Browsing Tag

bramhapur news

ଜନ ଶିକ୍ଷଣ ସଂସ୍ଥାନ ଗଞ୍ଜାମ ପକ୍ଷରୁ ଉତ୍କଳ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଉତ୍କଳ ଦିବସ ଓ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଜନ ଶିକ୍ଷଣ ସଂସ୍ଥାନ ଗଞ୍ଜାମ ପକ୍ଷରୁ ସଂସ୍ଥାନର କାର୍ଯ୍ୟାଳୟ ପରିସରରେ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ଜନ ଶିକ୍ଷଣ ସଂସ୍ଥାନ ଗଞ୍ଜାମର ନିର୍ଦ୍ଦେଶକ ମନୋଜ ବିଶ୍ଵାଳ…
Read More...

ଗଞ୍ଜାମ ଡିଆରଡିଏ ସମ୍ମିଳନୀ ଗୃହରେ ଓକେସିଏଲ ପକ୍ଷରୁ ଦକ୍ଷତା ସହଯୋଗ କର୍ମଶାଳା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଡିଆରଡିଏ କାର୍ଯ୍ୟାଳୟର ଜଉଗଡ ସମ୍ମିଳନୀ କକ୍ଷଠାରେ ରବିବାର ଦିନ ଓକେସିଏଲର ଗଞ୍ଜାମ ଓ ଗଜପତି ଜିଲ୍ଲାସ୍ତରୀୟ ଦକ୍ଷତା ସହଯୋଗ କର୍ମଶାଳା ଆୟୋଜିତ ହୋଇଯାଇଛି । ଓକେସିଏଲର ଗଞ୍ଜାମ ଜିଲ୍ଲାର ମୁଖ୍ୟ ଏସ ରେଖା ମହାନ୍ତିଙ୍କ…
Read More...

ୟୁରୋ ସ୍କୁଲର ଚତୁର୍ଥ ବାର୍ଷିକ ଉତ୍ସବ ଓ ମାଗାଜିନ ‘ଇନ୍ସପେରିୟା’ ଉନ୍ମୋଚିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆନ୍ତର୍ଜାତିକ ସ୍ତରରେ ସହଅନୁବନ୍ଧିତ ହୋଇ ସ୍ୱୀକୃତିପ୍ରାପ୍ତ ‘ୟୁରୋ ସ୍କୁଲ’ ଛତ୍ରପୁରର ଚତୁର୍ଥ ବାର୍ଷିକ ଉତ୍ସବ ଓ ଆଭାସ କାର୍ଯ୍ୟକ୍ରମ ଅନୁଷ୍ଠାନର ଅଧ୍ୟକ୍ଷ ରଞ୍ଜନ ମହାପାତ୍ରଙ୍କ ପୌରାହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଶକ୍ତି-ଏନ୍ ଏଜୁକେସନ୍…
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ୮୮ତମ ଉତ୍କଳ ଦିବସ ସମାରୋହ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁରଠାରେ ୮୮ତମ ଉତ୍କଳ ଦିବସ ମହୋତ୍ସବ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଆନୁକୂଲ୍ୟରେ ମହାସମାରୋହରେ ବିଧିବଦ୍ଧ ଭାବେ ପାଳିତ ହୋଇଯାଇଛି । ଗତକାଲି ପ୍ରାତଃ ୫ ଘଣ୍ଟା ସମୟରେ ଡାକବାଜି ଯନ୍ତ୍ର ଯୋଗେ…
Read More...

୮୮ତମ ଉତ୍କଳ ଦିବସ ପାଳନ ଓ ନୂତନ ଶିକ୍ଷାବର୍ଷରକୁ ସ୍ୱାଗତ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଶ୍ରୀରାମନଗର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଉତ୍କଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହା ସହିତ ନୂତନ ଶିକ୍ଷାବର୍ଷ ୨୦୨୩-୨୪କୁ ସ୍ୱାଗତ କରାଯାଇ ଶିଶୁ ଓ ଅଭିଭାବକଙ୍କୁ ସ୍ୱାଗତ ଓ ଅଭିନନ୍ଦନ ଜ୍ଞାପନ କରାଯାଇଛି ।…
Read More...

