Browsing Tag

bramhapur news

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବୁଦ୍ଧିଜୀବୀ ସମ୍ମିଳନୀ ଆୟୋଜିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର ମଧ୍ୟରେ ବିଦ୍ୟାଳୟର ସଭାପତି ଉପେନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ୱାଧୀନତାର ଅମୃତ ମହୋତ୍ସବ ଅବସରରେ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀମାନଙ୍କୁ ନେଇ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଉକ୍ତ
Read More...

ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ଛତ୍ରପୁର ଶାଖାରେ ୭୬ତମ ସ୍ଵାଧୀନତା ଦିବସ ପାଳନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖାରେ ୭୬ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ କନିଷ୍ଠ ବିଭାଗର ଅଧ୍ୟକ୍ଷ କିଶୋର କୁମାର ବେହେରା ମୁଖ୍ୟଅତିଥି
Read More...

ସ୍ୱାଧୀନତାର ଅମୃତ ମହୋତ୍ସବ ପ୍ରସଙ୍ଗରେ ସାହିତ୍ୟ ଆସର

ଜାତୀୟତା ପ୍ରାଣରେ ଉଦବୁଦ୍ଧ ହୋଇ ବ୍ରିଟିଶ ବିରୁଦ୍ଧରେ ଲଢ଼ିଥିବା ଅବିଭକ୍ତ ଗଞ୍ଜାମ ଜିଲ୍ଲାର ମୁକ୍ତିସଂଗ୍ରାମ ଅଦ୍ୱିତୀୟ : ବିଭିନ୍ନ ବକ୍ତାଙ୍କ ମତପ୍ରକାଶ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଛତ୍ରପୁର ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ
Read More...

ଷଣ୍ଢମୂଳ ପ୍ରାଥମିକ ସେବା ସମବାୟ ସମିତିରେ ୭୬ତମ ସ୍ୱାଧୀନତା ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଷଣ୍ଢମୂଳ ପ୍ରାଥମିକ ସେବା ସମବାୟ ସମିତି ପରିସରରେ ୭୬ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ସମିତିର ସଭାପତି ରବି ନାରାୟଣ ପଣ୍ଡା ଯୋଗଦେଇ ଆନୁଷ୍ଠାନିକ ଜାତୀୟ ପତାକା
Read More...

‘ନବୀନ’ କାର୍ଯ୍ୟାଳୟରେ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଓ ଦେଶାତ୍ମବୋଧକ କବିତା ପାଠ ଅନୁଷ୍ଠିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ସ୍ଥାନୀୟ 'ନବୀନ' କାର୍ଯ୍ୟାଳୟରେ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ପରିପ୍ରେକ୍ଷୀରେ ୭୬ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । ଏହି ଅବସରରେ ଦେଶାତ୍ମବୋଧକ କବିତା ପାଠ କରାଯାଇଥିଲା । ଡ଼. ଡ଼ମ୍ବରୁଧର ସାହୁ ମୁଖ୍ୟ ଅତିଥି ଭାବେ
Read More...

ଜାତୀୟ ମୁକ୍ତି ସଂଗ୍ରାମରେ ଗଞ୍ଜାମର ଭୂମିକା ଅତୁଳନୀୟ ଓ ଅବିସ୍ମରଣୀୟ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦରମହକୁମା ଛତ୍ରପୁର ରିଜର୍ଭ ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲ୍ଲାସ୍ତରୀୟ ୭୬ତମ ସ୍ୱାଧୀନତା ଦିବସ ବର୍ଣ୍ଣାଢ୍ୟ ସାମାରୋହରେ ପାଳିତ ହୋଇଯାଇଛି । ବିଜ୍ଞାନ, କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ
Read More...

ଛତ୍ରପୁର ସହରରେ ଏକ ସାରସ୍ୱତ ସାମାରୋହରେ କିଚେନ-୯୯ ମେଗା ରେଷ୍ଟୁରାଣ୍ଟ ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଯୁଗର ପରିବର୍ତ୍ତନ ଅନୁଯାୟୀ ଲୋକଙ୍କ ଚାଲିଚଳନ ଓ ଖାଦ୍ୟପେୟର ମଧ୍ୟ ପରିବର୍ତ୍ତନ ହେବାରେ ଲୋକଙ୍କ ରୁଚି ରହିଛି । ସୁଲଭ ମୂଲ୍ୟରେ ସ୍ୱାଦିଷ୍ଟ ଖାଦ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ ଏଠାରେ ଏକ ମୋଡେଲିଙ୍ଗ ହୋଟେଲ ଖୋଲିଯାଇଛି । ରବିବାର ଅପରାହ୍ନରେ
Read More...

ଛତ୍ରପୁର ମହିଳା ମହାବିଦ୍ୟାଳୟ ପକ୍ଷରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମର ସଫଳ ରୂପାୟନ ଲାଗି ଛତ୍ରପୁର ମହିଳା ମହାବିଦ୍ୟାଳୟ ପକ୍ଷରୁ ମୋ କଲେଜ ଅଭିଯାନ ଓ ଜାତୀୟ ସେବା ସଂସ୍ଥା ପକ୍ଷରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read More...

ଆମନ୍ତ୍ରିତ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଛତ୍ରପୁରଠାରେ ସ୍ୱାଗତ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରଠାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ପବିତ୍ର ୭୬ତମ ସ୍ୱାଧୀନତା ଦିବସ ସମାରୋହରେ ବିଜ୍ଞାନ ଏବଂ କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଅଭିବାଦନ ଗ୍ରହଣ କରିବେ ।
Read More...

ରାଧେଶ୍ୟାମ ଫାଉଣ୍ଡେସନ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରକ୍ତଦାନ ଏକ ମହତ ଦାନ । ଏହି ମହାନ କାର୍ଯ୍ୟ କରିବା ନିମନ୍ତେ ଆଗେଇ ଆସିଛନ୍ତି ଜଣେ ଯୁବ କାଉନସିଲର ତଥା ରାଧେଶ୍ୟାମ ଫାଉଣ୍ଡେସନ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟର ସଭାପତି ଦେବାଶିଷ ମିଶ୍ର । ଛତ୍ରପୁର ଅଞ୍ଚଳର ଲୋକଙ୍କୁ କିପରି ରକ୍ତ ଅଭାବ ନହେବ
Read More...