Browsing Tag

bramhapur news

୨୮ରେ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୭୫ତମ ସ୍ୱନକ୍ଷତ୍ର ଦିବସ ପାଳନ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ପବିତ୍ର ଦୀପାବଳୀ ଅବସରରେ ଅଗ୍ରଣୀ ସାହିତ୍ୟାନୁଷ୍ଠାନ ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନର ଏକ ବୈଠକ ନବୀନ ଭବନ ପରିସରରେ ନବୀନର ସମ୍ପାଦକ ରବି ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ପ୍ରତିଷ୍ଠାନର କାର୍ଯ୍ୟକାରୀ ସଭାପତି ତଥା ଓଡ଼ିଶାର ସ୍ୱନାମଧନ୍ୟ
Read More...

୪୦ କେଜି ଗଞ୍ଜେଇ ଜବତ : ୩ ଗିରଫ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଗଞ୍ଜାମ ଜିଲ୍ଲା ଦେଇ ବିଭିନ୍ନ ସ୍ଥାନକୁ ଗଞ୍ଜେଇ ଚୋରା ଚାଲାଣ ହେଉଛି । ଗଜପତି ଓ କନ୍ଧମାଳରୁ ବେଆଇନ ଭାବେ ଏହି ଗଞ୍ଜେଇ ଚୋରା ଚାଲାଣ ହୋଇଥାଏ । ଏହି ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ଅବକାରୀ ଗୁଇନ୍ଦା ବିଭାଗ ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢ଼ାଉ
Read More...

ଛତ୍ରପୁର ନୀଳକଣ୍ଠ କଲେଜରେ ଟିବି ସଚେତନତା କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରସ୍ଥ ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟ ପରିସରରେ ଯୁବ ରେଡକ୍ରସ୍‌ ଆନୁକୁଲ୍ୟରେ ଶନିବାର ଟିବି ସଚେତନତା ଉପରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.ରାଜେନ୍ଦ୍ର କୁମାର ଦାଶଙ୍କ
Read More...

ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ବୈଠକ

• ଗର୍ଭବତୀ ମହିଳାଙ୍କୁ ସ୍ଥାନାନ୍ତର ସକାଶେ ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରବିବାର ଠାରୁ ମଙ୍ଗଳବାର ୨୫ ତାରିଖ ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ପ୍ରବଳ ବର୍ଷା ସମ୍ଭବନା ରହିଥିବା ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନ
Read More...

ଛତ୍ରପୁର ବ୍ଲକ କାଳୀପଲ୍ଲୀବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳର ଜମି ହରାଇଥିବା କାଳୀପଲ୍ଲୀ ଅଞ୍ଚଳର ଶହ ଶହ ଚାଷୀ ପରିବାରଙ୍କ ହିତ ଦୃଷ୍ଟିରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଶୁକ୍ରବାର ସନ୍ଧ୍ୟାରେ ଏକ ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସାର୍ବଜନୀନ କ୍ରମେ ଏକ
Read More...

୬୩ତମ ଓଡିଶା ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ୬୩ତମ ଓଡିଶା ପୋଲିସ ଶହୀଦ ସ୍ମୃତି ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ଏହି ଅବସରରେ ଗଞ୍ଜାମ ପୋଲିସ ଜିଲ୍ଲା ମୁଖ୍ୟାଳୟ ଛତ୍ରପୁରଠାରେ ଆୟୋଜିତ ଏକ ଭବ୍ୟ ବର୍ଣ୍ଣାଢ୍ୟ ମିଳିତ ପରେଡ଼ ସାମାରୋହରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରାଏ ମୁଖ୍ୟ ଅତିଥି
Read More...

ରାଜ୍ୟସ୍ତରୀୟ ଗଣତାନ୍ତ୍ରିକ ପ୍ୟାରେଡ ଶିବିର ପାଇଁ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ବାରିପଦା ଗସ୍ତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଜାତୀୟ ସେବା ଯୋଜନା ନିମନ୍ତେ ରାଜ୍ୟସ୍ତରୀୟ ଗଣତାନ୍ତ୍ରିକ ପ୍ୟାରେଡ ଶିବିର ପାଇଁ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଗସ୍ତ ହୋଇଛି । ଜାତୀୟ ସେବା ଯୋଜନାର ରାଜ୍ୟସ୍ତରୀୟ ଗଣତାନ୍ତ୍ରିକ ପ୍ୟାରେଡ ୨୦-୨୧ ଅକ୍ଟୋବର, ୨୦୨୨ରେ ବାରିପଦା
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ସ୍ୱତନ୍ତ୍ର ବକ୍ତୃତା ଆସର ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ସ୍ୱତନ୍ତ୍ର ବକ୍ତୃତା ଆସର ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏହି ସ୍ୱତନ୍ତ୍ର ଆସରରେ ବକ୍ତୃତାରେ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ ଅଧ୍ୟକ୍ଷତା କରିଥିଲେ । ଏଥି ସହ ବିଭାଗ ସମୂହ ପରିଷଦର ଅଧ୍ୟକ୍ଷ ପ୍ରଫେସର
Read More...

ହୁମ୍ମାଠାରେ ବିଜେଡ଼ିର ଜନ ସମ୍ପର୍କ ପଦଯାତ୍ରା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକର ହୁମ୍ମାଠାରେ ବିଜୁ ଜନତା ଦଳ ତରଫରୁ ଏକ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଏବଂ ବ୍ରହ୍ମପୁର ମେୟର ତଥା ଗଞ୍ଜାମ ଜିଲ୍ଲା ବିଜୁ ଜନତା
Read More...

ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ନିମନ୍ତେ ସଚେତନତା ପଦଯାତ୍ରା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ପଞ୍ଚାୟତର ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ସମ୍ପୂର୍ଣ୍ଣ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ନିମନ୍ତେ ଏକ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ମାଧ୍ୟମରେ
Read More...