଲା ।
Read More...