Browsing Tag

bramhapur news

ଖଲ୍ଲିକୋଟ ଉପ-ଡାକଘର କାର୍ଯ୍ୟାଳୟ ପରିସରରେ ବାର୍ଷିକ ବ୍ୟବସାୟ ଯୋଜନା ସମୀକ୍ଷା ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ଉପ-ଡାକଘର ପରିସରରେ ସୋମବାର ବାର୍ଷିକ ବ୍ୟବସାୟ ଯୋଜନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର ଡାକ ପରିମଣ୍ଡଳର ମହା-ଡାକପାଳ କର୍ଣ୍ଣେଲ ବିନୋଦ କୁମାର ଉକ୍ତ ବୈଠକରେ ଯୋଗଦେଇ ଖଲ୍ଲିକୋଟ ଉପ-ଡାକଘର ଓ…
Read More...

ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଉପରେ ହୋଇଥିବା ଆକ୍ରମଣକୁ ରାଜ୍ୟ ସରପଂଚ ସଂଗଠନର ବୈଠକରେ ନିନ୍ଦା

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ରାଷ୍ଟ୍ରୀୟ ପଞ୍ଚାୟତିରାଜ ଗ୍ରାମ ପ୍ରଧାନ ସରପଂଚ ସଂଗଠନର ଏକ ଜରୁରୀ ବୈଠକ ନବୀନ ଭବନ ଠାରେ ସଂଗଠନର ସଭାପତି ରବି ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସଂଗଠନର ସାଧାରଣ ସମ୍ପାଦକ ରମାକାନ୍ତ ସାହୁ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ…
Read More...

ଗଞ୍ଜାମ ଜିଲ୍ଲା ରେଡ୍ଡୀ ମହାଜନ ସଂଘର ସାଧାରଣ ସମ୍ପାଦକ ଆର୍. ଶ୍ରୀନିବାସ ରେଡ୍ଡୀଙ୍କ ପରଲୋକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବରିଷ୍ଠ କୁଳ ସଦସ୍ୟ ତଥା ଗଞ୍ଜାମ ଜିଲ୍ଲା ରେଡ୍ଡୀ ମହାଜନ ସଂଘର ସାଧାରଣ ସମ୍ପାଦକ ଆର୍. ଶ୍ରୀନିବାସ ରେଡ୍ଡୀ (୬୪)ଙ୍କ ଗତକାଲି ସନ୍ଧ୍ୟାରେ ରାଜଧାନୀ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି । ରେଡ୍ଡୀକୁଳ ସମାଜର ସେବାରେ ବ୍ରତୀ…
Read More...

ରାଧେଶ୍ୟାମ ଫାଉଣ୍ଡେସନ ଆଣ୍ଡ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ‘ରଜପର୍ବ’ ଉପଲକ୍ଷେ ସାରସ୍ୱତ ସମାରୋହ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଅଗ୍ରଣୀ ସଂଗଠନ ରାଧେଶ୍ୟାମ ଫାଉଣ୍ଡେସନ ଆଣ୍ଡ ଚାରିଟେବଲ ଟ୍ରଷ୍ଟ ଆନୁକୂଲ୍ୟରେ ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରେ ପବିତ୍ର ରଜପର୍ବ ଅବସରରେ ବରିଷ୍ଠ ନାଗରିକମାନଙ୍କର ସମୂହ ମିଳନ ହୋଇ ରଜ ପୋଡପିଠା, ଆରିସା, କାକରା ଆଦି ମିଠା…
Read More...

ସୋମନାଥ ସ୍ୱାଭିମାନ ଯାତ୍ରାରେ ଗଞ୍ଜାମ ଜିଲ୍ଲାରୁ ୫୨ ଜଣ ତୀର୍ଥଯାତ୍ରୀଙ୍କ ଯାତ୍ରାରମ୍ଭ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : "ସୋମନାଥ ସ୍ୱାଭିମାନ ଯାତ୍ରା" ଅଭିଯାନରେ ଗଞ୍ଜାମ ଜିଲ୍ଲାର ୫୨ ଜଣ ତୀର୍ଥଯାତ୍ରୀ ଆଜି ସ୍ଥାନୀୟ ନୂଆବସଷ୍ଟାଣ୍ଡଠାରୁ ଆଜି ଗୁଜୁରାଟର ସୋମନାଥ ମନ୍ଦିର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ପତାକା ଦେଖାଇ…
Read More...

