Browsing Tag

bramhapur news

ଠକେଇ ମାମଲାରେ ଜଣେ ଡାକ୍ତରଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ବ୍ରହ୍ମପୁର ବଡ଼ବଜାର ଥାନା ପୁଲିସ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭୁବନେଶ୍ୱରରେ ଫ୍ଲାଟ୍ ଦେବାକୁ କହି ୨ କୋଟି ଟଙ୍କା ଠକି ନେଇଥିବା ଅଭିଯୋଗରେ ବଡ଼ବଜାର ଥାନା ପୁଲିସ ଜଣେ ଡାକ୍ତରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି । ଗିରଫ ଡାକ୍‌କ୍ତର ଜଣକ ଡି. ଉତ୍ତମ କୁମାର(୪୫) ବୋଲି ଜଣାପଡିଛି । ସେ ଜଣେ
Read More...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ଲକ୍ଷାଧିକ ଭକ୍ତ

ଶନିବାର ରାତ୍ରିକାଳରେ ମନ୍ଦିରର ଦଧିନଉତିରେ ତ୍ରୀଶୁଳ ଓ ଧ୍ଵଜା ସ୍ଥାପନରବିବାର ପୂର୍ବାହ୍ନରେ ଯୋଗମାୟା ରାମଚଣ୍ଡୀଙ୍କ ସିଂହାସନ ଆରୋହଣ ହୋଇଛି ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସପ୍ତ-ମହାଯଜ୍ଞ ଅବସରରେ ରାମଚଣ୍ଡୀମନ୍ଦିର ଦଧିନଉତିରେ ବସିଲା ତ୍ରୀଶୁଳ ଓ ଧ୍ଵଜାବତରଣ ଲାଗି ହୋଇଛି
Read More...

ଠାକୁର ଶ୍ରୀଶ୍ରୀ ଅଭିରାମ ପରମହଂସ ଦେବଙ୍କ ମଲ୍ଲାଡ଼ ଆଶ୍ରମର ୪୩ତମ ବାର୍ଷିକ ଉତ୍ସବ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଜଗଦଗୁରୁ ଠାକୁର ଶ୍ରୀ ଶ୍ରୀ ଅଭିରାମ ପରମହଂସ ଦେବଙ୍କ ପ୍ରବର୍ତ୍ତିତ ଗଞ୍ଜାମ ଜିଲ୍ଲାର ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ମଲ୍ଲାଡ଼ ଗ୍ରାମ ଆଶ୍ରମର ୪୩ତମ ବାର୍ଷିକ ଉତ୍ସବ ବିବିଧ ସମାରୋହରେ ଆୟୋଜିତ ହୋଇଯାଇଛି । ତିନିଦିନ ଧରି ପାଳିତ ହେଉଥିବା ଠାକୁରଙ୍କ
Read More...

ଜାତୀୟ ନାଟ୍ୟ ପ୍ରତିଯୋଗିତା ନିମନ୍ତେ ବ୍ରହ୍ମପୁର କଳାକାରଙ୍କ ଝାଡଖଣ୍ଡ ଗସ୍ତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଝାଡଖଣ୍ଡ ରାଜ୍ୟର ଗିରିଢ଼ିହ ଠାରେ କଳା ସଙ୍ଗମ ଅନୁଷ୍ଠାନ ଦ୍ଵାରା ଆୟୋଜିତ ଜାତୀୟସ୍ତରୀୟ ବହୁଭାଷୀ ନାଟକ ଓ ନୃତ୍ୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଶାଶ୍ଵତୀ ଅନୁଷ୍ଠାନ ବ୍ରହ୍ମପୁରର ୧୦ ଜଣ କଳାକାର ଯାତ୍ରା କରିଛନ୍ତି । ନାଟ୍ୟକାର ରବି ନାରାୟଣ
Read More...

ଗଞ୍ଜେଇ ଚାଲାଣ ସନ୍ଦେହରେ ଯାଞ୍ଚ କରିବାରୁ ବ୍ୟାଗରୁ ମିଳିଲା ବିପୁଳ ଟଙ୍କା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜେଇ ଚାଲାଣ ସନ୍ଦେହରେ ଯାଞ୍ଚ କରିବାରୁ ବ୍ୟାଗରୁ ମିଳିଲା ବିପୁଳ ଟଙ୍କା । ସୂଚନା ଅନୁସାରେ ବ୍ୟାଗରେ ଜଣେ ବ୍ୟକ୍ତି ଗଞ୍ଜେଇ ନେଇ ବସରେ ଯାଉଥିବା ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗକୁ ଖବର ମିଳିଥିଲା । ଲାଞ୍ଜିପଲ୍ଲୀ ଜାତୀୟ ରାଜପଥ ନିକଟରେ
Read More...

