Browsing Tag

bramhapur news

ଛତ୍ରପୁରର ରାଜାଘର ଶ୍ରୀଶ୍ରୀ ଜଗନ୍ନାଥ ମନ୍ଦିରରେ ନେତ୍ରଉତ୍ସବ ଓ ନବଯୌବନ ଦର୍ଶନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ରାଜାଘର ଶ୍ରୀଶ୍ରୀ ଜଗନ୍ନାଥ ମନ୍ଦିରରେ ଗତକାଲି ସନ୍ଧ୍ୟାରେ ନେତ୍ରଉତ୍ସବ ଓ ନବଯୌବନ ଦର୍ଶନ ଶୃଙ୍ଖଳିତ ଭାବେ ସମାହିତ ହୋଇଯାଇଛି । ଅଗଣିତ ଭକ୍ତଙ୍କ ସମାବେଶରେ ମନୋରଞ୍ଜନ କାର୍ଯ୍ୟକ୍ରମ ଅବସରରେ ଆଞ୍ଚଳିକ ମିଳିତ ସାଂସ୍କୃତିକ ସଂଗଠନ…
Read More...

ସଂଗ୍ରାମୀ ସାଥୀ ସୁଭାଷ ପରିଡାଙ୍କ ନବମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ଗଣତନ୍ତ୍ରରେ ସାଧାରଣ ଜନତାଙ୍କ ଭୂମିକା ଓ ସରକାରଙ୍କ ସମ୍ପର୍କିତ ଆଲୋଚନାଚକ୍ର ବ୍ରହ୍ମପୁର, (କେପିଏନ୍‌ଏସ୍‌) : ବିଜିପୁରସ୍ଥିତ ସନ୍ତୋଷୀ ମା’ କଲ୍ୟାଣ ମଣ୍ଡପଠାରେ ସଂଗ୍ରାମୀ ସୁଭାଷ ପରିଡାଙ୍କ ନବମ ଶ୍ରାଦ୍ଧ ବାର୍ଷିକୀ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଗଣତନ୍ତ୍ରରେ ସାଧାରଣ…
Read More...

ଗୋପାଳପୁର ବନ୍ଦର ପକ୍ଷରୁ ଆର୍ଯ୍ୟପଲ୍ଲୀ ଗ୍ରାମରେ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା କେନ୍ଦ୍ର ଆୟୋଜିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ବନ୍ଦର ଆନୁକୂଲ୍ୟରେ ଏହାର ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମ ସୌଜନ୍ୟରେ ନିକଟସ୍ଥ ଆର୍ଯ୍ୟପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଦିନିକିଆ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା କେନ୍ଦ୍ର ଆୟୋଜିତ ହୋଇଯାଇଛି । ହରିପୁର-ବନ୍ଦର ଗ୍ରାମ,…
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ସମିତିସଭ୍ୟ ସଭ୍ୟାଙ୍କ ସମ୍ମିଳନୀ ଏବଂ ନୂତନ କର୍ମକର୍ତ୍ତା ଚୟନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାସ୍ତରୀୟ ସମିତିସଭ୍ୟ ସଭ୍ୟାଙ୍କ ସମ୍ମିଳନୀ ଏବଂ ନୂତନ କର୍ମକର୍ତ୍ତା ଚୟନ ହୋଇଛି । ଗତକାଲି ଛତ୍ରପୁରଠାରେ ଅନୁଷ୍ଠିତ ଏହି ସମସ୍ତ ସଭ୍ୟସଭ୍ୟାଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା ଏବଂ ନୂତନ କର୍ମକର୍ତ୍ତା ଗଠନ ହୋଇଛି । ତୃଣମୂଳ…
Read More...

ଜାତୀୟସ୍ତରରେ ଗଞ୍ଜାମ ଜିଲ୍ଲା ପୁରସ୍କୃତ ହୋଇ ଓଡିଶା ପାଇଁ ଆଣି ଦେଲା ଗର୍ବ ଓ ଗୌରବ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଜାତୀୟସ୍ତରରେ ଗଞ୍ଜାମ ଜିଲ୍ଲା ପୁରସ୍କୃତ ହୋଇ ଓଡିଶା ପାଇଁ ଗର୍ବ ଓ ଗୌରବ ଆଣି ଇତିହାସରେ ଏକ ନୂତନ ଚର୍ଚ୍ଚିତ ଅଧ୍ୟାୟ ସୃଷ୍ଟି କରିଛି । ଗତ କିଛି ଦିନ ତଳେ ଗଞ୍ଜାମ ଜିଲ୍ଲା ପୁରସ୍କାର ପାଇ ଆମ ଓଡିଶା ପାଇଁ ଗର୍ବ ଓ ଗୌରବ ଆଣିଦେଇଛି । ପୁଣି ଥରେ…
Read More...

