ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ପାଳିତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ବିପୁଳିଙ୍ଗି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ସଂସ୍କୃତ ପଣ୍ଡିତ ରମେଶ ଚନ୍ଦ୍ର ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି!-->…
Read More...
Read More...