Browsing Tag

bramhapur news

ଛତ୍ରପୁର ବ୍ଲକ କାଳୀପଲ୍ଲୀବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳର ଜମି ହରାଇଥିବା କାଳୀପଲ୍ଲୀ ଅଞ୍ଚଳର ଶହ ଶହ ଚାଷୀ ପରିବାରଙ୍କ ହିତ ଦୃଷ୍ଟିରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଶୁକ୍ରବାର ସନ୍ଧ୍ୟାରେ ଏକ ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସାର୍ବଜନୀନ କ୍ରମେ ଏକ
Read More...

୬୩ତମ ଓଡିଶା ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ୬୩ତମ ଓଡିଶା ପୋଲିସ ଶହୀଦ ସ୍ମୃତି ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ଏହି ଅବସରରେ ଗଞ୍ଜାମ ପୋଲିସ ଜିଲ୍ଲା ମୁଖ୍ୟାଳୟ ଛତ୍ରପୁରଠାରେ ଆୟୋଜିତ ଏକ ଭବ୍ୟ ବର୍ଣ୍ଣାଢ୍ୟ ମିଳିତ ପରେଡ଼ ସାମାରୋହରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରାଏ ମୁଖ୍ୟ ଅତିଥି
Read More...

ରାଜ୍ୟସ୍ତରୀୟ ଗଣତାନ୍ତ୍ରିକ ପ୍ୟାରେଡ ଶିବିର ପାଇଁ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ବାରିପଦା ଗସ୍ତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଜାତୀୟ ସେବା ଯୋଜନା ନିମନ୍ତେ ରାଜ୍ୟସ୍ତରୀୟ ଗଣତାନ୍ତ୍ରିକ ପ୍ୟାରେଡ ଶିବିର ପାଇଁ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଗସ୍ତ ହୋଇଛି । ଜାତୀୟ ସେବା ଯୋଜନାର ରାଜ୍ୟସ୍ତରୀୟ ଗଣତାନ୍ତ୍ରିକ ପ୍ୟାରେଡ ୨୦-୨୧ ଅକ୍ଟୋବର, ୨୦୨୨ରେ ବାରିପଦା
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ସ୍ୱତନ୍ତ୍ର ବକ୍ତୃତା ଆସର ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ସ୍ୱତନ୍ତ୍ର ବକ୍ତୃତା ଆସର ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏହି ସ୍ୱତନ୍ତ୍ର ଆସରରେ ବକ୍ତୃତାରେ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ ଅଧ୍ୟକ୍ଷତା କରିଥିଲେ । ଏଥି ସହ ବିଭାଗ ସମୂହ ପରିଷଦର ଅଧ୍ୟକ୍ଷ ପ୍ରଫେସର
Read More...

ହୁମ୍ମାଠାରେ ବିଜେଡ଼ିର ଜନ ସମ୍ପର୍କ ପଦଯାତ୍ରା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକର ହୁମ୍ମାଠାରେ ବିଜୁ ଜନତା ଦଳ ତରଫରୁ ଏକ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଏବଂ ବ୍ରହ୍ମପୁର ମେୟର ତଥା ଗଞ୍ଜାମ ଜିଲ୍ଲା ବିଜୁ ଜନତା
Read More...

ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ନିମନ୍ତେ ସଚେତନତା ପଦଯାତ୍ରା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ପଞ୍ଚାୟତର ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ସମ୍ପୂର୍ଣ୍ଣ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ନିମନ୍ତେ ଏକ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ମାଧ୍ୟମରେ
Read More...

ଟ୍ରକ ଧକ୍କାରେ ଗାଈଗୋରୁ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି : ଉଚ୍ଚସ୍ତରୀୟ ତଦନ୍ତ ଦାବୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁର ବାଇପାସ ଚମାଖଣ୍ଡି ଥାନା ନାଜିର ପେଟ୍ରୋଲ ଟ୍ୟାଙ୍କ ଜାତୀୟ ରାଜପଥ ଉପରେ ଟ୍ରକ ଧକ୍କାରେ ୯ ଗାଈ ଏବଂ ଗୋଟିଏ ବାଛୁରୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ଘଟଣାଟି ସୋମବାର ସନ୍ଧ୍ୟାବେଳେ ଗୋଧୂଳି
Read More...

ଛତ୍ରପୁରଠାରେ ଦୁଇଦିନିଆ ଆନ୍ତଃବିଦ୍ୟାଳୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରସ୍ଥ ଅନସ୍ଲୋ ମିନିଷ୍ଟାଡିୟମରେ ସଂଗଠିତ ଦୁଇଦିନିଆ ଆନ୍ତଃବିଦ୍ୟାଳୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସୋମବାର ଉଦ୍‌ଯାପିତ ହୋଇଯାଇଛି । ଯାହାକି ଶନିବାର ଦିନ ଅନୁଷ୍ଠିତ ଏହି ଦୁଇଦିନିଆ ମ୍ୟାଚକୁ ଛତ୍ରପୁର
Read More...

ଛତ୍ରପୁରରେ ଚାଲିଥିବା ଆନ୍ତଃବିଦ୍ୟାଳୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଦ୍ୱିତୀୟ ଦିନରେ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରସ୍ଥ ଅନସ୍ଲୋ ମିନିଷ୍ଟାଡିୟମରେ ଚାଲିଥିବା ଆନ୍ତଃବିଦ୍ୟାଳୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଦ୍ୱିତୀୟ ଦିନରେ ପହଞ୍ଚିଛି । ଗଞ୍ଜାମ ଜିଲ୍ଲାରୁ ବିଭିନ୍ନ ସ୍ଥାନରୁ ୧୭ ବର୍ଷରୁ କମ୍‌ ବୟସର ସ୍କୁଲ
Read More...

ବ୍ରହ୍ମପୁର ବଡ଼ ମେଡିକାଲର ଅବ୍ୟବସ୍ଥା

• ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉଦାସୀନତା ନେଇ ଜନ ଅସନ୍ତୋଷ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦାକ୍ଷିଣାଞ୍ଚଳର ତଥା ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରେ ଅବସ୍ଥାପିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ତଥା ବଡ଼ ମେଡିକାଲରେ ରୋଗୀ
Read More...