ତିନିଦିନିଆ ବିକାଶ ମେଳା-୨୦୨୬ ଆରମ୍ଭ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଷ୍ଟାଡିୟମରେ ତିନିଦିନିଆ ବିକାଶ ମେଳା ଆରମ୍ଭ ହୋଇଛି । ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ୍ ହରିଚନ୍ଦନ ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି । ଏହି ମେଳାରେ ବିଭିନ୍ନ ବର୍ଗର ବ୍ୟଞ୍ଜନାତ୍ମକ ଖାଦ୍ୟ ରୁଚିର…
Read More...

ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ଅବସରରେ ଛତ୍ରପୁର ଠାରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ଅବସରରେ ଆୟୋଜିତ "ବିକାଶର ଧାରା ଓଡ଼ିଶା ସାରା" କାର୍ଯ୍ୟକ୍ରମ ଅବସରରେ ଜିଲ୍ଲା ପରିଷଦର ଋଷିକୁଲ୍ୟା ସମ୍ମିଳନୀ କକ୍ଷଠାରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ…
Read More...

ସପ୍ତମ ଗଳ୍ପ ଗଞ୍ଜାମ ଉତ୍ସବ : ସାହିତ୍ୟରେ ଏକ ଯାତ୍ରା ଏଥିରେ ଶିଖର ନଥାଏ – ମୁଖ୍ୟ ଅତିଥି ବିଶିଷ୍ଟ ଲେଖକ…

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଗଞ୍ଜାମର କବିତାଘର ଲିଟେରାରୀ ଟ୍ରଷ୍ଟ, ବ୍ରହ୍ମପୁର ତରଫରୁ ବର୍ଷ ୨୦୨୬ ନିମନ୍ତେ "ସପ୍ତମ ଗଳ୍ପ ଗଞ୍ଜାମ ଉତ୍ସବ" ରେଭେନ୍ୟୁ ଡାକ ବଙ୍ଗଳା ସଭାଗୃହ ଠାରେ ଆୟୋଜିତ ହୋଇଯାଇଛି । ଏହି ଉତ୍ସବରେ ବିଶିଷ୍ଟ ଗାଳ୍ପିକ ରାଜ୍ୟବର୍ଦ୍ଧନ ଧଳ ମହାପାତ୍ର ମୁଖ୍ୟ ଅତିଥି…
Read More...

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ଗଞ୍ଜାମ ଜିଲ୍ଲାର ୨୬ ଲକ୍ଷ ୫୪ ହଜାର ୫୮୦ ଜଣ ହିତାଧିକାରୀ ଉପକୃତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ମାଧ୍ୟମରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଏଣିକି ହିତାଧିକାରୀମାନେ ୫ କେଜି ବଦଳରେ ୧୦ କେଜି ଚାଉଳ ପାଇବେ, ତେଣୁ ରାଜ୍ୟରେ ମୋହନ ମାଝୀ ସରକାରଙ୍କୁ ସାଧୁବାଦ୍ ଜଣାଇ…
Read More...

ଗଞ୍ଜାମ ଜିଲ୍ଲାରେ ଅଙ୍ଗନବାଡ଼ି କର୍ମୀମାନଙ୍କୁ ସ୍ମାର୍ଟଫୋନ୍ ବଣ୍ଟନ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ପରିଷଦ ଭବନ (ଛତ୍ରପୁର) ଋଷିକୁଲ୍ୟା ସମ୍ମିଳନୀ କକ୍ଷଠାରେ ଆୟୋଜିତ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ସିଧାପ୍ରସାରଣକୁ ଆଭାସୀ ମାଧ୍ୟମ କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଓ ସୋରଡ଼ାର ବିଧାୟକ ନୀଳମଣି…
Read More...