Browsing Tag

bramhapur news

ଆଜିଠୁ ଖୋଲିବ ଓଟି କମ୍ପ୍ଲେକ୍ସ

ବ୍ରହ୍ମପୁର : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ମେଡିକାଲ ଅଧିକ୍ଷକଙ୍କ ଚାମ୍ବରରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଏମକେସିଜି ଅଧୀକ୍ଷକ ପ୍ରଫେସର ଡା. ସନ୍ତୋଷ କୁମାର ମିଶ୍ର ଓ ଡ଼ିନ ଡା. ଅବନୀକାନ୍ତ ମିଶ୍ର ଅଧ୍ୟକ୍ଷତା କରିଥିଲେ । ସେହିପରି ବିଭିନ୍ନ ବିଭାଗୀୟ
Read More...

ବିଦ୍ୟୁତ କମ୍ପାନୀକୁ ଛାଡ଼, ଗ୍ରାହକ ମୁଣ୍ଡରେ ଅଠା ବୋଳିବେ ରାଜ୍ୟ ସରକାର : ସଭାପତି ରମେଶ ଶତପଥୀ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଏକ ଜନକଲ୍ୟାଣ ରାଜ୍ୟରେ ସାଧାରଣ ଜନତାଙ୍କୁ ସୁବିଧା ସୁଯୋଗ ଦେବା ସରକାର ପ୍ରାଥମିକ ଦେବା ଉଚିତ । କିନ୍ତୁ ରାଜ୍ୟ ସରକାର ନିଜର ଅପାରଗତା ଏବଂ ବେପରୁଆ ମନୋଭାବ ଯୋଗୁଁ ଗତ ୧୦ ବର୍ଷରେ ଗ୍ରୀଡ଼କୋର କ୍ଷତି ହୋଇଥିବା ୭୭୮୮ କୋଟି ଟଙ୍କା ବିଦ୍ୟୁତ ଦର
Read More...

ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ ଟାଙ୍ଗଣାପଲ୍ଲୀ ଗ୍ରାମର ଶୁଭାଶିଷଙ୍କ ସଫଳତା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ଟାଙ୍ଗଣାପଲ୍ଲୀ ସ୍ଥିତ କୃଷ୍ଣଚନ୍ଦ୍ର ନଗରଢ଼ିହ ଗ୍ରାମର ଶୁଭାଶିଷ ଶତପଥୀଙ୍କ ସଫଳତା ଲାଭ ନେଇ ଉକ୍ତ ଗ୍ରାମବାସିନ୍ଦା ଖୁବ ଖୁସିବ୍ୟକ୍ତ କରିଛନ୍ତି ଏବଂ ତାଙ୍କ ପରିବାରରେ ଖୁସିର ଲହରୀ
Read More...

ଛତ୍ରପୁର ସାହିତ୍ୟ ସଂସଦ ଆନୁକୂଲ୍ୟରେ ଶାରଦୀୟ ସାରସ୍ଵତ ସମାରୋହ -୨୦୨୨ ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସାହିତ୍ୟ ସଂସଦ ଆନୁକୂଲ୍ୟରେ ଶାରଦୀୟ ସାହିତ୍ୟ ସମାରୋହ- ୨୦୨୨ ଅନୁଷ୍ଠିତ ହୋଇଯାଇଛି । ସଭାପତି ବ୍ରଜମୋହନ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ଆସରରେ ବହୁ
Read More...

କୃଷ୍ଣଚନ୍ଦ୍ରନଗରତିହରେ ଠାକୁର ଶ୍ରୀ ଶ୍ରୀ ଅନୁକୂଳଚନ୍ଦ୍ରଙ୍କ ସତସଙ୍ଗ ସମାରୋହ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ଟାଙ୍ଗଣାପଲ୍ଲୀ ପଞ୍ଚାୟତ ଅଧୀନସ୍ଥ କୃଷ୍ଣଚନ୍ଦ୍ରନଗରଢ଼ିହ ରାଜନଗର ସାହିରେ ଠାକୁର ଶ୍ରୀ ଶ୍ରୀ ଅନୂକୁଳଚନ୍ଦ୍ରଙ୍କ ସତସଙ୍ଗ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ସତସଙ୍ଗ କେନ୍ଦ୍ର ଆନୁକୂଲ୍ୟରେ ଗୁରୁବାର ସନ୍ଧ୍ୟା
Read More...

