କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଚାରା ରୋପଣ କାର୍ଯ୍ୟକ୍ରମ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରାଞ୍ଚଳ ପରିବ୍ୟାପ୍ତ ଅଞ୍ଚଳ ଆର୍ଯ୍ୟପଲ୍ଲୀ ସ୍ଥାନ ପରିସରରେ ଛତ୍ରପୁର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ନିର୍ମାଣାଧୀନ କୋଠାରେ ଶନିବାର ଏକ ବିଶାଳ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସମ୍ପ୍ରତି ବନ-ମହୋତ୍ସବ ଅଭିଯାନ!-->…
Read More...
Read More...