୮୮ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ୮୮ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ଛତ୍ରପୁରସ୍ଥ ରିଜର୍ଭ ପୋଲିସ ପଡ଼ିଆଠାରେ ମହାସମାରୋହରେ ବିଧିବଦ୍ଧ ଭାବେ ପାଳିତ ହୋଇଯାଇଛି । ଗଞ୍ଜାମ ପୋଲିସ ଜିଲ୍ଲା ମୁଖ୍ୟାଳୟ ଛତ୍ରପୁରଠାରେ ଶନିବାର ପୂର୍ବାହ୍ଣରେ ସୁସଜିତ ଚିତାକର୍ଷକ ପୋଲିସ ପରେଡ଼…
Read More...

ଓଡ଼ିଶାର ସାମଗ୍ରୀକ ବିକାଶ ପାଇଁ ସମସ୍ତେ ଅଙ୍ଗୀକାରବଦ୍ଧ ହେବା ଆବଶ୍ୟକ

ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନ ପକ୍ଷରୁ ୮୮ତମ ଉତ୍କଳ ଦିବସ ସମାରୋହ ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଓଡ଼ିଶାର ଐତିହ୍ୟ ସଂସ୍କୃତି ସମଗ୍ର ବିଶ୍ୱକୁ ଆକର୍ଷିତ କରିଆସିଛି । ଭାଷା ଭିତ୍ତିରେ ଗଠିତ ଏହି ରାଜ୍ୟର ସାମଗ୍ରୀକ ବିକାଶ ପାଇଁ ସମସ୍ତେ ଅଙ୍ଗୀକାରବଦ୍ଧ ହୋଇ କାର୍ଯ୍ୟ…
Read More...

ନବୀନର ୨୫ତମ ବିଷୁବ ମିଳନ ରଜତ ଜୟନ୍ତୀ ଓ ରାଜ୍ୟସ୍ତରୀୟ ସାରସ୍ୱତ ସମାବେଶ ପ୍ରସ୍ତୁତି

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଓଡ଼ିଶାର ସର୍ବପୁରାତନ ସମ୍ବାଦପତ୍ର ନବୀନ ପକ୍ଷରୁ ଗଠିତ ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନ ଆନୁକୂଲ୍ୟରେ ୨୫ତମ ବିଷୁବ ମିଳନ ରଜତ ଜୟନ୍ତୀ ଅବସରରେ ୫ଜଣ ପ୍ରତିଭାଧାରୀଙ୍କୁ ସମ୍ମାନିତ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି…
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୪ତମ ସମାବର୍ତ୍ତନ ଉତ୍ସବ ପାଳିତ

ଓଡ଼ିଶାର ମହାମହିମ ରାଜ୍ୟପାଳ ତଥା ବିଶ୍ଵବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲଙ୍କ ଯୋଗଦାନ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭଞ୍ଜବିହାର ସ୍ଥିତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୪ତମ ସମାବର୍ତ୍ତନ ଉତ୍ସବ ପାଳିତ ହୋଇଯାଇଛି । ଓଡ଼ିଶାର ମହାମହିମ ରାଜ୍ୟପାଳ ତଥା…
Read More...

ଅପ୍ରିଲ ୨୦ ତାରିଖରେ ମିଳିତ ବାମପନ୍ଥୀ ସମର୍ଥିତ ଦଳର ଜନ ଆନ୍ଦୋଳନ ଓ ପ୍ରତିବାଦ ସଭା

ବିରୋଧୀ ସାଂସଦ ରାହୁଲ ଗାନ୍ଧୀଙ୍କ ଉପରେ ଇଡ଼ି ମାମଲା ଜାରି କରି ଗିରଫ କରି ଜେଲ୍ ପଠାଇବା ପ୍ରଥାକୁ ଘୋର ନିନ୍ଦା ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସମ୍ବିଧାନର ସୁରକ୍ଷା ଓ ଗଣତନ୍ତ୍ରର ସୁରକ୍ଷା ଦିଗରେ ବିରାଟ ବିଫଳତା ଏବଂ ପ୍ରତିବନ୍ଧକ ଦେଖା ଦେଇଛି ବୋଲି ବାମପନ୍ଥୀ ଦଳ ଅଭିଯୋଗ…
Read More...