କିଷାନ କଂଗ୍ରେସର ବ୍ଲକସ୍ତରୀୟ କିଷାନ ଚିନ୍ତନ ଶିବିର

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ହିଞ୍ଜିଳି ବ୍ଲକ ଗଣ୍ଡଳା ଗ୍ରାମ କାଳୁଆ ମନ୍ଦିରଠାରେ କିଷାନ କଂଗ୍ରେସ ତରଫରୁ ବ୍ଲକସ୍ତରୀୟ କିଷାନ ଚିନ୍ତନ ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି । ଓଡିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ୱାନରେ ଗଞ୍ଜାମ ଜିଲ୍ଲା କଂଗ୍ରେସ ସଭାପତି ତଥା
Read More...

ବିଦ୍ୟୁତ କର୍ମଚାରୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସହାନୁଭୂତିରେ ପୂରଣ କରାଯିବ : ସିଇଓ ଅରବିନ୍ଦ ସିଂ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ବିଦ୍ୟୁତ କର୍ମଚାରୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସହାନୁଭୂତି ସହ ପୂରଣ କରାଯିବ ବୋଲି ଟିପିଏସଓଡିଏଲ ମୁଖ୍ୟ (ସିଇଓ) ଅରବିନ୍ଦ ସିଂ ପ୍ରକାଶ କରିଛନ୍ତି । ଓଏସଇବି ଶ୍ରମିକ ମହାସଂଘର ରାଜ୍ୟ ସଭାପତି ରମେଶ ଚନ୍ଦ୍ର ଶତପଥୀଙ୍କ ନେତୃତ୍ୱରେ ଏକ
Read More...

ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ୧୧୨ଟି ଶିକ୍ଷକ ପଦବୀ ସୃଷ୍ଟି

ବ୍ରହ୍ମପୁର : ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟରେ ୧୧୨ଟି ଶିକ୍ଷକ ପଦବୀ ସୃଷ୍ଟି କରାଯାଇଛି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ ପ୍ରଫେସର, ଆସୋସିଏଟ୍‌ ପ୍ରଫେସର ଏବଂ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ରହିଛି । ମୋଟ ୧୬ଟି ବିଭାଗରେ ଏହି ୧୧୨ଟି ପଦବୀ ସୃଷ୍ଟି
Read More...

ବରିଷ୍ଠ ନାଗରିକ ମଞ୍ଚର ମାସିକ ବୈଠକ ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ କେରାଣ୍ଡିତୋଳା ନାରାୟଣପୁର ଗ୍ରାମର ବରିଷ୍ଠ ନାଗରିକ ମଞ୍ଚର ମାସିକ ବୈଠକ ଗତ ୫ ତାରିଖ ଦିନ ଗ୍ରାମ କୋଠ ଘରେ ଅନୁଷ୍ଠିତ ହୋଇଯାଇଛି । ମଞ୍ଚର ସଭାପତି ନରହରି ପ୍ରଧାନ ଏହି ବୈଠକରେ ସଭାପତିତ୍ୱ କରିଥିବା ବେଳେ ରାଜ୍ୟ
Read More...

ଆଜି ବାହୁଡ଼ିବେ ମା’ : ବିସର୍ଜନ ପାଇଁ ୪ ଅସ୍ଥାୟୀ ପୋଖରୀ

ବ୍ରହ୍ମପୁର : ଦୀର୍ଘ ୧୦ ଦିନ ଧରି ପୂଜା ମଣ୍ଡପରେ ପୂଜା ପାଉଥିବା ମା' ଦୁର୍ଗାଙ୍କ ଭସାଣି ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହେବ । ଚଳିତ ବର୍ଷ ସହରରେ ୪୦ ପୂଜା ମଣ୍ଡପରେ ମା'ଙ୍କ ମୃଣ୍ମୟ ମୂର୍ତ୍ତି ପୂଜା ଅନୁଷ୍ଠିତ ହୋଇଛି । ଶୁକ୍ରବାର ଭସାଣି ଉତ୍ସବ ଥିବା ବେଳେ ବ୍ରହ୍ମପୁର ମହାନଗର
Read More...