କେରାଣ୍ଡିତୋଳା ନାରାୟଣପୁର ବରିଷ୍ଠ ନାଗରିକ ମଞ୍ଚ ତରଫରୁ ରଜ ପର୍ବ ସମ୍ଭାର ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ କେରାଣ୍ଡିତୋଳା ନାରାୟଣପୁରଠାରେ ବରିଷ୍ଠ ନାଗରିକ ମଞ୍ଚ ଆନୁକୂଲ୍ୟରେ ତିନିଦିନିଆ ରଜ ମହୋତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ମହାଆଡମ୍ବର ତଥା ଧୂମ୍‌ଧାମ୍‌ରେ ଆୟୋଜିତ ହୋଇଯାଇଛି ।ବିଶେଷ କରି ଗ୍ରାମର କନ୍ୟାମାନଙ୍କ ମଧ୍ୟରେ…
Read More...

ଛତ୍ରପୁର ଏନ୍‌ଏସି ପକ୍ଷରୁ ଆହାର ରୋଷେଇ ଘରର ଶୁଭାରମ୍ଭ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁର ମୋ-ବସଷ୍ଟାଣ୍ଡ ପରିସରରେ ଅତ୍ୟାଧୁନିକ ଢାଞ୍ଚାରେ ପ୍ରାୟତଃ ୩୦ ଲକ୍ଷ ଟଙ୍କା ବିନିମୟରେ ନିର୍ମିତ ଆହାର ରୋଷେଇ ଘରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୨୫ମାର୍ଚ୍ଚ ୨୦୨୩ ରିଖରେ ଲୋକାର୍ପଣ କରିଛନ୍ତି । ଆଜି…
Read More...

ଶ୍ରେଷ୍ଠ ଜିଲ୍ଲା ଭାବେ ଗଞ୍ଜାମକୁ ଜାତୀୟ ଜଳ ପୁରସ୍କାର

• ଉପରାଷ୍ଟ୍ରପତି ଜଗଦୀପ ଧନଖଡ୍ଗ ୧୭ ତାରିଖରେ ନୂଆଦିଲ୍ଲୀରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ପୁରସ୍କୃତ କରିବେ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଜାତୀୟ ଜଳ ପୁରସ୍କାର ନିମନ୍ତେ ମଧ୍ୟପ୍ରଦେଶ ଶ୍ରେଷ୍ଠ ରାଜ୍ୟ ଭାବେ ମନୋନୀତ ହୋଇଥିବା ବେଳେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ଶ୍ରେଷ୍ଠ…
Read More...

୨ ଜଣ ଏଟିଏମ୍ ଲୁଟେରା ଗିରଫ : ଦୀର୍ଘ ୧୫ ବର୍ଷର ଉଦ୍ୟମ ପରେ ଏଟିଏମ୍ ଲୁଟେରାଙ୍କୁ ଧରିବାରେ ଗଞ୍ଜାମ ପୋଲିସକୁ ମିଳିଛି…

ଲୋକମାନଙ୍କର ମୋବାଇଲ ନମ୍ବରରେ ବଡ଼ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ପରିଚୟ ଦେଇ ହିନ୍ଦୀରେ କଥାବାର୍ତ୍ତା କରି ଏଟିଏମ୍ ନମ୍ବର ଓ ଆଧାର ନମ୍ବର ମାଗୁଥିଲେ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ୨ ଜଣ ଏଟିଏମ୍ ଲୁଟେରାଙ୍କୁ ଗିରଫ କରିଛି ଗଞ୍ଜାମ ପୋଲିସ । ଗିରଫ ବ୍ୟକ୍ତିମାନଙ୍କୁ ମାନ୍ୟବର…
Read More...

ସୋରଡ଼ାଥାନା ଅଧୀନରେ ଲୁଟତରାଜ ଗ୍ୟାଙ୍ଗଷ୍ଟାରଙ୍କୁ ଧରିବାରେ ଗଞ୍ଜାମ ପୋଲିସକୁ ମିଳିଛି ସଫଳତା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସୋରଡ଼ାଥାନା ଅଧୀନରେ ବହୁ କେସ୍‌ରେ ଜଡ଼ିତ ଥିବା କୁଖ୍ୟାତ ଅପରାଧୀ ତିନିଜଣଙ୍କୁ ପୋଲିସ ଧରିବାରେ ସଫଳ ହୋଇଛି । ଆଇ.ପି.ସି. ଅସ୍ତ୍ରଶସ୍ତ୍ର ଆଇନ ବଳରେ ସେମାନଙ୍କୁ ଗିରଫ କରି ପୋଲିସ ଜେଲ୍‌କୁ ପଠାଇଛି । ଏହି ଗ୍ୟାଙ୍ଗଷ୍ଟାରଙ୍କ…
Read More...