ଅରୁନ୍ଧତୀ ଜୁଏଲର୍ସରୁ ସୁନା ଗାଏବ ଘଟଣା : ସୋ’ ରୁମ୍‌ର ମ୍ୟାନେଜରଙ୍କୁ ବାନ୍ଧିଲା ପୋଲିସ୍

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଅରୁନ୍ଧତୀ ଜୁଏଲର୍ସରୁ ସୁନା ଗାଏବ ଘଟଣାରେ ସୋ' ରୁମ୍‌ର ମ୍ୟାନେଜରଙ୍କୁ ବାନ୍ଧିଲା ପୋଲିସ । ସୂଚନା ଅନୁସାରେ ବଡ଼ବଜାର ଥାନା ଅନ୍ତର୍ଗତ ସାନବଜାର ସ୍ଥିତ ଅରୁନ୍ଧତୀ ଜୁଏଲର୍ସ ସୋ’ରୁମ୍‌ରୁ ୩୩ ଲକ୍ଷ ୩୮ ହଜାର ଟଙ୍କାର ସୁନା ଗହଣା ଗାଏବ ହୋଇଥିବା
Read More...

ରାମଚଣ୍ଡୀ ମନ୍ଦିରରେ ସପ୍ତ-ମହାଯଜ୍ଞ ଓ ନବଦିନାତ୍ମକ ଯଜ୍ଞାନୁଷ୍ଠାନ ମହୋତ୍ସବ ଆରମ୍ଭ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ନିକଟରେ ଅବସ୍ଥାପିତ ପୁରାଣ ପ୍ରସିଦ୍ଧ ଶକ୍ତିପୀଠ ମା' ରାମଚଣ୍ଡୀଙ୍କ ନୂତନ ମନ୍ଦିର, ପ୍ରାସାଦ ଏବଂ ପାର୍ଶ୍ଵ ଦେବା ଦେବୀଙ୍କ ମୂର୍ତ୍ତି ପ୍ରତିଷ୍ଠା ନିମନ୍ତେ ସପ୍ତ-ମହାଯଜ୍ଞ ଓ ନବଦିନାତ୍ମକ ଯଜ୍ଞାନୁଷ୍ଠାନ ମହୋତ୍ସବ ଆରମ୍ଭ ହୋଇଯାଇଛି ।
Read More...

ଗଞ୍ଜାମ ଜିଲ୍ଲାରେ କୁଳୀଣ ସମାଜ ମୁଖିଆଙ୍କ ଅର୍ଥ ଜୋରିମାନା, ଲୁଣ୍ଠନ, ଭ୍ରଷ୍ଟାଚାର ବିରୁଦ୍ଧରେ ସ୍ୱର ଲମ୍ବୁଛି

• ଜିଲ୍ଲା ପ୍ରଶାସନ ଏଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ବିଭିନ୍ନ ମହଲରେ ଦାବୀ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଗ୍ରାମାଞ୍ଚଳମାନଙ୍କରେ ଜାତି, କୁଳୀଣ ସମାଜରେ ଗାଁ ବାସନ୍ଦ, କୁଳ ବହିଷ୍କାର କରାଯାଇ ବ୍ୟକ୍ତିବିଶେଷଙ୍କ ଉପରେ ଅର୍ଥ ଜୋରିମାନା, ଆର୍ଥିକ ଓ
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ରଘୁନାଥ ପ୍ରସାଦ ପାଢୀ ଗ୍ରନ୍ଥାଗାର ତରଫରୁ ଏକଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ରଘୁନାଥ ପ୍ରସାଦ ପାଢୀ ଗ୍ରନ୍ଥାଗାର ତରଫରୁ କୁଳପତି ପ୍ରଫେସର ଗୀତାଞ୍ଜଳି ଦାସଙ୍କର ପ୍ରେରଣାରେ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଏକଦିବସୀୟ ଅଭିମୁଖୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଧୁନା ବ୍ରହ୍ମପୁର
Read More...

ଓଏସ୍‌ସିଆଇଟି ଶିକ୍ଷା କ୍ଷେତ୍ରରେ ଗଞ୍ଜାମ ଜିଲ୍ଲା ରାଜ୍ୟରେ ପ୍ରଥମ : କିମସ ପ୍ରେକ୍ଷାଳୟରେ ପୁରସ୍କୃତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ଅଧିନସ୍ଥ ଓକେସିଏଲର ପ୍ରଣୀତ ତଥା ଓଡିଶା ମୁକ୍ତ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରମାଣ ପତ୍ର ପ୍ରଦାନ କରାଯାଉଥିବା 'ଓଏସ୍‌ସିଆଇଟି' ଶିକ୍ଷା କ୍ଷେତ୍ରରେ ୨୦୨୨ ମସିହାରେ ଗଞ୍ଜାମ ଜିଲ୍ଲା ରାଜ୍ୟରେ
Read More...