ଗୋପାଳପୁର ବନ୍ଦର ପକ୍ଷରୁ କାଳୀପଲ୍ଲୀ ଗ୍ରାମ ପଞ୍ଚାୟତରେ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା କେନ୍ଦ୍ର ଆୟୋଜିତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ବନ୍ଦର ଏହାର ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମ ଅଧୀନରେ ଛତ୍ରପୁର ବ୍ଲକ କାଳୀପଲ୍ଲୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଏକ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା କେନ୍ଦ୍ର ଶନିବାର ଆୟୋଜିତ ହୋଇଯାଇଛି । ଗୋପାଳପୁର ବନ୍ଦରର ମୁଖ୍ୟ!-->…
Read More...
Read More...