ମୋ ଯୁବ ଭାରତ ପକ୍ଷରୁ ନିଶାମୁକ୍ତ ଭାରତ କାର୍ଯ୍ୟକ୍ରମ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ମୋ ଯୁବ ଭାରତ ପକ୍ଷରୁ ଗଞ୍ଜାମର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଦିଗଦର୍ଶନ ଫାଉଣ୍ଡେସନ ଆନୁକୂଲ୍ୟରେ ନିଶାମୁକ୍ତ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ବ୍ଲକ ଅନ୍ତର୍ଗତ!-->…
Read More...
Read More...