Browsing Tag

bramhapur news

ରାଜ୍ୟରେ ଚର୍ଚ୍ଚାରେ ଥିବା ଅର୍ଚ୍ଚନା ନାଗଙ୍କ ନାମରେ ସପ୍ତାହେ ହେଲା ବ୍ରହ୍ମପୁରରେ ବି ଚର୍ଚ୍ଚା ଜୋର ଧରିଛି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟରେ ଚର୍ଚ୍ଚାରେ ଥିବା ଅର୍ଚ୍ଚନା ନାଗଙ୍କ ନାମରେ ସପ୍ତାହେ ହେଲା ବ୍ରହ୍ମପୁରରେ ବି ଚର୍ଚ୍ଚା ଜୋର ଧରିଛି । ବଡ଼ ବଡ଼ ଲୋକଙ୍କୁ ବ୍ଲାକମେଲ କରି କୋଟି କୋଟି ଟଙ୍କା ଅର୍ଜନ କରୁଥିବା ଏହି ମହିଳା ଏବେ ଜେଲରେ । ହେଲେ ଉକ୍ତ ମହିଳାଙ୍କ ଲିଙ୍କ ଏବେ
Read More...

ଛତ୍ରପୁର ରିଡିଙ୍ଗରୁମ୍ ପରିସରରେ ମେଗା ରକ୍ତଦାନ ଶିବିର

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଶିବକୁମାର ପଟ୍ଟନାୟକ ରିଡିଙ୍ଗରୁମ୍ ପରିସରରେ ଛତ୍ରପୁର ପୌର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଓ ତାଙ୍କ ସ୍ୱାମୀ ସମାଜସେବୀ କେ.ଚନ୍ଦ୍ରଶେଖର ରେଡ୍ଡୀଙ୍କ ନେତୃତ୍ୱରେ ଏକ ରକ୍ତଦାନ ଶିବିର ଶୁକ୍ରବାର ଆୟୋଜିତ ହୋଇଯାଇଛି । ଏହି ରକ୍ତଦାନ
Read More...

ଏମ୍‌କେସିଜି ସୁପରସ୍ପେସିଆଲିଟି କୋଠାରୁ ଖସିଲା ସିଲିଂ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଏମ୍‌କେସିଜି ମେଡ଼ିକାଲ କଲେଜ ଏବଂ ହସପିଟାଲର ସୁପରସ୍ପେସିଆଲିଟି କୋଠାରୁ ସିଲିଂ ଜିପସମ୍‍ ଖସିଥିବା ଜଣାପଡିଛି । ଶୁକ୍ରବାର ଏହି କୋଠାର ତୃତୀୟ ମହଲାରେ ଥିବା ଏଣ୍ଡୋକ୍ରାଇନୋଲୋଜି ବିଭାଗର ଛାତରୁ ସିଲିଂ ଖସିଛି । ଏହାକୁ ନେଇ ରୋଗୀଙ୍କ ମଧ୍ୟରେ ଭୟ
Read More...

ବଡଦାସୁଡୁ ଆର୍‌. ସତ୍ୟମ ଜାତୀୟସ୍ତରୀୟ କଳାରତ୍ନ ପୁରଷ୍କାର ପାଇବେ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ଘଡଘଡାପଲ୍ଲୀ ସ୍ଥିତ ଶ୍ରୀ ଶ୍ରୀ ଲକ୍ଷ୍ମୀନୃସିଂହ କାମୀନି ଦାସୁଡୁ ସତ୍ୟମ ସେବା ନୃତ୍ୟକଳା କେନ୍ଦ୍ର (ଭଗବତ ଗାଦି)ର ସଭାପତି ତଥା ଜୟଦେବ ପୁରଷ୍କାରପ୍ରାପ୍ତ ବଡଦାସୁଡୁ ନୃତ୍ୟଗୁରୁ ଆର୍‌. ସତ୍ୟମ ରେଡ୍ଡୀଙ୍କୁ ବହୁଜନ
Read More...

ଗୋପାଳପୁର ବନ୍ଦର ପକ୍ଷରୁ ସପ୍ତାହବ୍ୟାପୀ ‘ଦାନ ଉତ୍ସବ’ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଚଳିତ ପାର୍ବଣ ଋତୁରେ ସମାଜକୁ କିଛି ଫେରାଇବାର ମହତ ଉଦ୍ଦେଶ୍ୟ ରଖି ଗୋପାଳପୁର ବନ୍ଦର ଏହାର କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ (ସିଏସ୍ଆର୍) ବ୍ୟାନରରେ ଜିପିଏଲ୍ ପରିସରରେ ସପ୍ତାହବ୍ୟାପୀ ‘ଦାନ ଉତ୍ସବ’ ପାଳନ କରିଛି । ଗତ ୨ ତାରିଖରୁ ଆରମ୍ଭ
Read More...

