ଜିଲ୍ଲା କଂଗ୍ରେସ ସଭାପତି ରମେଶ ଜେନା ଓ ମହାନଗର ନିଗମ ମେୟର ପ୍ରାର୍ଥିନୀ ମଞ୍ଜୁ ରଥଙ୍କ ନିର୍ବାଚନ ପ୍ରଚାର ଜୋରଦାର
ବ୍ରହ୍ମପୁର, (କେପିଏନ୍ଏସ୍) : ବ୍ରହ୍ମପୁର ମହାନଗର ନିଗମ ନିର୍ବାଚନ ପରିପ୍ରେକ୍ଷୀରେ ୧୬ ଓ ୧୭ନଂ ୱାର୍ଡରେ କଂଗ୍ରେସର ନିର୍ବାଚନ ପ୍ରଚାର ଜୋରଦାର ହୋଇଛି । କଂଗ୍ରେସ ଜିଲ୍ଲା ସଭାପତି ତଥା ବିଧାୟକ ରମେଶ ଜେନାଙ୍କ ନେତୃତ୍ୱରେ ଆୟୋଜିତ ଶୋଭାଯାତ୍ରାରେ ହଜାର ହଜାର କର୍ମୀ ସାମିଲ ହୋଇଥିଲେ ।!-->…
Read More...
Read More...