ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୬ତମ ବାର୍ଷିକ ଖେଳକୁଦ ସାମାରୋହ ଉଦ୍ଯାପିତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଶ୍ରୀରାମନଗର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୨୬ତମ ବାର୍ଷିକ ଖେଳକୁଦ ସାମାରୋହ ଉଦ୍ଯାପିତ ହୋଇଯାଇଛି । ଏହି ଅବସରରେ ଶନିବାର ଏକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପରିଚାଳନା କମିଟିର ସଭାପତି!-->…
Read More...
Read More...