ପୂର୍ବତନ ରାଜ୍ୟସଭା ସାଂସଦ ସ୍ୱର୍ଗତ କମ୍ରେଡ ଲକ୍ଷ୍ମଣ ମହାପାତ୍ରଙ୍କ ୩୯ତମ ଶ୍ରାଦ୍ଧ ଦିବସ ପାଳିତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପୂର୍ବତନ ରାଜ୍ୟସଭା ସାଂସଦ ତଥା ବରିଷ୍ଠ ସିପିଆଇ ନେତା ସ୍ୱର୍ଗତ କମ୍ରେଡ଼ ଲକ୍ଷ୍ମଣ ମହାପାତ୍ରଙ୍କ ୩୯ତମ ଶ୍ରାଦ୍ଧ ବାର୍ଷିକୀ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଛତ୍ରପୁର ଶାଖା ପକ୍ଷରୁ ପାଳିତ ହୋଇଯାଇଛି । ଶନିବାର ଛତ୍ରପୁର ସ୍ଥିତ ଲକ୍ଷ୍ମଣ ଭବନଠାରେ!-->…
Read More...
Read More...