ଅଗ୍ନିପଥକୁ ବିରୋଧ କରି ଭଞ୍ଜନଗର କଂଗ୍ରେସର ଧାରଣା
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ନେଇ ଚାରିଆଡ଼େ ଅଶାନ୍ତି ଲାଗି ରହିଛି । ବହୁ ସ୍ଥାନରେ ଏହି ନିଯୁକ୍ତିକୁ ପ୍ରତ୍ୟାହାର କରିବାକୁ ନେଇ ଯୁବଗୋଷ୍ଠୀ ମଧ୍ୟରେ ଅସ୍ଥିରତା ଦେଖାଦେଇଛି । ଏହି ଯୋଜନାକୁ ବନ୍ଦ କରିବା ପାଇଁ ବିଭିନ୍ନ ସ୍ଥାନରେ!-->…
Read More...
Read More...