ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଛତ୍ରପୁର ଶାଖାର ମାସିକ ବୈଠକ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଛତ୍ରପୁର ଶାଖା ତରଫରୁ ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସଭାପତି ସୁରେନ୍ଦ୍ର ନାଥ ପାଢ଼ୀ, ସମ୍ପାଦକ ସୋମନାଥ ସାହୁ, କାର୍ଯ୍ୟକାରୀ!-->…
Read More...
Read More...