Browsing Tag

bramhapur news

ରିଲାଏନ୍ସ ଫାଉଣ୍ଡେସନ ଓ କୁକୁଡାଖଣ୍ଡି ପ୍ରାଣୀ ବିକାଶ ବିଭାଗର ମିଳିତ ସହଯୋଗରେ ପ୍ରାଣୀଧନ ଯତ୍ନ ଉପରେ ସଚେତନତା…

ଶୀତଦିନମାନଙ୍କରେ ପ୍ରାଣୀମାନଙ୍କର ସ୍ୱାସ୍ଥ୍ୟ ଓ ଖାଦ୍ୟପେୟ ସମ୍ବନ୍ଧୀୟ ପରିଚାଳନା ଉପରେ ସଚେତନତା କାର୍ଯ୍ୟକ୍ରମ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର କୁକୁଡାଖଣ୍ଡି ବ୍ଲକ ଅନ୍ତର୍ଗତ ମହୁଡା ଗ୍ରାମ ପଞ୍ଚାଯତ ଅଧିନସ୍ଥ ମହୁଡା ଗ୍ରାମର ଭୈରବୀ ମନ୍ଦିର ପ୍ରାଙ୍ଗଣରେ
Read More...

ଗୋପାଳପୁର ବେଳାଭୂମି ମହୋତ୍ସବ ସକାଶେ ଦ୍ୱିତୀୟ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ବେଳାଭୂମି ମହୋତ୍ସବ ସକାଶେ ଦ୍ୱିତୀୟ ପ୍ରସ୍ତୁତି ବୈଠକ ଗୋପାଳପୁର ସ୍ଥିତ ସର୍କିଟ ହାଉସ୍ ଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ମାସ
Read More...

କୋଳିଦାସପୁର ହାଇସ୍କୁଲରେ ‘ସମାଜ’ ତରଫରୁ ଗୋପବନ୍ଧୁଙ୍କ ଆବକ୍ଷ ପ୍ରତିମୂର୍ତ୍ତି ଉନ୍ମୋଚନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଲୋକସେବକ ମଣ୍ଡଳ ଓ ସମାଜ ବ୍ରହ୍ମପୁର ଆନୁକୂଲ୍ୟରେ ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କୋଳିଦାସପୁର ହାଇସ୍କୁଲ ପରିସରରେ ପୂଣ୍ୟାତ୍ମା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଆବକ୍ଷ ପ୍ରତିମୂର୍ତ୍ତି ଉନ୍ମୋଚନ ହୋଇଯାଇଛି । ପ୍ରଧାନ ଶିକ୍ଷକ
Read More...

ଗଞ୍ଜାମ ଜିଲ୍ଲା ସହରାଞ୍ଚଳ ଉନ୍ନୟନ ପରିଷଦର ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସହରାଞ୍ଚଳ ଉନ୍ନୟନ ପରିଷଦର ବୈଠକ ଛତ୍ରପୁର ସ୍ଥିତ ଜଉଗଡ଼ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଏହି ବୈଠକରେ ପୌରାହିତ୍ୟ କରିଥିଲେ । ଜିଲ୍ଲା ସହରାଞ୍ଚଳ ଉନ୍ନୟନ ପରିଷଦ ନିର୍ବାହୀ
Read More...

ଏସିଆ ବୁକ୍‌ ଅଫ ରେକର୍ଡରେ ସତ୍ୟଙ୍କ କ୍ଷୁଦ୍ରତମ ତ୍ରିରଙ୍ଗା

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ବାଲୁକା ଶିଳ୍ପୀ ସତ୍ୟ ନାରାୟଣ ମହାରଣାଙ୍କ କ୍ଷୁଦ୍ରତମ ତ୍ରିରଙ୍ଗା ଏସିଆ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଛି । ଗତ ଅଗଷ୍ଟ ମାସରେ ସ୍ୱାଧୀନତା ଦିବସ ଅବସରରେ ସତ୍ୟ ୧ ମିଲିମିଟରର ଜାତୀୟ ପତାକା ନିର୍ମାଣ କରିଥିଲେ । ଏହାକୁ ସେ ଇଣ୍ଡିଆ ବୁକ ଅଫ ରେକର୍ଡ
Read More...