ଗଞ୍ଜାମ ଜିଲ୍ଲା ଆଧ୍ୟାତ୍ମିକ ଜନଜାଗରଣ ମହାଯଜ୍ଞ ପକ୍ଷରୁ ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁରସ୍ଥ ବ୍ରହ୍ମାନଗର ହନୁମାନ ମନ୍ଦିର ପରିସରରେ ଗଞ୍ଜାମ ଜନଜାଗରଣ ମହାଯଜ୍ଞ ତରଫରୁ ଏକ ବୈଠକ କ୍ରାନ୍ତି ବାବା ସ୍ୱାମୀ ସ୍ୱରୂପା ନନ୍ଦ ଗିରିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଗୋ-ସୁରକ୍ଷା ଓ ହିନ୍ଦୁ ଜାଗରଣକୁ ନେଇ ଆସନ୍ତା ନଭେମ୍ବର
Read More...

ଗଞ୍ଜାମ ଜିଲ୍ଲା ଗ୍ରାହକ ସୁରକ୍ଷା ପରିଷଦର ପ୍ରଥମ ବୈଠକ ଅନୁଷ୍ଠିତ

• ତିନିବର୍ଷ ପରେ ଗୋପାଳପୁର ବିଧାୟକ ଡ଼.ପ୍ରଦୀପ ପାଣିଗ୍ରାହୀଙ୍କ ଯୋଗଦାନ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ଗ୍ରାହକ ସୁରକ୍ଷା ପରିଷଦର ପ୍ରଥମ ବୈଠକ ଜିଲ୍ଲାପାଳ ତଥା ଗ୍ରାହକ ସୁରକ୍ଷା ପରିଷଦର ଅଧ୍ୟକ୍ଷ ଦିବ୍ୟ ଜ୍ୟୋତି
Read More...

ଉପସ୍ୱାସ୍ଥ୍ୟକେନ୍ଦ୍ରକୁ ଆଇଏସ୍‌ଓ ମାନ୍ୟତା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଧରାକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ଆର୍‌.ଦାମୋଦରପଲ୍ଳୀ ଉପସ୍ୱାସ୍ଥ୍ୟ ଏବଂ ଆରୋଗ୍ୟ କେନ୍ଦ୍ରକୁ ଆଇଏଏସ୍‌ଓ ମାନ୍ୟତା ମିଳିଛି । ଏନେଇ ଜିଲା ସ୍ୱାସ୍ଥ୍ୟ ପ୍ରଶାସନ ତରଫରୁ ସୂଚନା ପ୍ରଦାନ କରାଯାଇଛି । ଲୋକମାନଙ୍କୁ
Read More...

ଆଜିଠୁ ଖୋଲିବ ଓଟି କମ୍ପ୍ଲେକ୍ସ

ବ୍ରହ୍ମପୁର : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ମେଡିକାଲ ଅଧିକ୍ଷକଙ୍କ ଚାମ୍ବରରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଏମକେସିଜି ଅଧୀକ୍ଷକ ପ୍ରଫେସର ଡା. ସନ୍ତୋଷ କୁମାର ମିଶ୍ର ଓ ଡ଼ିନ ଡା. ଅବନୀକାନ୍ତ ମିଶ୍ର ଅଧ୍ୟକ୍ଷତା କରିଥିଲେ । ସେହିପରି ବିଭିନ୍ନ ବିଭାଗୀୟ
Read More...

ବିଦ୍ୟୁତ କମ୍ପାନୀକୁ ଛାଡ଼, ଗ୍ରାହକ ମୁଣ୍ଡରେ ଅଠା ବୋଳିବେ ରାଜ୍ୟ ସରକାର : ସଭାପତି ରମେଶ ଶତପଥୀ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଏକ ଜନକଲ୍ୟାଣ ରାଜ୍ୟରେ ସାଧାରଣ ଜନତାଙ୍କୁ ସୁବିଧା ସୁଯୋଗ ଦେବା ସରକାର ପ୍ରାଥମିକ ଦେବା ଉଚିତ । କିନ୍ତୁ ରାଜ୍ୟ ସରକାର ନିଜର ଅପାରଗତା ଏବଂ ବେପରୁଆ ମନୋଭାବ ଯୋଗୁଁ ଗତ ୧୦ ବର୍ଷରେ ଗ୍ରୀଡ଼କୋର କ୍ଷତି ହୋଇଥିବା ୭୭୮୮ କୋଟି ଟଙ୍କା ବିଦ୍ୟୁତ ଦର
Read More...