Browsing Tag

bramhapur news

ଗଞ୍ଜାମ ଜିଲ୍ଲାସ୍ତରୀୟ ବିଶ୍ୱ ଦିବ୍ୟାଙ୍ଗ ଦିବସ-୨୦୨୨ ସମାହିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାସ୍ତରୀୟ ବିଶ୍ୱ ଦିବ୍ୟାଙ୍ଗ ଦିବସ ଜିଲ୍ଲା ସଦର ମହକୁମା ଛତ୍ରପୁର ମୁଖ୍ୟ ଷ୍ଟାଡିୟମରେ ଶନିବାର ସନ୍ଧ୍ୟାରେ ସମାହିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାର ସମସ୍ତ ସିଆରସିସି, ବିଆରସିସି, ସମସ୍ତ ବିଇଓ, ଜିଲ୍ଲାର ସମସ୍ତ
Read More...

ଫଲଗୁ ସାହିତ୍ୟ ସଂସଦ ପକ୍ଷରୁ ପ୍ରଫେସର ସୁଦର୍ଶନ ଆଚାର୍ଯ୍ୟଙ୍କ ସ୍ମୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁରସ୍ଥ ଫଲଗୁ ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ପ୍ରଫେସର ସୁଦର୍ଶନ ଆଚାର୍ଯ୍ୟଙ୍କ ସ୍ମୃତିଚାରଣ ଶନିବାର ସନ୍ଧ୍ୟାରେ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସ୍ୱର୍ଗତ ଆଚାର୍ଯ୍ୟ ଜଣେ ଗୁଣମୁଗ୍ଧ ସାହିତ୍ୟ ପ୍ରେମୀ ଓ
Read More...

ରେଡ୍ଡୀ ମହାସଂଘ ତରଫରୁ ଶ୍ରୀନୃସିଂହନାଥଙ୍କ ସେବାଧାରୀ ଦାସୁଡୁ ସତ୍ୟମ ରେଡ୍ଡୀଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଶ୍ରୀ ଶ୍ରୀ ଲକ୍ଷ୍ମୀ ନୃସିଂହ କାମିନୀ ଦାସୁଡୁ (ସତ୍ୟମ) ସେବା ନୃତ୍ୟ କଳାକେନ୍ଦ୍ର ଭାଗବତ ଗାଦୀର ମୁଖ୍ୟ ବଡ଼ ଦାସୁଡୁ ଆର.ସତ୍ୟମ ରେଡ୍ଡୀ ଜଣେ କୋହଲା ନୃତ୍ୟ ଦାସୁଡୁ ସଂଗଠକ ଭାବେ ସେ ବହୁମୁଖୀ ପ୍ରତିଭାର ଅଧିକାରୀ ହୋଇ ରାଜ୍ୟ ଓ ଜାତୀୟ ସ୍ତରରେ
Read More...

ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ ପାଇଁ ରାଜନୈତିକ ଦଳଙ୍କୁ ନେଇ ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟକ୍ରମ ସକାଶେ ସମସ୍ତ ରାଜନୈତିକ ଦଳଙ୍କୁ ନେଇ ଶନିବାର ଗଞ୍ଜାମ ଜିଲ୍ଲାପାଳ କାର୍ଯ୍ୟାଳୟର ସଦ୍ଭାବନା ସମ୍ମିଳନୀ ଗୃହରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ୧୭ ବର୍ଷରୁ ଉର୍ଦ୍ଧ୍ବ ଯୁବକ ଯୁବତୀମାନଙ୍କ ନାମ ଭୋଟର
Read More...

ଓଷ୍ଟା ତରଫରୁ ଛତ୍ରପୁର ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ମାଧ୍ୟମିକ ଶିକ୍ଷକ ସଂଘ (ଓଷ୍ଟା) ଆନୁକୂଲ୍ୟରେ ଛତ୍ରପୁର ବ୍ଲକସ୍ତରୀୟ ଶିଶୁ ମହୋତ୍ସବ କରାପଲ୍ଲୀ ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଓଷ୍ଟା ସଂଗଠନ ଗଞ୍ଜାମ-ଗଜପତିର ପୂର୍ବତନ ସଂପାଦକ କାମରାଜୁ ମହାରଣା ମୁଖ୍ୟ
Read More...

ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟ ଫାଟକରେ ଲାଗିଲା ମେଟାଲ ଡିଟେକ୍ଟର

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟ ଫାଟକରେ ମେଟାଲ ଡିଟେକ୍ଟର ଲଗାଯାଇଛି । ଗତ ୫ ଦିନ ମଧ୍ୟରେ ଦୁଇଟି ବଡ଼ ଘଟଣା ଘଟିବା ପରେ ଏହି ପଦକ୍ଷେପ ନିଆଯାଇଛି । ଜଜଙ୍କୁ ଦୁର୍ବୃତ୍ତଙ୍କ ଛୁରା ଦେଖାଇ ହତ୍ୟା ଧମକ ଓ ମହିଳାଙ୍କ କୋର୍ଟ ବାରଣ୍ଡାରେ ଆତ୍ମାହୁତି ଉଦ୍ୟମ
Read More...

ହାଇକୋର୍ଟ ବିଚାରପତିଙ୍କ ବ୍ରହ୍ମପୁର ଗସ୍ତ : କୋର୍ଟର ସୁରକ୍ଷା ଅନୁଧ୍ୟାନ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ହାଇକୋର୍ଟ ବିଚାରପତି ତଥା ଗଞ୍ଜାମ ପ୍ରୋଟକଲ ଜଜ ଡ.ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଶନିବାର ବ୍ରହ୍ମପୁର ଗସ୍ତରେ ଆସିଛନ୍ତି । ସେ ଏହି ଅବସରରେ ଜିଲ୍ଲା ଓ ଦୌରା ଜଜଙ୍କ କୋର୍ଟ ପରିସରରେ ସ୍ଥାପନ ହୋଇଥିବା ବ୍ୟାଙ୍କ ଏଟିଏମ୍‌ ଏବଂ ଚଲାପଥ କରିଡରକୁ ଉଦ୍‌ଘାଟନ୍‌
Read More...

ଗଞ୍ଜାମ ଜିଲ୍ଲାର ୩୮୬୦ ଜଣ ପାଇବେ ମୁଖ୍ୟମନ୍ତ୍ରୀଙ୍କ କଳାକାର ସହାୟତା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମୁଖ୍ୟମନ୍ତ୍ରୀଙ୍କ କଳାକାର ସହାୟତା ଯୋଜନା ଅନୁସାରେ ପ୍ରାପ୍ତ ହୋଇଥିବା ସମୁଦାୟ ୩୮୬୦ ଜଣ ଗଞ୍ଜାମ ଜିଲ୍ଲାର କଳାକାର ମାନେ ଭତ୍ତା ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏଥି ସକାଶେ ସରକାରୀ ଭାବେ ତାଲିକା ପ୍ରସ୍ତୁତ ହୋଇସାରିଛି । ଗଞ୍ଜାମ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବଡ଼ ବଜାର ଥାନା ଅନ୍ତର୍ଗତ ପାଣିଗ୍ରାହି ପେଣ୍ଠ ଛକ ଠାରେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ୍‌କୁ ପଛପଟୁ ଧକ୍କା ଦେଲା କାର୍ ଫଳରେ ବାଇକ୍ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଲୋକେ ବ୍ରହ୍ମପୁର
Read More...

ବିଶ୍ୱ ଏଡ୍‌ସ ଦିବସରେ ବ୍ରହ୍ମପୁର ଆଇଟିଆଇ ପରିସରରେ ବିଶାଳ ରେଡ୍‌ ରିବନ୍‌ ଆକୃତିର ମାନବଶୃଙ୍ଖଳ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଏସିଆ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇବା ଲକ୍ଷ୍ୟ ନେଇ ବିଶ୍ୱ ଏଡ୍‌ସ ଦିବସରେ ବ୍ରହ୍ମପୁର ଆଇଟିଆଇ ପରିସରରେ ବିଶାଳ ରେଡ୍‌ ରିବନ୍‌ ଆକୃତିର ମାନବଶୃଙ୍ଖଳ କରାଯାଇଛି । ଦୁଇ ହଜାରରୁ ଅଧିକ ଛାତ୍ରଛାତ୍ରୀଙ୍କୁ ନେଇ ଏହି ମାନବଶୃଙ୍ଖଳ ହୋଇଥିଲା ।
Read More...