ଟୁର୍ ଡି କଳିଙ୍ଗ ଟିମକୁ ବ୍ରହ୍ମପୁରରେ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆମ ରାଜ୍ୟର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ଜାତୀୟ ତଥା ବିଶ୍ୱ ସ୍ତରରେ ପରିଚିତ କରାଇବା ସହ ବିଭିନ୍ନ ସଚେତନତା ବାର୍ତ୍ତା ନେଇ ସାରା ରାଜ୍ୟ ଭ୍ରମଣ କରୁଛି ଟୁର୍ ଡି କଳିଙ୍ଗ ଟିମ୍ । ପ୍ରକୃତି ଓ ଆଡଭେଞ୍ଚର ପ୍ରେମୀ ୨୦ ଜଣିଆ ଯୁବଗୋଷ୍ଠୀ ସାଇକେଲ୍
Read More...

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସାଂଗଠନିକ ସଭା ଓ ନୂତନ କର୍ମକର୍ତ୍ତା ମନୋନୀତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରସ୍ଥ ଲକ୍ଷ୍ମଣ ଭବନ ପରିସରରେ ଛତ୍ରପୁର ବ୍ଲକର ପ୍ରାଥମିକ ଶିକ୍ଷକ ସଂଘ (ଏନପିଏସ)ର ଏକ ସାଂଗଠନିକ ସଭା ଶିକ୍ଷକ କୃଷ୍ଣ ଚନ୍ଦ୍ର ଦାଶଙ୍କ ପୌରାହିତରେ ଅନୁଷ୍ଠିତ ହୋଇଯାଇଛି । ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ଦ୍ୱାରା ଆୟୋଜିତ ରାଜ୍ୟସ୍ତରୀୟ
Read More...

ଆନ୍ତଃ-ଜିଲ୍ଲା ଭଲିବଲ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ଦିନର ସନ୍ଧ୍ୟାରେ ଦାରିଙ୍ଗବାଡି ବିଜୟୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରସ୍ଥ ଜେଲ୍‌ ରୋଡ଼ ନିକଟରେ ଆନ୍ତଃ-ଜିଲ୍ଲା ଭଲିବଲ ଟୁର୍ଣ୍ଣାମେଣ୍ଟ ଆନୁଷ୍ଠାନିକ ଭାବେ ରବିବାର ଉଦ୍‌ଘାଟିତ ହୋଇଯାଇଛି । ପ୍ରଥମ ଦିବସ ମ୍ୟାଚରେ ରେଡ୍ଡୀ ସିକ୍ସ ଦଳକୁ ହରାଇ ପାୱାର ସିକ୍ସ ୨-୦ ସେଟରେ ବିଜୟୀ ଲାଭ କରିଛି । ସେହିପରି ଦ୍ୱିତୀୟ
Read More...

ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଞ୍ଚମ ଥର ପାଇଁ ଶ୍ରେଷ୍ଠ ବିଦ୍ୟାଳୟ ଭାବେ ବିବେଚିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରସ୍ଥ ଶ୍ରୀରାମନଗର ଠାରେ ଅବସ୍ଥାପିତ ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ପୁଣି ଥରେ ଶ୍ରେଷ୍ଠ ବିଦ୍ୟାଳୟ ଭାବେ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ସରକାରୀ ଭାବେ କୁହାଯାଇଛି । ସେହିପରି
Read More...

ଭାଷା ପ୍ରତିଷ୍ଠାନ ଓ ଭାଷା ସୁରକ୍ଷା ସଂସ୍ଥାନ ବ୍ରହ୍ମପୁର ଶାଖାର ମିଳିତ ଆନୁକୂଲ୍ୟରେ ପୋଥିପୁରୁଷ ପ୍ରଫେସର ସୁଦର୍ଶନ…

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ସ୍ଥାନୀୟ ଉତ୍କଳ ଆଶ୍ରମ ପରିସର ମଧ୍ୟରେ ଭାଷା ପ୍ରତିଷ୍ଠାନ (ପୋଲସରା) ଓ ଭାଷା ସୁରକ୍ଷା ସଂସ୍ଥାନ ବ୍ରହ୍ମପୁର ଶାଖାର ମିଳିତ ଆନୁକୂଲ୍ୟରେ ପୋଥିପୁରୁଷ ପ୍ରଫେସର ସୁଦର୍ଶନ ଆଚାର୍ଯ୍ୟଙ୍କ ସ୍ମୃତିଚାରଣ ସଭା ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି ।
Read More...